Mark 16:17 ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।
Mark 16:17 in Other Translations
King James Version (KJV) And these signs shall follow them that believe; In my name shall they cast out devils; they shall speak with new tongues;
American Standard Version (ASV) And these signs shall accompany them that believe: in my name shall they cast out demons; they shall speak with new tongues;
Bible in Basic English (BBE) And these signs will be with those who have faith: in my name they will send out evil spirits; and they will make use of new languages;
Darby English Bible (DBY) And these signs shall follow those that have believed: in my name they shall cast out demons; they shall speak with new tongues;
World English Bible (WEB) These signs will accompany those who believe: in my name they will cast out demons; they will speak with new languages;
Young's Literal Translation (YLT) `And signs shall accompany those believing these things; in my name demons they shall cast out; with new tongues they shall speak;
Read Full Chapter :
Mark 16
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:30
ସମସ୍ତେ କ'ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି ? ସମସ୍ତେ କ'ଣ ବିଭିନ୍ନ ଭାଷା କହନ୍ତି ? ସମସ୍ତେ କ'ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:28
ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:10
ଆତ୍ମା ଅନ୍ୟଜଣକୁ ଆର୍ଶ୍ଚ୍ଯର୍ୟ୍ଯକାର୍ୟ୍ଯ କରିବା ଶକ୍ତି ଓ ଅନ୍ୟ ଜଣକୁ ଭଲ ଓ ମନ୍ଦ ଆତ୍ମା ଭିତ ରେ ପାର୍ଥକ୍ଯ ଦେଖି ପାରିବା ଶକ୍ତି ପ୍ରଦାନ କରନ୍ତି। କାହାକୁ ଭିନ୍ନଭିନ୍ନ ପ୍ରକାରର ଭାଷା କହିପାରିବା ଶକ୍ତି ଦିଆଯାଇଛି, ତ ଅନ୍ୟ କାହାକୁ ସହେି ଭାଷାଗୁଡ଼ିକର ଅର୍ଥ କରିବାର ଶକ୍ତି ଦିଆଯାଇଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:18
ସେ ଏପରି ବହୁତ ଦିନ ପର୍ୟ୍ଯନ୍ତ କଲା, ପାଉଲ ଏଥିଲେ ବିରକ୍ତ ହାଇପେଡ଼ିଲେ। ସେ ସହେି ଆତ୍ମାକୁ କହିଲେ, ମୁଁ ଯୀଶୁଙ୍କ ନାମ ରେ ଆଦେଶ ଦେଉଛି, ଏହି ଝିଅଟି ଦହରେୁ ବାହାରିଯା। ସହେି ସମୟରେ ସେ ଆତ୍ମାଟି ବାହାରକୁ ଚ଼ାଲିଆସିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:6
ପାଉଲ ଯେତବେେଳେ ସମାନଙ୍କେ ଉପରେ ହାତ ରଖିଲେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ। ସମାନେେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ଯଦ୍ବାଣୀ କହିବାକୁ ଲାଗିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5:16
ୟିରୂଶାଲମ ରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସମାନଙ୍କେ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ବାରା ବ୍ଯତିବ୍ଯସ୍ତ ହେଉଥିଲେ, ସମାନଙ୍କେୁ ନଇେ ଆସୁଥିଲେ ଓ ସମସ୍ତେ ସୁସ୍ଥ ହାଇେ ଯାଉଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:46
ସମାନଙ୍କେ ଭିନ୍ନଭିନ୍ନ ଭାଷା ରେ କଥା ହବୋ ଓ ପରମେଶ୍ବରଙ୍କୁ ପ୍ରଶଂସା କରିବାର ମଧ୍ଯ ଶୁଣିଲେ।
ଲୂକଲିଖିତ ସୁସମାଚାର 10:17
ଯେତବେେଳେ ବାସ୍ତରି ଜଣ ସମାନଙ୍କେ ଭ୍ରମଣରୁ ଫରେି ଆସିଲେ, ସମାନେେ ବହୁତ ଖୁସି ଥିଲେ। ସମାନେେ କହିଲେ, ପ୍ରଭୁ, ଆମ୍ଭମାନେେ ଯେତବେେଳେ ଆପଣଙ୍କ ନାମ ନଇେ ଆଜ୍ଞା ଦଲେୁ, ସେତବେେଳେ ଏପରିକି ଭୂତମାନେ ମଧ୍ଯ ଆମ୍ଭମାନଙ୍କ କଥା ମାନିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:7
ବହୁତ ଲୋକଙ୍କ ଭିତ ରେ ଭୂତମାନେ ଥିଲେ। କିନ୍ତୁ ସମାନଙ୍କେୁ ବାହାର କରି ଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ବର ରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ େଛାଟ ଲୋକ ମଧ୍ଯ ଫିଲିପ୍ପଙ୍କ ଦ୍ବାରା ଆରୋଗ୍ୟ ହେଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:1
ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷା ରେ ବା ସ୍ବର୍ଗଦୂତଙ୍କ ଭାଷା ରେ କହିପା ରେ, ମାତ୍ର ମାଠାେ ରେ ପ୍ ରମେ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:2
ମୁଁ ବୁଝାଇ କହୁଛି : ଯେଉଁ ଲୋକ ବିଭିନ୍ନ ଭାଷା ରେ କଥା କହିବାକୁ ଦାନ ପାଇଛି, ସେ ପ୍ରକୃତ ରେ ମନୁଷ୍ଯର ସହିତ ନୁହେଁ ବରଂ ପରମେଶ୍ବରଙ୍କ ସହିତ କଥାବାର୍ତ୍ତା କରେ। କହେି ହେଲେ ତା'କଥା ବୁଝି ପାରନ୍ତି ନାହିଁ, ସେ ଆତ୍ମାଙ୍କ ଦ୍ବାରା ନିଗୂଢ଼ ବିଷୟ କ ହେ।
ମାର୍କଲିଖିତ ସୁସମାଚାର 9:38
ଯୋହନ ଯୀଶୁଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ନାମ ନଇେ ଲୋକଙ୍କ ଦହରେୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭମାନେେ ଦେଖିଲୁ। ଆମ୍ଭମାନେେ ତାକୁ ମନାକରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:12
ତେଣୁ ପାଉଲ ସ୍ପର୍ଶ କରୁଥିବା ରୁମାଲ ଓ ଗାମୁଛା ନଇେ ରୋଗୀମାନଙ୍କ ଉପରେ ପକାଇ ଦେଉଥିଲେ ଓ ଏହିଭଳି ସମାନେେ ରୋଗରୁ ସୁସ୍ଥ ହାଇଯୋଉଥିଲେ। ସମାନଙ୍କେ ମଧ୍ଯରୁ ଭୂତାତ୍ମା ମଧ୍ଯ ଚ଼ାଲିଯାଉଥିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:4
ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:4
ଯେଉଁଲୋକକୁ ବିଭିନ୍ନ ଭାଷା ରେ କହିବା ଶକ୍ତି ପ୍ରାପ୍ତ ହାଇେଛି, ସେ ନିଜକୁ ନିଷ୍ଠା ଜନ୍ମାଏ ; କିନ୍ତୁ ଯେଉଁଲୋକ ଭାବବାଣୀ କ ହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।
ଯୋହନଲିଖିତ ସୁସମାଚାର 14:12
ମୁଁ ତୁମ୍ଭକୁ ସତ୍ଯ କହୁଛି। ମାଠାେ ରେ ବିଶ୍ବାସ କରୁଥିବା ବ୍ଯକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ଯ ଅଧିକ ବଡ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:33
ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।