Mark 3:2 ସଠାେରେ କେତକେ ଲୋକ ଜଗି ରହିଥିଲେ ଯେ ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସ ରେ ସୁସ୍ଥ କରି ଦବେେ, ତବେେ ସମାନେେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ।
Mark 3:2 in Other Translations
King James Version (KJV) And they watched him, whether he would heal him on the sabbath day; that they might accuse him.
American Standard Version (ASV) And they watched him, whether he would heal him on the sabbath day; that they might accuse him.
Bible in Basic English (BBE) And they were watching him to see if he would make him well on the Sabbath day, so that they might have something against him.
Darby English Bible (DBY) And they watched him if he would heal him on the sabbath, that they might accuse him.
World English Bible (WEB) They watched him, whether he would heal him on the Sabbath day, that they might accuse him.
Young's Literal Translation (YLT) and they were watching him, whether on the sabbaths he will heal him, that they might accuse him.
And
καὶ
kai
kay
they watched
παρετήρουν
paratēreō
pa-ra-tay-RAY-oh
him,
αὐτὸν
autos
af-TOSE
whether
εἰ
ei
ee
the
τοῖς
ho
oh
on sabbath day;
σάββασιν
sabbaton
SAHV-va-tone
he would heal
θεραπεύσει
therapeuō
thay-ra-PAVE-oh
him
αὐτόν
autos
af-TOSE
that
ἵνα
hina
EE-na
they might accuse
κατηγορήσωσιν
katēgoreō
ka-tay-goh-RAY-oh
him.
αὐτοῦ
autos
af-TOSE
Read Full Chapter :
Mark 3
Cross Reference
ଲୂକଲିଖିତ ସୁସମାଚାର 14:1
ଗୋଟିଏ ବିଶ୍ରାମବାର ରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସଠାେରେ ଥିବା ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ଯ କରୁଥିଲେ।
ଗୀତସଂହିତା 37:32
ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥାଆନ୍ତି।
ଲୂକଲିଖିତ ସୁସମାଚାର 20:20
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦ ରେ ପକାଇବା ପାଇଁ ଉପୟୁକ୍ତ ସମୟ ଅପେକ୍ଷା ରେ ରହିଲେ। ସମାନେେ ଯୀଶୁଙ୍କ ପାଖକୁ କେତକେ ଗୁପ୍ତଚର ପଠାଇଲେ। ସମାନେେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସମାନେେ ଯୀଶୁଙ୍କ କହୁଥିବା କଥା ରେ କିଛି ଭୁଲ୍ ବିଷୟ ଖାଜେି ବାହାର କରିବାକୁ ଚାହୁଁଥିଲେ। କାରଣ ଯଦି ସମାନେେ ଯୀଶୁଙ୍କର କିଛି ଭୁଲ ଦେଖି ପାରିବେ, ତବେେ ସମାନେେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦବେେ।
ଲୂକଲିଖିତ ସୁସମାଚାର 6:7
ବିଶ୍ରାମବାର ରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସଠାେରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସମାନେେ ଦେଖିବାକୁ ଚାହୁଁଥିଲେ ଯେ ଯୀଶୁ କିଛି ଭୁଲ କାମ କଲେ ସମାନେେ ତାହାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବେ।
ଲୂକଲିଖିତ ସୁସମାଚାର 11:53
ଯୀଶୁ ସେ ସ୍ଥାନ ଛାଡି ଚାଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନକେ କଷ୍ଟ ଦବୋ ଆରମ୍ଭ କରି ଦେଲେ। ସମାନେେ ଯୀଶୁଙ୍କୁ ଅନକେ ବିଷୟ ରେ ପ୍ରଶ୍ନମାନ ପଚାରି ତାହାଙ୍କଠାରୁ ଉତ୍ତର ଚାହୁଁଥିଲେ।
ଯିଶାଇୟ 29:20
ନିଷ୍ଠୁର ଲୋକ ଦଣ୍ଡ ଭୋଗିବେ। ନିନ୍ଦୁକମାନେ ଶାନ୍ତ ହାଇେଛନ୍ତି ଓ ଅଧର୍ମକାର୍ୟ୍ଯ କରୁଥିବା ବ୍ଯକ୍ତି ଧ୍ବଂସ ହାଇେଛନ୍ତି।
ଯୋହନଲିଖିତ ସୁସମାଚାର 9:16
କେତକେ ଫାରୂଶୀମାନେ କହିଲେ, ଏ ଲୋକ ବିଶ୍ରାମବାରର ନିୟମ ମାନୁ ନାହିଁ। ତେଣୁ ସେ ପରମେଶ୍ବରଙ୍କ ପାଖରୁ ଆସି ନାହିଁ।
ମାଥିଉଲିଖିତ ସୁସମାଚାର 12:10
ସଠାେରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସଠାେରେ ଥିବା କେତକେ ଯିହୂଦୀ ଯୀଶୁଙ୍କ ଉପରେ ଦୋଷରୋପ କରିବା ପାଇଁ ସୁଯୋଗ ଖାଜେୁଥିଲେ। ସମାନେେ ତାହାଙ୍କୁ ପଚାରିଲେ, ମାଶାଙ୍କେ ନିୟମ ଅନୁସାରେ ବିଶ୍ରାମଦିବସ ରେ କାହାରିକୁ ଭଲ କରିଦବୋ କ'ଣ ବିଧିସଙ୍ଗତ?
ଦାନିଏଲ 6:4
ଏଥି ରେ ଅନ୍ୟ ଅଧ୍ଯକ୍ଷ ଓ କ୍ଷତିପାଳମାନେ ଦାନିୟେଲଙ୍କ ପ୍ରତି ଇର୍ଷାଳୁ ହେଲେ ଓ ଦାନିୟେଲଙ୍କର ରାଜକର୍ମ ବିଷଯ ଦୋଷ ଅନୁସନ୍ଧାନ କଲେ। ମାତ୍ର ସମାନେେ କୌଣସି ଦୋଷ ବା ଅପରାଧ ପାଇ ପାରିଲେ ନାହିଁ। କାରଣ ସେ ବିଶ୍ବସ୍ତ ଥିଲେ ଓ ତାଙ୍କଠା ରେ କୌଣସି ଭାନ୍ତି ବା ଅପରାଧ ନଥିଲା। ସେ ରାଜାଙ୍କୁ ଠକୁ ନଥିଲେ ଓ କଠିନ ପରିଶ୍ରମ କରୁଥିଲେ।
ଯିରିମିୟ 20:10
ମୁଁ ବହୁବାର ଅପବାଦ ଶୁଣିଅଛି। ମାରେ ଚତୁର୍ଦ୍ଦିଗ ରେ ଆଶଙ୍କା ଅଛି। ଏପରିକି ମାରେ ମିତ୍ରମାନେ ମଧ୍ଯ ମାରେ ଦୋଷ ଦେଖନ୍ତି ଓ ଲୋକମାନେ ମାରେ ତ୍ରୁଟିକୁ ଅପେକ୍ଷା କରନ୍ତି। ସମାନେେ ଅଭିଯୋଗ କରି କହନ୍ତି, ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ମିଥ୍ଯା ଓ ମନ୍ଦକଥା କହିବା, ତୁମ୍ଭମାନେେ ମଧ୍ଯ ତାହା କହିବ। ତାହା ହେଲେ ଆମ୍ଭମାନେେ ତାକୁ ପରାସ୍ତ କରିବା ଓ ତା' ଉପ ରେ ପ୍ରତିଶାଧେ ନଇେପାରିବା।