Matthew 23:2
ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମାଶାଙ୍କେ ବ୍ଯବସ୍ଥାର ବ୍ଯାଖ୍ଯା କରିବାର ଅଧିକାର ପାଇଛନ୍ତି।
Matthew 23:2 in Other Translations
King James Version (KJV)
Saying The scribes and the Pharisees sit in Moses' seat:
American Standard Version (ASV)
saying, The scribes and the Pharisees sit on Moses seat:
Bible in Basic English (BBE)
The scribes and the Pharisees have the authority of Moses;
Darby English Bible (DBY)
saying, The scribes and the Pharisees have set themselves down in Moses' seat:
World English Bible (WEB)
saying, "The scribes and the Pharisees sat on Moses' seat.
Young's Literal Translation (YLT)
saying, `On the seat of Moses sat down the scribes and the Pharisees;
| Saying, | λέγων, | legōn | LAY-gone |
| The | Ἐπὶ | epi | ay-PEE |
| scribes | τῆς | tēs | tase |
| and | Μωσέως | mōseōs | moh-SAY-ose |
| the | καθέδρας | kathedras | ka-THAY-thrahs |
| Pharisees | ἐκάθισαν | ekathisan | ay-KA-thee-sahn |
| sit | οἱ | hoi | oo |
| in | γραμματεῖς | grammateis | grahm-ma-TEES |
| καὶ | kai | kay | |
| Moses' | οἱ | hoi | oo |
| seat: | Φαρισαῖοι | pharisaioi | fa-ree-SAY-oo |
Cross Reference
ଲୂକଲିଖିତ ସୁସମାଚାର 20:46
ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ଯଗଣ୍ଯ ବ୍ଯକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସମାନେେ ଚାହାଁନ୍ତି। ହାଟବଜାର ରେ ଲୋକେ ତାହାଙ୍କୁ ସମ୍ମାନ ଦଖାେନ୍ତୁ ବୋଲି ସମାନେେ ଭଲପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କ ରେ ସବୁଠାରୁ ଶ୍ ରେଷ୍ଠ ଆସନଗୁଡିକ ପାଇବାକୁ ସମାନେେ ଭଲ ପାଆନ୍ତି। ଭୋଜିମାନଙ୍କ ରେ ସବୁଠାରୁ ପ୍ରଧାନ ଆସନ ରେ ବସିବାକୁ ସମାନେେ ଭଲ ପାଆନ୍ତି।
ଏଜ୍ରା 7:6
ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।
ଏଜ୍ରା 7:25
ହେ ଏଜ୍ରା, ତୁମ୍ଭ ପରମେଶ୍ବରଙ୍କ ବିଷଯକ ଯେଉଁଜ୍ଞାନ ତୁମ୍ଭ ହସ୍ତ ରେ ଅଛି, ତଦନୁସା ରେ ନଦୀ ସପୋରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିୟୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।
ମାର୍କଲିଖିତ ସୁସମାଚାର 12:38
ଯୀଶୁ ଶିକ୍ଷା ଦଇେ ଚାଲିଥିଲେ। ସେ କହିଲେ, ଧର୍ମଶାସ୍ତ୍ରୀଙ୍କଠାରୁ ସାବଧାନ ରୁହ। ସମାନେେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତଣେେ ବୁଲିବାକୁ ଭଲ ପାଆନ୍ତି। ସମାନେେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାର ରେ ସମ୍ମାନ ଦଖାେନ୍ତୁ।
ନିହିମିୟା 8:4
ଏଜ୍ରା ଯାଜକ ସହେି କାର୍ୟ୍ଯ ନିମନ୍ତେ ନିର୍ମିତ କାଠମଯ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାଶର୍ବ ରେ ତାଙ୍କ ନିକଟରେ ମତ୍ତଥିଯ, ଶମାେ, ଅନାଯ, ଊରିଯ, ହିଲ୍କିଯ, ମା ସଯେ ଠିଆ ହେଲେ, ଏବଂ ତାଙ୍କ ବାମ ପାଶର୍ବ ରେ ପଦାଯ ଓ ମୀଶାଯଲେ, ମଲକିଯ, ହଶୁମ ଓ ହଶ୍ବଦ୍ଦାନା, ଜିଖରିଯ ଓ ମଶୁଲ୍ଲମ ଠିଆ ହେଲେ।
ମଲାଖୀ 2:7
ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।