ମାଥିଉଲିଖିତ ସୁସମାଚାର 23:26 in Oriya

ଓଡିଆ ଓଡିଆ ବାଇବେଲ ମାଥିଉଲିଖିତ ସୁସମାଚାର ମାଥିଉଲିଖିତ ସୁସମାଚାର 23 ମାଥିଉଲିଖିତ ସୁସମାଚାର 23:26

Matthew 23:26
ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବ ରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ଯ ସଫା ହାଇେ ପାରିବ।

Matthew 23:25Matthew 23Matthew 23:27

Matthew 23:26 in Other Translations

King James Version (KJV)
Thou blind Pharisee, cleanse first that which is within the cup and platter, that the outside of them may be clean also.

American Standard Version (ASV)
Thou blind Pharisee, cleanse first the inside of the cup and of the platter, that the outside thereof may become clean also.

Bible in Basic English (BBE)
You blind Pharisee, first make clean the inside of the cup and of the plate, so that the outside may become equally clean.

Darby English Bible (DBY)
Blind Pharisee, make clean first the inside of the cup and of the dish, that their outside also may become clean.

World English Bible (WEB)
You blind Pharisee, first clean the inside of the cup and of the platter, that the outside of it may become clean also.

Young's Literal Translation (YLT)
`Blind Pharisee! cleanse first the inside of the cup and the plate, that the outside of them also may become clean.

Thou
blind
Φαρισαῖεpharisaiefa-ree-SAY-ay
Pharisee,
τυφλέtyphletyoo-FLAY
cleanse
καθάρισονkatharisonka-THA-ree-sone
first
πρῶτονprōtonPROH-tone
that
τὸtotoh
which
is
within
ἐντὸςentosane-TOSE
the
τοῦtoutoo
cup
ποτηρίουpotērioupoh-tay-REE-oo
and
καὶkaikay

τῆςtēstase
platter,
παροψίδος,paropsidospa-roh-PSEE-those
that
ἵναhinaEE-na
the
γένηταιgenētaiGAY-nay-tay
outside
καὶkaikay
them
of
τὸtotoh
may
be
ἐκτὸςektosake-TOSE
clean
αὐτῶνautōnaf-TONE
also.
καθαρόνkatharonka-tha-RONE

Cross Reference

ଯାକୁବଙ୍କ ପତ୍ 4:8
ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।

ଯିଶାଇୟ 55:7
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।

ଯିରିମିୟ 4:14
ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।

ଯିରିମିୟ 13:27
ଆମ୍ଭେ ପର୍ବତଗୁଡ଼ିକ ଉପ ରେ ତୁମ୍ଭର ଘୃଣ୍ଯକର୍ମ, ବ୍ଯଭିଚାର, ହିଁ ହିଁ ହବୋର ଶବ୍ଦ ଓ ବେଶ୍ଯାବୃତ୍ତିର ଦୁଷ୍ଟତା ଦେଖିଅଛୁ। ୟିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତକୋଳ ଏହି ପାପକର୍ମ କରିଚାଲିବ ?

ଯିହିଜିକଲ 18:31
ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।

ମାଥିଉଲିଖିତ ସୁସମାଚାର 12:33
ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ବାରା ଗଛଟିକୁ ଚିହ୍ନି ହୁଏ।

ଲୂକଲିଖିତ ସୁସମାଚାର 6:45
ଜଣେ ଭଲ ଲୋକର ମନ ଭିତ ରେ ଭଲ ବିଷୟ ସଞ୍ଚିତ ହାଇେ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତ ରେ ଖରାପ ବିଷୟ ସଞ୍ଚିତ ହାଇେ ରିହଥାଏ। ତେଣୁ ତା' ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତ ରେ ଯାହା ଥାଏ, ସେ ତାହା କହିଥାଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:1
ଅତଏବ, ଆସ ପରମମେଶ୍ବରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନ ଯାପନ ପ୍ରଣାଳୀ ରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରେତ୍ୟକକ ବିଷୟକୁ ଦୂର କରିବା।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:22
ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।