Matthew 24:42
ତେଣୁ ସଦା ବେଳେ ପ୍ରସ୍ତୁତ ରୂହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣନାହିଁ।
Matthew 24:42 in Other Translations
King James Version (KJV)
Watch therefore: for ye know not what hour your Lord doth come.
American Standard Version (ASV)
Watch therefore: for ye know not on what day your Lord cometh.
Bible in Basic English (BBE)
Be watching, then! for you have no knowledge on what day your Lord will come.
Darby English Bible (DBY)
Watch therefore, for ye know not in what hour your Lord comes.
World English Bible (WEB)
Watch therefore, for you don't know in what hour your Lord comes.
Young's Literal Translation (YLT)
`Watch ye therefore, because ye have not known in what hour your Lord doth come;
| Watch | γρηγορεῖτε | grēgoreite | gray-goh-REE-tay |
| therefore: | οὖν | oun | oon |
| for | ὅτι | hoti | OH-tee |
| ye know | οὐκ | ouk | ook |
| not | οἴδατε | oidate | OO-tha-tay |
| what | ποίᾳ | poia | POO-ah |
| hour | ὥρᾳ | hōra | OH-ra |
| your | ὁ | ho | oh |
| κύριος | kyrios | KYOO-ree-ose | |
| Lord | ὑμῶν | hymōn | yoo-MONE |
| doth come. | ἔρχεται | erchetai | ARE-hay-tay |
Cross Reference
ଲୂକଲିଖିତ ସୁସମାଚାର 21:36
ତେଣୁ ସଦା ବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସଗେୁଡିକ ମଧ୍ଯଦଇେ ନିରାପଦ ରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭମାନେେ ଆତ୍ମାବିଶ୍ବାସର ସହିତ ମନୁଷ୍ଯପୁତ୍ରଙ୍କ ଆଗ ରେ ଠିଆ ହାଇେ ପାରିବା ପାଇଁ ପ୍ରାର୍ଥନା କରା
ମାଥିଉଲିଖିତ ସୁସମାଚାର 25:13
ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:6
ଅତଏବ ଆମ୍ଭମାନେେ ଅନ୍ୟ ଲୋକମାନଙ୍କ ଭଳି ଶାଇେ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂୟମ ଥିବା ଆବଶ୍ଯକ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:13
ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ବାସ ରେ ଅଟଳ ରୁହ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:15
ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।
ମାଥିଉଲିଖିତ ସୁସମାଚାର 24:36
ସହେି ଦିନ ବା ସହେି ସମୟ କବେେ ଆସିବ, କହେି ଜାଣନ୍ତି ନାହିଁ। ଏପରିକି ସ୍ବର୍ଗର ଦୂତମାନେ ଜାଣନ୍ତି ନାହିଁ। ଏପରିକି ପୁତ୍ର ଜାଣନ୍ତି ନାହିଁ, କବଳେ ପରମପିତା ଏହା ଜାଣନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:2
ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟଗୁଡ଼ିକ ଲୋପ ପାଇଯାଉଅଛି ସଗେୁଡ଼ିକ ସମ୍ପୂର୍ଣ୍ଣ ମରିୟିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ ଦୋଷ ପାଇନାହିଁ।
ପିତରଙ୍କ ପ୍ରଥମ ପତ୍ 5:8
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
ପିତରଙ୍କ ପ୍ରଥମ ପତ୍ 4:7
ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:11
ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।
ଲୂକଲିଖିତ ସୁସମାଚାର 12:35
କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡିକ ଜଳଇେ ରଖ।
ମାଥିଉଲିଖିତ ସୁସମାଚାର 26:38
ଯୀଶୁ ସମାନଙ୍କେୁ କହିଲେ, ମାରହେୃଦୟ ଏତେ ଦୁଃଖ ରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ୟିବା ଉପରେ। ତୁମ୍ଭମାନେେ ମାେ ସହିତ ଏଠା ରେ ଚଇେଁ କରି ରୁହ ଓ ଅପେକ୍ଷା କର।
ମାଥିଉଲିଖିତ ସୁସମାଚାର 24:44
ଠିକ୍ ସହେିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତବେେଳେ ଆଶା କରୁ ନଥିବ, ଠିକ୍ େସତକେି ବେଳେ ମନୁଷ୍ଯପୁତ୍ର ଆସିଯିବେ।
ମାର୍କଲିଖିତ ସୁସମାଚାର 13:33
ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।