English
ମାଥିଉଲିଖିତ ସୁସମାଚାର 26:29 ଚିତ୍ର
ମୁଁ ତୁମ୍ଭମାନଙ୍କୁ ଏକଥା କହି ରଖୁଛି: ମାରେ ପରମପିତାଙ୍କ ରାଜ୍ଯ ରେ ଆମ୍ଭେ ସମସ୍ତେ ଏକାଠି ନ ହବୋ ପର୍ୟ୍ଯନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହବୋ ପର୍ୟ୍ଯନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।