ମାଥିଉଲିଖିତ ସୁସମାଚାର 5:39 in Oriya

ଓଡିଆ ଓଡିଆ ବାଇବେଲ ମାଥିଉଲିଖିତ ସୁସମାଚାର ମାଥିଉଲିଖିତ ସୁସମାଚାର 5 ମାଥିଉଲିଖିତ ସୁସମାଚାର 5:39

Matthew 5:39
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ କୌଣସି ମନ୍ଦ ଲୋକର ବିରୁଦ୍ଧ ରେ ଠିଆ ହୁଅନାହିଁ। ବରଂ ଯଦି କହେି ତୁମ୍ଭର ଡାହାଣ ଗାଲ ରେ ଗ୍ଭପୁଡାଟିଏ ମା ରେ ତବେେ ତୁମ୍ଭେ ତା ଆଡକୁ ଆର ଗାଲଟି ମଧ୍ଯ ଦେଖଇେ ଦିଅ।

Matthew 5:38Matthew 5Matthew 5:40

Matthew 5:39 in Other Translations

King James Version (KJV)
But I say unto you, That ye resist not evil: but whosoever shall smite thee on thy right cheek, turn to him the other also.

American Standard Version (ASV)
but I say unto you, resist not him that is evil: but whosoever smiteth thee on thy right cheek, turn to him the other also.

Bible in Basic English (BBE)
But I say to you, Do not make use of force against an evil man; but to him who gives you a blow on the right side of your face let the left be turned.

Darby English Bible (DBY)
But *I* say unto you, not to resist evil; but whoever shall strike thee on thy right cheek, turn to him also the other;

World English Bible (WEB)
But I tell you, don't resist him who is evil; but whoever strikes you on your right cheek, turn to him the other also.

Young's Literal Translation (YLT)
but I -- I say to you, not to resist the evil, but whoever shall slap thee on thy right cheek, turn to him also the other;

I
ἐγὼegōay-GOH
But
δὲdethay
say
λέγωlegōLAY-goh
unto
you,
ὑμῖνhyminyoo-MEEN
not
resist
ye
μὴmay
That
ἀντιστῆναιantistēnaian-tee-STAY-nay

τῷtoh
evil:
πονηρῷ·ponērōpoh-nay-ROH
but
ἀλλ'allal
whosoever
ὅστιςhostisOH-stees
thee
smite
σεsesay
shall
ῥαπίσειrhapiseira-PEE-see
on
ἐπὶepiay-PEE

τὴνtēntane
right
δεξιάνdexianthay-ksee-AN
thy
σουsousoo
cheek,
σιαγόναsiagonasee-ah-GOH-na
turn
στρέψονstrepsonSTRAY-psone
to
him
αὐτῷautōaf-TOH
also.
καὶkaikay
the
τὴνtēntane
other
ἄλλην·allēnAL-lane

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:7
ତୁମ୍ଭମାନଙ୍କ ଭିତ ରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭମାନେେ ପରାଜିତ ହାଇେ ସାରିଛ। ତା' ଅପେକ୍ଷା ଅନ୍ୟ କହେି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ଯାୟ କରିଥିଲେ ଭଲ ହାଇେଥାନ୍ତା।

ଯିରିମିୟଙ୍କ ବିଳାପ 3:30
ସେ ତାହାକୁ ପ୍ରହାର ପାଇଁ ଆପଣା ଗାଲ ଦଖାଇେ ଦେଉ ଏବଂ ତାଙ୍କୁ ପୂର୍ଣ୍ଣ ସନ୍ତାଷେ ପାଇବା ପାଇଁ ଅନୁ ରୋଧ କରୁ।

ଯିଶାଇୟ 50:6
ମୁଁ ପ୍ରହାରକ ଦବୋ ପାଇଁ ମାରେପିଠି ଦଖାଇେ ଦବେି, ମାରେ ଦାଢ଼ି ଉପାଡ଼ିବା ପାଇଁ ମାରେ ଗାଲ ଦଖାଇେ ଦବେି, ପୁଣି ଅପମାନିତ ହବୋକୁ ଛପେ ପକାଇବାକୁ ମାରେ ମୁହଁ ଲୁଚାଇବି ନାହିଁ।

ହିତୋପଦେଶ 24:29
ସେ ମାେପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସପରେି କରିବି ଓ ତାହାର କର୍ମାନୁସା ରେ ମୁଁ ତାହାକୁ ପ୍ରତିଫଳ ଦବେି, ଏପରି କୁହ ନାହିଁ।

ଲେବୀୟ ପୁସ୍ତକ 19:18
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ବଷେ କରିବ ନାହିଁ। ବରଂ ଆପଣା ପ୍ରତିବେଶୀକୁ ଆତ୍ମାତୁଲ୍ଯ ପ୍ ରମେ କରିବ, ଆମ୍ଭେ ସଦାପ୍ରଭୁ।

ପ୍ରଥମ ଶାମୁୟେଲ 26:8
ଅବୀଶଯ ଦାଉଦଙ୍କକ୍ସ୍ଟ କହିଲା, ଆଜି ପରମେଶ୍ବର ତୁମ୍ଭକୁ ତକ୍ସ୍ଟମ୍ଭ ଶତୃକକ୍ସ୍ଟ ପରାସ୍ତ କରିବାର ସକ୍ସ୍ଟୟୋଗ ଦଇେଛନ୍ତି। ତେଣୁ ଏହି ବର୍ଚ୍ଛା ରେ ତାକକ୍ସ୍ଟ ଭୂମିରେ ବଦ୍ଧ କରିବାକୁ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ। ମୁ ତାକକ୍ସ୍ଟ ଏକାଥରେ ହତ୍ଯା କରିବି।

ପିତରଙ୍କ ପ୍ରଥମ ପତ୍ 3:9
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।

ପିତରଙ୍କ ପ୍ରଥମ ପତ୍ 2:20
କିନ୍ତୁ ଯଦି ତୁମ୍ଭେ ଭୁଲ କରିଥିବାରୁ ଦଣ୍ଡିତ ହୁଅ, ତା' ହେଲେ ସହେି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ର୍ଧୈୟ୍ଯବାନ ରୁହ, ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।

ଯାକୁବଙ୍କ ପତ୍ 5:6
ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦଖାଇେଲ ନାହିଁ। ସମାନେେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ଯ, ତୁମ୍ଭେ ସମାନଙ୍କେୁ ହତ୍ଯା କରିଛ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:15
ଦେଖ, ଯେପରି କହେି ଅପକାର ବଦଳ ରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।

ଲୂକଲିଖିତ ସୁସମାଚାର 22:64
ସମାନେେ ଯୀଶୁଙ୍କୁ ପିଟିବାକୁ ଲାଗିଲେ। ସମାନେେ ତାହାଙ୍କୁ ପଚାରିଲେ, ତୁମ୍ଭେ ପରା ଭବିଷ୍ଯଦ୍ବକ୍ତା। କୁହ ତ ଦେଖି, ତୁମ୍ଭକୁ କିଏ ମାରିଲା?

ଲୂକଲିଖିତ ସୁସମାଚାର 6:29
ଯେଉଁଲୋକ ତୁମ୍ଭର ଗୋଟିଏ ଗାଲ ରେ ଚାପୁଡାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦଖାଇେ ଦିଅ। ଯେଉଁଲୋକ ତୁମ୍ଭର ଜାମାଟି ନଇଯାେଉଛି ତାହାକୁ ତୁମ୍ଭର ଧୋତିବି ନଇୟିବୋକୁ ଦିଅ।

ପ୍ରଥମ ଶାମୁୟେଲ 24:10
ମୁ ଗ୍ଭହିଁ ନଥିଲି ତୁମ୍ଭକୁ ମାରିବା ପାଇଁ। ତୁମ୍ଭେ ତୁମ୍ଭର ସ୍ବଚକ୍ଷକ୍ସ୍ଟ ରେ ଦେଖିଲ। ସଦାପ୍ରଭୁ ତୁମ୍ଭକୁ ଆଜି ଗକ୍ସ୍ଟମ୍ଫା ଭିତ ରେ ମାେ ପାଖ ରେ ତୁମ୍ଭକୁ ମାରିବା ପାଇଁ ସକ୍ସ୍ଟୟୋଗ ଦଇେଥିଲେ। କିନ୍ତୁ ମୁ ତୁମ୍ଭକୁ ମାରିବାକକ୍ସ୍ଟ ଇଚ୍ଛା କଲି ନାହିଁ। ମାରେତକ୍ସ୍ଟମ୍ଭ ପ୍ରତିଦୟା ଆସିଲା। ମୁ କହିଲି, 'ମୁ ମାରେ ପ୍ରଭକ୍ସ୍ଟଙ୍କକ୍ସ୍ଟ ମାରିବି ନାହିଁ। ଶାଉଲ ହେଉଛନ୍ତି ସଦାପ୍ରଭୁଙ୍କଦ୍ବାରା ବଛା ୟାଇଥିବା ରାଜା।'

ପ୍ରଥମ ଶାମୁୟେଲ 25:31
ତୁମ୍ଭେ ନିରୀହମାନଙ୍କର ରକ୍ତପାତ ଦୋଷ ରେ ଦୋଷୀ ହବେ ନାହିଁ। ଯେତବେେଳେ ସଦାପ୍ରଭୁ ତୁମ୍ଭର ମଙ୍ଗଳ କରୁଛନ୍ତି, ତୁମ୍ଭେ ତୁମ୍ଭର ଏହି ସବେକଙ୍କକ୍ସ୍ଟ ମନରେଖ।

ପ୍ରଥମ ରାଜାବଳୀ 22:24
ତହିଁରେ କନାନାର ପୁତ୍ର ସିଦିକିଯ ମୀଖାଯର ଗାଲ ରେ ଏକ ଗ୍ଭପୁଡା ମାରି କହିଲା, ତୁମ୍ଭେ ଭାବୁଛ କି ସଦାପ୍ରଭୁଙ୍କ ଆତ୍ମା ମାେତେ ଛାଡି ଦଇେଛନ୍ତି ଓ ବର୍ତ୍ତମାନ ତୁମ୍ଭ ମାଧ୍ଯମ ରେ କହୁଛନ୍ତି। ତୁମ୍ଭକୁ କିପରି କହିଲେ?

ଆୟୁବ ପୁସ୍ତକ 31:29
ମାରେ ଶତ୍ରୁମାନେ ଯେତବେେଳେ ଧ୍ବଂସ ହାଇେ ୟାଆନ୍ତି, ସେତବେେଳେ ମୁଁ ଖୁସି ହୁଏ ନାହିଁ। ସମାନଙ୍କେ ବିପଦ ସମୟରେ ମୁଁ କବେେ ହ ସେ ନାହିଁ।

ହିତୋପଦେଶ 20:22
ମୁଁ ତାଙ୍କୁ ଫରୋଇ ଦବେି ଏହିପରି ଚିନ୍ତା କର ନାହିଁ, ଯଦି କହେି କିଛି ତୁମ୍ଭ ବିରୁଦ୍ଧ ରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:4
ତୁମ୍ଭମାନେେ ପାପ ବିରୁଦ୍ଧ ରେ ସଂଗ୍ରାମ କରୁଛ, କିନ୍ତୁ ସହେି ସଂଗ୍ରାମ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କର ମୃତ୍ଯୁର କାରଣ ହାଇପୋରି ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:17
ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।

ମୀଖା 5:1
ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ଯଦଳକୁ ଏକତ୍ରୀତ କର। ସମାନେେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘରେି ରହନ୍ତୁ। ସମାନେେ ମଧ୍ଯ ଇଶ୍ରାୟେଲର ବିଗ୍ଭରକଙ୍କୁ ତାଙ୍କ ଗାଲ ରେ ବାଡି ସାହାୟ୍ଯ ରେ ଆଘାତ କରିବେ।

ଆୟୁବ ପୁସ୍ତକ 16:10
ଲୋକମାନେ ମାେ ଚାରିକଡ଼ ରେ ଏକତ୍ରିତ ହାଇେଛନ୍ତି ଏବଂ ସମାନେେ ମାେତେ ଉପହାସ କରନ୍ତି, ଏବଂ ମାେ ଗାଲ ରେ ଚାପୁଡ଼ା ମାରନ୍ତି।