Micah 1

fullscreen8 ଯାହାସବୁ ଘଟିବ ମୁଁ ସେଥିପାଇଁ ଦୁଃଖିତ ହବେି। ମୁଁ ବିବସ୍ତ୍ର ହାଇେ ଖାଲି ପାଦ ରେ ବୁଲିବି। ମୁଁ ଗୋଟିଏ ଶୃଗାଳ ପରି ବିଳାପ କରିବି ଓ ଓଟପକ୍ଷୀ ପରି ଶାେକ କରିବି।

fullscreen9 ଶମରିଯାର କ୍ଷତ କବେେ ପୂରଣ ହବେ ନାହିଁ। ତା'ର ପାପ ଯିହୁଦା ପର୍ୟ୍ଯନ୍ତ ବ୍ଯାପି ଅଛି। ଆଉ ମଧ୍ଯ ତାହା ମାେ ଲୋକମାନଙ୍କର ନଗରଦ୍ବାର ୟିରୁଶାଲମ ପର୍ୟ୍ଯନ୍ତ ବ୍ଯାପିଅଛି।

fullscreen10 ଗାଥ ନଗର ରେ ଏହା ଜଣାଅ ନାହିଁ। ଆଦୌ ବିଳାପ କରନାହିଁ। ବୈଥ୍-ଲି-ଅଫ୍ରା ରେ ନିଜେ ଧୂଳି ରେ ଗଡ।

fullscreen11 ହେ ଶାଫୀର ନିବାସୀଗଣ, ଉଲଗ୍ନ ଓ ଲଜ୍ଜିତ ହାଇେ ତୁମ୍ଭମାନଙ୍କର ରାସ୍ତା ଅତିକ୍ରମ କର। ହେ ସାନନ ନିବାସୀଗଣ, ତୁମ୍ଭମାନେେ ବାହାରକୁ ବାହାରିବ ନାହିଁ। ହେ ବୈଥେତ୍ସଲର ନିବାସୀଗଣ, ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ସୁରକ୍ଷା କାଢି ନିଆ ହବୋ ପରି ତୁମ୍ଭମାନେେ ଶାେକ କରିବ।

fullscreen12 ମାରୋତ୍ ନିବାସୀ ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି। କାରଣ ୟିରୁଶାଲମର ଦ୍ବାରଦେଶ ପର୍ୟ୍ଯନ୍ତ ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି।

fullscreen13 ହେ ଲାଖୀଶର ନିବାସୀଗଣ, ଦ୍ରୁତଗାମୀ ଅଶ୍ବକୁ ନଇେ ରଥରେ ବାନ୍ଧି। ସିଯୋନର ପାପ ଲାଖୀଶ ରେ ଆରମ୍ଭ ହେଲା, କାରଣ ତୁମ୍ଭମାନେେ ଇଶ୍ରାୟେଲର ପାପକୁ ଅନୁସରଣ କଲ।

fullscreen14 ତେଣୁ ତୁମ୍ଭେ ଗାଥ୍ ରେ ମାେ ରଷେତ୍କୁ ବିଦାଯକାଳୀନ ଦାନ ଦବେ। ଅକ୍ଷୀବର ଗୃହଗୁଡିକ ଇଶ୍ରାୟେଲର ରାଜାମାନଙ୍କ ପ୍ରତି ପ୍ରବଞ୍ଚନା ତୁଲ୍ଯ ହବେ।

fullscreen15 ହେ ମା ରଶାେ ନିବାସୀ, ତୁମ୍ଭମାନଙ୍କ ବିରୁଦ୍ଧ ରେ ଏକ ବ୍ଯକ୍ତିକୁ ଆଣିବି, ୟିଏକି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ। ଇଶ୍ରାୟେଲର ଗୌରବ ଅଦୁଲ୍ଲମକୁ ଆସିବ।

8 Therefore I will wail and howl, I will go stripped and naked: I will make a wailing like the dragons, and mourning as the owls.

9 For her wound is incurable; for it is come unto Judah; he is come unto the gate of my people, even to Jerusalem.

10 Declare ye it not at Gath, weep ye not at all: in the house of Aphrah roll thyself in the dust.

11 Pass ye away, thou inhabitant of Saphir, having thy shame naked: the inhabitant of Zaanan came not forth in the mourning of Beth-ezel; he shall receive of you his standing.

12 For the inhabitant of Maroth waited carefully for good: but evil came down from the Lord unto the gate of Jerusalem.

13 O thou inhabitant of Lachish, bind the chariot to the swift beast: she is the beginning of the sin to the daughter of Zion: for the transgressions of Israel were found in thee.

14 Therefore shalt thou give presents to Moresheth-gath: the houses of Achzib shall be a lie to the kings of Israel.

15 Yet will I bring an heir unto thee, O inhabitant of Mareshah: he shall come unto Adullam the glory of Israel.

Micah 1 in Tamil and English

8 ଯାହାସବୁ ଘଟିବ ମୁଁ ସେଥିପାଇଁ ଦୁଃଖିତ ହବେି। ମୁଁ ବିବସ୍ତ୍ର ହାଇେ ଖାଲି ପାଦ ରେ ବୁଲିବି। ମୁଁ ଗୋଟିଏ ଶୃଗାଳ ପରି ବିଳାପ କରିବି ଓ ଓଟପକ୍ଷୀ ପରି ଶାେକ କରିବି।
Therefore I will wail and howl, I will go stripped and naked: I will make a wailing like the dragons, and mourning as the owls.

9 ଶମରିଯାର କ୍ଷତ କବେେ ପୂରଣ ହବେ ନାହିଁ। ତା'ର ପାପ ଯିହୁଦା ପର୍ୟ୍ଯନ୍ତ ବ୍ଯାପି ଅଛି। ଆଉ ମଧ୍ଯ ତାହା ମାେ ଲୋକମାନଙ୍କର ନଗରଦ୍ବାର ୟିରୁଶାଲମ ପର୍ୟ୍ଯନ୍ତ ବ୍ଯାପିଅଛି।
For her wound is incurable; for it is come unto Judah; he is come unto the gate of my people, even to Jerusalem.

10 ଗାଥ ନଗର ରେ ଏହା ଜଣାଅ ନାହିଁ। ଆଦୌ ବିଳାପ କରନାହିଁ। ବୈଥ୍-ଲି-ଅଫ୍ରା ରେ ନିଜେ ଧୂଳି ରେ ଗଡ।
Declare ye it not at Gath, weep ye not at all: in the house of Aphrah roll thyself in the dust.

11 ହେ ଶାଫୀର ନିବାସୀଗଣ, ଉଲଗ୍ନ ଓ ଲଜ୍ଜିତ ହାଇେ ତୁମ୍ଭମାନଙ୍କର ରାସ୍ତା ଅତିକ୍ରମ କର। ହେ ସାନନ ନିବାସୀଗଣ, ତୁମ୍ଭମାନେେ ବାହାରକୁ ବାହାରିବ ନାହିଁ। ହେ ବୈଥେତ୍ସଲର ନିବାସୀଗଣ, ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ସୁରକ୍ଷା କାଢି ନିଆ ହବୋ ପରି ତୁମ୍ଭମାନେେ ଶାେକ କରିବ।
Pass ye away, thou inhabitant of Saphir, having thy shame naked: the inhabitant of Zaanan came not forth in the mourning of Beth-ezel; he shall receive of you his standing.

12 ମାରୋତ୍ ନିବାସୀ ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି। କାରଣ ୟିରୁଶାଲମର ଦ୍ବାରଦେଶ ପର୍ୟ୍ଯନ୍ତ ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି।
For the inhabitant of Maroth waited carefully for good: but evil came down from the Lord unto the gate of Jerusalem.

13 ହେ ଲାଖୀଶର ନିବାସୀଗଣ, ଦ୍ରୁତଗାମୀ ଅଶ୍ବକୁ ନଇେ ରଥରେ ବାନ୍ଧି। ସିଯୋନର ପାପ ଲାଖୀଶ ରେ ଆରମ୍ଭ ହେଲା, କାରଣ ତୁମ୍ଭମାନେେ ଇଶ୍ରାୟେଲର ପାପକୁ ଅନୁସରଣ କଲ।
O thou inhabitant of Lachish, bind the chariot to the swift beast: she is the beginning of the sin to the daughter of Zion: for the transgressions of Israel were found in thee.

14 ତେଣୁ ତୁମ୍ଭେ ଗାଥ୍ ରେ ମାେ ରଷେତ୍କୁ ବିଦାଯକାଳୀନ ଦାନ ଦବେ। ଅକ୍ଷୀବର ଗୃହଗୁଡିକ ଇଶ୍ରାୟେଲର ରାଜାମାନଙ୍କ ପ୍ରତି ପ୍ରବଞ୍ଚନା ତୁଲ୍ଯ ହବେ।
Therefore shalt thou give presents to Moresheth-gath: the houses of Achzib shall be a lie to the kings of Israel.

15 ହେ ମା ରଶାେ ନିବାସୀ, ତୁମ୍ଭମାନଙ୍କ ବିରୁଦ୍ଧ ରେ ଏକ ବ୍ଯକ୍ତିକୁ ଆଣିବି, ୟିଏକି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ। ଇଶ୍ରାୟେଲର ଗୌରବ ଅଦୁଲ୍ଲମକୁ ଆସିବ।
Yet will I bring an heir unto thee, O inhabitant of Mareshah: he shall come unto Adullam the glory of Israel.