Micah 5:12
ତୁମ୍ଭମାନେେ ଆଉ କୁହୁଳ ବିଦ୍ଯା ଦଖାଇେ ପାରିବ ନାହିଁ କି ଜ୍ଯୋତିଷ ପରି ଭବିଷ୍ଯତବାଣୀ ଶୁଣାଇ ପାରିବ ନାହିଁ।
Micah 5:12 in Other Translations
King James Version (KJV)
And I will cut off witchcrafts out of thine hand; and thou shalt have no more soothsayers:
American Standard Version (ASV)
And I will cut off witchcrafts out of thy hand; and thou shalt have no `more' soothsayers:
Bible in Basic English (BBE)
And I will have your images and your pillars cut off from you; and you will no longer give worship to the work of your hands.
Darby English Bible (DBY)
And I will cut off sorceries out of thy hand; and thou shalt have no soothsayers.
World English Bible (WEB)
I will destroy witchcraft from your hand; And you shall have no soothsayers.
Young's Literal Translation (YLT)
And have cut off sorcerers out of thy hand, And observers of clouds thou hast none.
| And I will cut off | וְהִכְרַתִּ֥י | wĕhikrattî | veh-heek-ra-TEE |
| witchcrafts | כְשָׁפִ֖ים | kĕšāpîm | heh-sha-FEEM |
| hand; thine of out | מִיָּדֶ֑ךָ | miyyādekā | mee-ya-DEH-ha |
| and thou shalt have | וּֽמְעוֹנְנִ֖ים | ûmĕʿônĕnîm | oo-meh-oh-neh-NEEM |
| no | לֹ֥א | lōʾ | loh |
| more soothsayers: | יִֽהְיוּ | yihĕyû | YEE-heh-yoo |
| לָֽךְ׃ | lāk | lahk |
Cross Reference
ଦିତୀୟ ବିବରଣ 18:10
ତୁମ୍ଭର ପକ୍ସ୍ଟତ୍ର କନ୍ଯାମାନଙ୍କୁ ୟଜ୍ଞବଦେୀ ଅଗ୍ନି ରେ ଦଗ୍ଧକରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶକ୍ସ୍ଟଭାଶକ୍ସ୍ଟଭ ବାଦୀ, ଗଣକ କି ମାଯାବିଙ୍କଠାରକ୍ସ୍ଟ କିଛି ଶିକ୍ଷା କରିବ ନାହିଁ।
ଯିଶାଇୟ 2:6
ମୁଁ ଏହା କହୁଛି କାହିଁକି? କାରଣ ତୁମ୍ଭମାନେେ ଯାକୁବ ବଂଶକୁ ପରିତ୍ଯାଗ କରିଛ। ତୁମ୍ଭମାନେେ ସହେି ଲୋକ ଯେଉଁମାନେ କି ପୂର୍ବଦେଶୀଯମାନଙ୍କ ଆଚାର ରେ ପରିପୂର୍ଣ୍ଣ। ତୁମ୍ଭମାନେେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ଯତବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀଯମାନଙ୍କର ସହେି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନଇେଛନ୍ତି।
ଯିଶାଇୟ 2:18
ପୁଣି ସମସ୍ତ ପ୍ରତିମା ଲୁପ୍ତ ହବେେ।
ଯିଶାଇୟ 2:20
ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।
ଯିଶାଇୟ 8:19
କେତକେ ଲୋକ କୁହନ୍ତି, ଭବିଷ୍ଯତ୍ ବକ୍ତା ଓ ଗୁଣିଆ ମାନଙ୍କୁ କ'ଣ କରିବାକୁ ହବେ ପଚାର।' ଏହି ଆଗତ ଭବିଷ୍ଯତ କହୁଥିବା ବ୍ଯକ୍ତି ଓ ଗୁଣିଆଗଣ ପକ୍ଷୀପରି ଗୁଣୁଗୁଣୁ ହାଇେ ମନ୍ତ୍ର କୁହନ୍ତି, ଫଳ ରେ ଲୋକମାନେ ଭାବନ୍ତି ସମାନେେ ବହୁ ଗୋପନୀଯ ମୃତ ଓ ଜୀବିତମାନଙ୍କ ବିଷଯ ରେ ଜାଣନ୍ତି। ମାତ୍ର ମୁଁ ତୁମ୍ଭକୁ କହୁଛି ଯେ ଲୋକମାନେ ସମାନଙ୍କେର ପରମେଶ୍ବରଙ୍କୁ ସାହାୟ୍ଯ ଭିକ୍ଷା କରିବା ଉଚିତ୍। ସହେି ଆଗତ ଭବିଷ୍ଯତ କହୁଥିବା ବ୍ଯକ୍ତି ଓ ଗୁଣିଆଗଣ ମୃତ ବ୍ଯକ୍ତିଙ୍କ ବିଷଯ ରେ ପଚାରନ୍ତି। ସମାନେେ କ'ଣ ଜୀବିତମାନଙ୍କ ବିଷଯ ରେ ମୃତମାନଙ୍କଠାରୁ ଜାଣିପାରିବେ ?
ଯିଶାଇୟ 27:9
ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହବେ ଓ ତାହାର ପାପ ଦୂରୀଭୂତ ହବେ। ସେ ୟଜ୍ଞବଦେୀର ପ୍ରସ୍ତର ସବୁ ଧୂଳିସାତ ହବେ ଓ ସହେି ଆଶରୋ ମୂର୍ତ୍ତି ଓ ସୂର୍ୟ୍ଯ ପ୍ରତିମା ସବୁ ବିନଷ୍ଟ ହବେେ।
ଯିଖରିୟ 13:2
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:20
କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:15
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।