Nehemiah 11:18
ପବିତ୍ର ନଗରସ୍ଥ ଲବେୀୟମାନେ ସର୍ବ ମାେଟ୍ 284 ଜଣ ଥିଲେ।
Nehemiah 11:18 in Other Translations
King James Version (KJV)
All the Levites in the holy city were two hundred fourscore and four.
American Standard Version (ASV)
All the Levites in the holy city were two hundred fourscore and four.
Bible in Basic English (BBE)
All the Levites in the holy town were two hundred and eighty-four.
Darby English Bible (DBY)
all the Levites in the holy city were two hundred and eighty-four.
Webster's Bible (WBT)
All the Levites in the holy city were two hundred and eighty four.
World English Bible (WEB)
All the Levites in the holy city were two hundred eighty-four.
Young's Literal Translation (YLT)
All the Levites, in the holy city, `are' two hundred eighty and four.
| All | כָּל | kāl | kahl |
| the Levites | הַלְוִיִּם֙ | halwiyyim | hahl-vee-YEEM |
| in the holy | בְּעִ֣יר | bĕʿîr | beh-EER |
| city | הַקֹּ֔דֶשׁ | haqqōdeš | ha-KOH-desh |
| were two hundred | מָאתַ֖יִם | māʾtayim | ma-TA-yeem |
| fourscore | שְׁמֹנִ֥ים | šĕmōnîm | sheh-moh-NEEM |
| and four. | וְאַרְבָּעָֽה׃ | wĕʾarbāʿâ | veh-ar-ba-AH |
Cross Reference
ନିହିମିୟା 11:1
ଇଶ୍ରାୟେଲମାନଙ୍କର ଅଧିପତିମାନେ ୟିରୁଶାଲମ ରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ୟିରୁଶାଲମ ରେ ବାସ କରିବା ନିମନ୍ତେ ପ୍ରତି ଦଶଜଣ ମଧ୍ଯରୁ ଜଣଙ୍କୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ଯାନ ନଗର ରେ ବାସ କରିବାକୁ ଗୁଲିବାଣ୍ଟ କଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:2
ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।
ପ୍ରଥମ ରାଜାବଳୀ 11:13
ତଥାପି ସମୁଦାଯ ରାଜ୍ଯ ତୁମ୍ଭ ପୁତ୍ରଠାରୁ ଆମ୍ଭେ ଛଡଇେ ନବୋକୁ ଯାଉ ନାହୁଁ। ତୁମ୍ଭର ପୁତ୍ରକୁ ଏକ ପରିବାରବର୍ଗକୁ ଶାସନ କରିବାକୁ ଦବୋ। ଆମ୍ଭେ ଏପରି କରିବା କାରଣ ଆମ୍ଭେ ଆପଣା ଦାସ ଦାଉଦଙ୍କୁ ଭଲ ପାଉ ଓ ୟିରୁଶାଲମ ଆମ୍ଭର ମନୋନୀତ ନଗର ଅଟେ।
ଦାନିଏଲ 9:24
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।
ମାଥିଉଲିଖିତ ସୁସମାଚାର 24:15
ଭବିଷ୍ଯଦ୍ବକ୍ତା ଦାନିୟେଲ 'ଧ୍ବଂସ ସାଧକ ଭୟଙ୍କର ବସ୍ତୁ' ବିଷୟ ରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନ ରେ ଠିଆ ହାଇେଥିବାର ଦଖାୟିବେ। (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚ଼ିତ।)
ମାଥିଉଲିଖିତ ସୁସମାଚାର 27:53
ଯୀଶୁଙ୍କ ମୃତ୍ଯୁରୁ ବଞ୍ଚି ଉଠିବା ପରେ ସମାନେେ ପବିତ୍ରନଗରକୁ ଯାଇ ଅନକେ ଲୋକଙ୍କୁ ଦଖାଦେେଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:2
କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।