Numbers 10
4 ଯଦି ସମାନେେ ଏକ ତୂରୀ ବଜାଇବେ ତବେେ ପରିବାରବର୍ଗର ଅଧିପତିମାନେ ତିମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।
5 ଯଦି ତୁମ୍ଭମାନେେ ତୂରୀକୁ ଅଧା ବଜାଅ, ପୂର୍ବ ଦିଗସ୍ଥିତ ଛୀଉଣୀର ଲୋକମାନେ ୟାତ୍ରା କରିବା ଉଚିତ୍।
6 ପୁଣି ତୁମ୍ଭମାନେେ ଦ୍ବିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣୀର ଲୋକମାନେ ୟାତ୍ରା କରିବେ। ଏହି କ୍ରମ ରେ ସମାନେେ ଲୋକମାନଙ୍କର ୟାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7 ଲୋକମାନଙ୍କୁ ଏକତ୍ରୀତ କରିବା ସମୟରେ ତୁମ୍ଭମାନେେ ଲଗାତର ଅଧା ସ୍ବର ନୁହଁ, ଦୀର୍ଘସ୍ବର କରି ତୂରୀ ବଜାଇବ।
8 କବଳେ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହବେ।
9 ଆଉ ଯେଉଁ ସମୟରେ ତୁମ୍ଭମାନେେ ଆପଣା ଦେଶ ରେ ଶତୃମାନଙ୍କ ୟୁଦ୍ଧ କରିବାକୁ ଯାଉଛି, ତୁମ୍ଭମାନେେ ତୂରୀ ରେ ରଣବାଦ୍ଯ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତୃଗଣ ଠାରୁ ରକ୍ଷା କରିବେ।
10 ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
4 And if they blow but with one trumpet, then the princes, which are heads of the thousands of Israel, shall gather themselves unto thee.
5 When ye blow an alarm, then the camps that lie on the east parts shall go forward.
6 When ye blow an alarm the second time, then the camps that lie on the south side shall take their journey: they shall blow an alarm for their journeys.
7 But when the congregation is to be gathered together, ye shall blow, but ye shall not sound an alarm.
8 And the sons of Aaron, the priests, shall blow with the trumpets; and they shall be to you for an ordinance for ever throughout your generations.
9 And if ye go to war in your land against the enemy that oppresseth you, then ye shall blow an alarm with the trumpets; and ye shall be remembered before the Lord your God, and ye shall be saved from your enemies.
10 Also in the day of your gladness, and in your solemn days, and in the beginnings of your months, ye shall blow with the trumpets over your burnt offerings, and over the sacrifices of your peace offerings; that they may be to you for a memorial before your God: I am the Lord your God.
Numbers 10 in Tamil and English
4 ଯଦି ସମାନେେ ଏକ ତୂରୀ ବଜାଇବେ ତବେେ ପରିବାରବର୍ଗର ଅଧିପତିମାନେ ତିମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।
And if they blow but with one trumpet, then the princes, which are heads of the thousands of Israel, shall gather themselves unto thee.
5 ଯଦି ତୁମ୍ଭମାନେେ ତୂରୀକୁ ଅଧା ବଜାଅ, ପୂର୍ବ ଦିଗସ୍ଥିତ ଛୀଉଣୀର ଲୋକମାନେ ୟାତ୍ରା କରିବା ଉଚିତ୍।
When ye blow an alarm, then the camps that lie on the east parts shall go forward.
6 ପୁଣି ତୁମ୍ଭମାନେେ ଦ୍ବିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣୀର ଲୋକମାନେ ୟାତ୍ରା କରିବେ। ଏହି କ୍ରମ ରେ ସମାନେେ ଲୋକମାନଙ୍କର ୟାତ୍ରା ନିମନ୍ତେ ରଣତୂରୀ ବଜାଇବେ।
When ye blow an alarm the second time, then the camps that lie on the south side shall take their journey: they shall blow an alarm for their journeys.
7 ଲୋକମାନଙ୍କୁ ଏକତ୍ରୀତ କରିବା ସମୟରେ ତୁମ୍ଭମାନେେ ଲଗାତର ଅଧା ସ୍ବର ନୁହଁ, ଦୀର୍ଘସ୍ବର କରି ତୂରୀ ବଜାଇବ।
But when the congregation is to be gathered together, ye shall blow, but ye shall not sound an alarm.
8 କବଳେ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହବେ।
And the sons of Aaron, the priests, shall blow with the trumpets; and they shall be to you for an ordinance for ever throughout your generations.
9 ଆଉ ଯେଉଁ ସମୟରେ ତୁମ୍ଭମାନେେ ଆପଣା ଦେଶ ରେ ଶତୃମାନଙ୍କ ୟୁଦ୍ଧ କରିବାକୁ ଯାଉଛି, ତୁମ୍ଭମାନେେ ତୂରୀ ରେ ରଣବାଦ୍ଯ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତୃଗଣ ଠାରୁ ରକ୍ଷା କରିବେ।
And if ye go to war in your land against the enemy that oppresseth you, then ye shall blow an alarm with the trumpets; and ye shall be remembered before the Lord your God, and ye shall be saved from your enemies.
10 ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
Also in the day of your gladness, and in your solemn days, and in the beginnings of your months, ye shall blow with the trumpets over your burnt offerings, and over the sacrifices of your peace offerings; that they may be to you for a memorial before your God: I am the Lord your God.