ଗଣନା ପୁସ୍ତକ 21:20
ବାମାେତରୁ ମାୟୋବ କ୍ଷେତ୍ରସ୍ଥିତ ଉପତ୍ୟକା ଦଇେ ପିସ୍ଗା ପର୍ବତର ଶୃଗଂକୁ ୟାତ୍ରା କଲେ। ତାହା ମରୁଭୂମି ଆଡକୁ ଥିଲା।
And from Bamoth | וּמִבָּמ֗וֹת | ûmibbāmôt | oo-mee-ba-MOTE |
in the valley, | הַגַּיְא֙ | haggayʾ | ha-ɡai |
that | אֲשֶׁר֙ | ʾăšer | uh-SHER |
is in the country | בִּשְׂדֵ֣ה | biśdē | bees-DAY |
Moab, of | מוֹאָ֔ב | môʾāb | moh-AV |
to the top | רֹ֖אשׁ | rōš | rohsh |
Pisgah, of | הַפִּסְגָּ֑ה | happisgâ | ha-pees-ɡA |
which looketh | וְנִשְׁקָ֖פָה | wĕnišqāpâ | veh-neesh-KA-fa |
toward | עַל | ʿal | al |
פְּנֵ֥י | pĕnê | peh-NAY | |
Jeshimon. | הַיְשִׁימֹֽן׃ | hayšîmōn | hai-shee-MONE |
Cross Reference
ଗଣନା ପୁସ୍ତକ 23:28
ଏଣୁ ବାଲାକ୍ ବିଲିଯମ ମରୁଭୂମି ଅଭିମୁଖ ରେ ପିୟୋର ଶିଖରକୁ ନଇଗେଲେ।
ଗଣନା ପୁସ୍ତକ 22:1
ତା'ପରେ ଇଶ୍ରାୟେଲର ଲୋକମାନେ ମାୟୋବର ୟର୍ବ୍ଦନର ସମତଳ ଭୂମିକୁ ୟାତ୍ରା କଲେ। ସମାନେେ ୟର୍ବ୍ଦନ ନିକଟସ୍ଥ ଯିରୀହାଠାେ ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।
ଗଣନା ପୁସ୍ତକ 23:14
ବାଲାକ୍ ବିଲିଯମକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନଇଗେଲେ ଏବଂ ସହେି ସ୍ଥାନ ରେ ସାତଟି ୟଜ୍ଞବଦେୀ ନିର୍ମାଣ କଲେ ଏବଂ ପ୍ରେତ୍ୟକକ ୟଜ୍ଞବଦେୀ ରେ ଗୋଟିଏ ଷଣ୍ତ ଓ ଗୋଟିଏ ଅଣ୍ତିରା ମଷେ ଉତ୍ସର୍ଗ କଲେ।
ଗଣନା ପୁସ୍ତକ 26:63
ଯିରୀହାେ ନିକଟସ୍ଥ ୟର୍ଦ୍ଦନ ସୀମାର ମାୟୋବ ପଦା ରେ ଇଶ୍ରାୟେଲର ଲୋକମାନଙ୍କୁ ମାଶାେ ଓ ଯାଜକ ଇଲିଯାସର ଗଣନା କଲେ।
ଗଣନା ପୁସ୍ତକ 33:49
ସମାନେେ ୟର୍ଦ୍ଦନ ପାଶର୍ବବର୍ତ୍ତୀ ବୈତୟିଶୀମାେତ ଠାରୁ ଆବଲେ ଶିଟୀମ ପର୍ୟ୍ଯନ୍ତ ମାୟୋବ ପଦା ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।
ଦିତୀୟ ବିବରଣ 1:5
ଇଶ୍ରାୟେଲୀୟମାନେ ୟର୍ଦ୍ଦନ ନଦୀର ପୂର୍ବପାରି ରେ ଥିଲେ, ଯାହାକି ମାୟୋବ ଦେଶ ରେ ଥିଲା ଏବଂ ମାଶାେ ବ୍ଯବସ୍ଥା ବାଖ୍ଯା କରିବାକୁ ଆରମ୍ଭ କଲେ।
ଦିତୀୟ ବିବରଣ 3:27
ପିସ୍ଗାର ଶୃଙ୍ଗକକ୍ସ୍ଟ ଚଢିୟାଅ, ଆଉ ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ପୂର୍ବ ଆଡେ ତକ୍ସ୍ଟମ୍ଭ ନିଜ ଆଖି ରେ ସହେି ଦେଶକକ୍ସ୍ଟ ଦେଖ, କାରଣ ତୁମ୍ଭେ କବେେ ୟର୍ଦ୍ଦନ ନଦୀ ପାର ହବେ ନାହିଁ।
ଦିତୀୟ ବିବରଣ 4:49
ଏବଂ ଅସଦେୋଦ୍ ପିସ୍ଗାର ଅଧଃସ୍ଥିତ ପଦା ଭୂମିରେ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ୟର୍ଦ୍ଦନ ପୂର୍ବ ପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।
ଦିତୀୟ ବିବରଣ 34:1
ମାଶାେ ନବୋ ପର୍ବତ ଉପରକକ୍ସ୍ଟ ଚଢି଼ଲେ। ମାଯାେବର ପାଦ ଦେଶରକ୍ସ୍ଟ ପିସଗା ପର୍ବତର ଶିର୍ଷ ପର୍ୟ୍ଯନ୍ତ ଆରୋହଣ କଲେ, ଯାହା ୟିରିହୋ ସମ୍ମକ୍ସ୍ଟଖ ରେ ଥିଲା। ସଦାପ୍ରଭୁ ମାଶାଙ୍କେକ୍ସ୍ଟ ଗିଲିଯଦରକ୍ସ୍ଟ ଦାନ୍ ପର୍ୟ୍ଯନ୍ତ ସମସ୍ତ ଦେଶ ତାଙ୍କୁ ଦଖାଇେଲେ।