ଗଣନା ପୁସ୍ତକ 25:12 in Oriya

ଓଡିଆ ଓଡିଆ ବାଇବେଲ ଗଣନା ପୁସ୍ତକ ଗଣନା ପୁସ୍ତକ 25 ଗଣନା ପୁସ୍ତକ 25:12

Numbers 25:12
ପୀନହସଙ୍କୁ କୁହ ଯେ, ମୁଁ ତାଙ୍କ ନିକଟରେ ବିଶଷେ ପ୍ରତିଜ୍ଞା କରୁଛି।

Numbers 25:11Numbers 25Numbers 25:13

Numbers 25:12 in Other Translations

King James Version (KJV)
Wherefore say, Behold, I give unto him my covenant of peace:

American Standard Version (ASV)
Wherefore say, Behold, I give unto him my covenant of peace:

Bible in Basic English (BBE)
So say to them that I will make with him an agreement of peace:

Darby English Bible (DBY)
Therefore say, Behold, I give unto him my covenant of peace!

Webster's Bible (WBT)
Wherefore say, Behold, I give to him my covenant of peace.

World English Bible (WEB)
Therefore say, Behold, I give to him my covenant of peace:

Young's Literal Translation (YLT)
`Therefore say, Lo, I am giving to him My covenant of peace,

Wherefore
לָכֵ֖ןlākēnla-HANE
say,
אֱמֹ֑רʾĕmōray-MORE
Behold,
הִנְנִ֨יhinnîheen-NEE
I
give
נֹתֵ֥ןnōtēnnoh-TANE

him
unto
ל֛וֹloh
my
covenant
אֶתʾetet
of
peace:
בְּרִיתִ֖יbĕrîtîbeh-ree-TEE
שָׁלֽוֹם׃šālômsha-LOME

Cross Reference

ମଲାଖୀ 2:4
ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ବରା ଲବେୀମାନଙ୍କ ସହିତ ଆମ୍ଭର ନିଯମ ଗ୍ଭଲୁ ରହିବ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।

ଗଣନା ପୁସ୍ତକ 13:29
ଦକ୍ଷିଣ ଦେଶ ରେ ଅମାଲକେ ବାସ କରନ୍ତି, ପର୍ବତମଯ ଦେଶ ରେ ହିତ୍ତୀଯ, ୟିବୁଷୀଯ ଓ ଇ ମାରେୀଯ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ୟର୍ବ୍ଦନ ତୀର ରେ କିଣାନୀଯ ଲୋକମାନେ ବାସକରନ୍ତି।

ଯିଶାଇୟ 54:10
ସଦାପ୍ରଭୁ ଯେ କି ତୁମ୍ଭପ୍ରତି କରୁଣା କରିଅଛନ୍ତି କୁହନ୍ତି : ଯଦିଓ ପର୍ବତଗୁଡ଼ିକ ବିଚଳିତ ହାଇେ ଘୁଞ୍ଚିଯିବେ ; ଉପପର୍ବତଗୁଡ଼ିକ ଟଳି ପଡ଼ିବେ, ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂ ରଇେ ୟିବ ନାହିଁ କିମ୍ବା ଆମ୍ଭର ଶାନ୍ତିର ବ୍ଯବସ୍ଥା ଟଳିବ ନାହିଁ।'

ଯିହିଜିକଲ 34:25
ଏବଂ ମୁଁ ସମାନଙ୍କେ ପାଇଁ ଶାନ୍ତିର ଚୁକ୍ତି କରିବି। ମୁଁ ବନ୍ଯ ପଶୁଗଣଙ୍କୁ ଏହି ଦେଶରୁ ତଡ଼ି ଦବେି। ତାହା ହେଲେ ସମାନେେ ନିରାପଦ ରେ ମରୁଭୂମିରେ ବାସ କରିବେ ଓ ବଣ ରେ ଶଯନ କରିବେ।

ମଲାଖୀ 3:1
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।