ଗଣନା ପୁସ୍ତକ 31:28 in Oriya

ଓଡିଆ ଓଡିଆ ବାଇବେଲ ଗଣନା ପୁସ୍ତକ ଗଣନା ପୁସ୍ତକ 31 ଗଣନା ପୁସ୍ତକ 31:28

Numbers 31:28
ପୁଣି ୟୁଦ୍ଧକୁ ୟାଇଥିବା ୟୋଦ୍ଦାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ, ସମାନଙ୍କେର ଲଭ୍ଯ ଅର୍ଦ୍ଧାଂଶରୁ ମନୁଷ୍ଯ, ଗୋରୁ, ଗର୍ଦ୍ଦଭ, ଓ ମଷେମାନଙ୍କ ମଧ୍ଯରୁ ପ୍ରତି ପାଞ୍ଚଶହ ରେ ଗୋଟିଏ ଲଖାଏଁେ ଜୀବ ସଂଗ୍ରହ କର।

Numbers 31:27Numbers 31Numbers 31:29

Numbers 31:28 in Other Translations

King James Version (KJV)
And levy a tribute unto the LORD of the men of war which went out to battle: one soul of five hundred, both of the persons, and of the beeves, and of the asses, and of the sheep:

American Standard Version (ASV)
And levy a tribute unto Jehovah of the men of war that went out to battle: one soul of five hundred, `both' of the persons, and of the oxen, and of the asses, and of the flocks:

Bible in Basic English (BBE)
And from the men of war who went out let there be offered to the Lord one out of every five hundred, from the persons, and from the oxen and asses and sheep:

Darby English Bible (DBY)
And thou shalt levy a tribute for Jehovah of the men of war who went out to the army, one soul of five hundred of the persons, and of the oxen, and of the asses, and of the small cattle.

Webster's Bible (WBT)
And levy a tribute to the LORD of the men of war who went out to battle: one soul of five hundred, both of the persons, and of the beeves, and of the asses, and of the sheep:

World English Bible (WEB)
Levy a tribute to Yahweh of the men of war who went out to battle: one soul of five hundred, [both] of the persons, and of the oxen, and of the donkeys, and of the flocks:

Young's Literal Translation (YLT)
and thou hast raised a tribute to Jehovah from the men of war, who go out to the host, one body out of five hundred, of man, and of the herd, and of the asses, and of the flock;

And
levy
וַהֲרֵֽמֹתָ֙wahărēmōtāva-huh-ray-moh-TA
a
tribute
מֶ֜כֶסmekesMEH-hes
Lord
the
unto
לַֽיהוָ֗הlayhwâlai-VA
of
מֵאֵ֞תmēʾētmay-ATE
the
men
אַנְשֵׁ֤יʾanšêan-SHAY
war
of
הַמִּלְחָמָה֙hammilḥāmāhha-meel-ha-MA
which
went
out
הַיֹּֽצְאִ֣יםhayyōṣĕʾîmha-yoh-tseh-EEM
to
battle:
לַצָּבָ֔אlaṣṣābāʾla-tsa-VA
one
אֶחָ֣דʾeḥādeh-HAHD
soul
נֶ֔פֶשׁnepešNEH-fesh
five
of
מֵֽחֲמֵ֖שׁmēḥămēšmay-huh-MAYSH
hundred,
הַמֵּא֑וֹתhammēʾôtha-may-OTE
both
of
מִןminmeen
the
persons,
הָֽאָדָם֙hāʾādāmha-ah-DAHM
and
of
וּמִןûminoo-MEEN
beeves,
the
הַבָּקָ֔רhabbāqārha-ba-KAHR
and
of
וּמִןûminoo-MEEN
the
asses,
הַֽחֲמֹרִ֖יםhaḥămōrîmha-huh-moh-REEM
and
of
וּמִןûminoo-MEEN
the
sheep:
הַצֹּֽאן׃haṣṣōnha-TSONE

Cross Reference

ଗଣନା ପୁସ୍ତକ 18:26
ଲବେୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇଶ୍ରାୟେଲର ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ତୁମ୍ଭମାନଙ୍କୁ ଦଲେୁ, ତାହା ଯେତବେେଳେ ତୁମ୍ଭେ ସମାନଙ୍କେଠାରୁ ଗ୍ରହଣ କରିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁଙ୍କୁ ମାଟେ ପାଇଥିବାର ଏକ ଦଶମାଂଶ ଉତ୍ସର୍ଗ କରିବ।

ଗଣନା ପୁସ୍ତକ 31:47
ତହୁଁ ଇଶ୍ରାୟେଲ ସନ୍ତାନଗଣର ଲଭ୍ଯ ସହେି ପଚାଶ ପ୍ରତିଶତ ଅଂଶରୁ ମାଶାେ ମନୁଷ୍ଯ ଓ ପଶୁର ପ୍ରେତ୍ୟକକ ପଚାଶ ମଧ୍ଯରୁ ଗୋଟିଏ ଲଖାଏଁେ ନେଲେ ଓ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଆଜ୍ଞାନୁସା ରେ ସଦାପ୍ରଭୁଙ୍କର ଆବାସ ରକ୍ଷକ ଲବେୀୟମାନଙ୍କୁ ଦେଲେ।

ଗଣନା ପୁସ୍ତକ 31:30
ପୁଣି ଇଶ୍ରାୟେଲୀୟ ଲୋକମାନଙ୍କ ପ୍ରାପ୍ତ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ଯ,ଗୋରୁ, ଗର୍ଦ୍ଦଭ ଓ ମଷୋଦି ସମସ୍ତ ପଶୁ ମଧ୍ଯରୁ ପ୍ରତି ପଚାଶର ଗୋଟିଏ ଲଖାଏଁେ ନଇେ ଲବେୀୟମାନଙ୍କୁ ଦିଅ। କାରଣ ସମାନେେ ସଦାପ୍ରଭୁଙ୍କର ପବିତ୍ର ତମ୍ବୁର ରକ୍ଷକ ଅଟନ୍ତି।

ମାଥିଉଲିଖିତ ସୁସମାଚାର 22:21
ଲୋକମାନେ କହିଲେ, କାଇସରଙ୍କର।

ଯିଶାଇୟ 60:9
ପ୍ରକୃତ ରେ ଦ୍ବୀପସମୂହ ଆମ୍ଭକୁ ଅପେକ୍ଷା କରିବେ। ପୁଣି ତର୍ଶୀଶର ଜାହାଜସବୁ ସର୍ବପ୍ରଥମେ ନିଜ ନିଜ ରେ ୗପ୍ୟ ଓ ସୁବର୍ଣ୍ଣ ନଇେ, ତୁମ୍ଭର ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ବର ସଦାପ୍ରଭୁଙ୍କ ସୁନାମ ନିମିତ୍ତ ଓ ଇଶ୍ରାୟେଲର ପବିତ୍ରସ୍ବରୂପଙ୍କ ନିମିତ୍ତ ଆସିବେ କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଛନ୍ତି।

ଯିଶାଇୟ 23:18
ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚଯ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମର୍ପିତ ହବେ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆୟିବ। ସଦାପ୍ରଭୁଙ୍କ ସବେକ ପୂର୍ଣ୍ଣ ପ୍ରାଣ ରେ ଭକ୍ଷଣ କରିବେ ଓ ସହେି ପଇସା ରେ ସୁନ୍ଦର ପୋଷାକ ପରିଧାନ କରିବେ।

ଯିଶାଇୟ 18:7
ସହେି ସମୟରେ ଏକ ସ୍ବତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହବେ। ସହେି ନବୈେଦ୍ଯ ସହେି ଦୀର୍ଘକାଯ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନ ରେ ଲୋକମାନେ ଏହି ଦୀର୍ଘକାଯ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସମାନେେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସହେି ଦେଶ ନଦନଦୀ ଦ୍ବାରା ବିଭକ୍ତ ହାଇେଛି। ସହେି ନବୈେଦ୍ଯ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।

ହିତୋପଦେଶ 3:9
ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।

ପ୍ରଥମ ବଂଶାବଳୀ 26:26
ଦାଉଦ ଯେଉଁ ସମସ୍ତ ବସ୍ତୁ ମନ୍ଦିର ନିମନ୍ତେ ସଂଗ୍ରହ କରିଥିଲେ, ଶ ଲୋମୀତ୍ ଓ ତାଙ୍କର ଆତ୍ମୀଯମାନେ ତାହାର ଦାଯିତ୍ବ ରେ ଥିଲେ।

ପ୍ରଥମ ବଂଶାବଳୀ 18:11
ରାଜା ଦାଉଦ ସହେିସବୁ ବସ୍ତୁକୁ ପବିତ୍ର କଲେ ଓ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ଇଦୋମ, ମାୟୋବ ଓ ଅେମ୍ମାନୀୟ, ପଲେଷ୍ଟୀୟ ଓ ଅମାଲକେୀଯମାନଙ୍କଠାରୁ ଆଣିଥିବା ରୂପା ଓ ସୁନା ରେ ଠିକ୍ ସହେି ପ୍ରକାର ସାମଗ୍ରୀ ତିଆରି କଲେ।

ଦିତୀୟ ଶାମୁୟେଲ 8:11
ଦାଉଦ ସେସବୁ ଦ୍ରବ୍ଯକକ୍ସ୍ଟ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସଗେୁଡିକୁ ଅର୍ପଣ କଲେ। ସେ ସଗେୁଡିକୁ ଅନ୍ୟ ସକ୍ସ୍ଟନା ରୂପାର ଦ୍ରବ୍ଯ ପାଖ ରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସଗେୁଡିକୁ ଯେଉଁ ଦେଶକକ୍ସ୍ଟ ପରାସ୍ତ କରୁଥିଲେ, ସହେି ଦେଶରକ୍ସ୍ଟ ଦ୍ରବ୍ଯମାନ ଆଣକ୍ସ୍ଟଥିଲେ।

ଯିହୋଶୂୟ 6:24
ଏହାପରେ ଇଶ୍ରାୟେଲ ଲୋକମାନେ ସେ ସହର ରେ ଅଗ୍ନି ସଂୟୋଗ କଲେ। ସମାନେେ ସହରର ସକ୍ସ୍ଟନା, ରୂପା, ଲୌହବସ୍ତକ୍ସ୍ଟ ଓ ପିତ୍ତଳ ଇତ୍ଯାଦିକକ୍ସ୍ଟ ଛାଡି ସମସ୍ତ ବସ୍ତକ୍ସ୍ଟକକ୍ସ୍ଟ ପୋଡି଼ ନଷ୍ଟ କରି ଦେଲେ ଏବଂ ଏହି ବସ୍ତକ୍ସ୍ଟମାନଙ୍କୁ ସଦାପ୍ରଭୁଙ୍କର ଭଣ୍ତାର ଗୃହ ରେ ଜମା କଲେ।

ଯିହୋଶୂୟ 6:19
ସମସ୍ତ ରୂପା, ସକ୍ସ୍ଟନା, ସମସ୍ତ ପିତ୍ତଳ ଓ ଲକ୍ସ୍ଟହାର ପାତ୍ର ଓ କରଇେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରାୟିବ ଓ ଏହା ସଦାପ୍ରଭୁଙ୍କ ଭଣ୍ତାରକକ୍ସ୍ଟ ଗ୍ଭଲିୟିବ।

ଗଣନା ପୁସ୍ତକ 18:21
ପୁଣି ଇଶ୍ରାୟେଲର ଲୋକମାନେ ଯେଉଁ ଏକ ଦଶମାଂଶ ଦବେେ, ଲବେୀ ଗୋଷ୍ଠୀର ଏହା ଉପ ଭୋଗ କରିବେ, ସମାଗମ ତମ୍ବୁ ସମ୍ବନ୍ଧୀଯ ସବୋକାର୍ୟ୍ଯ ପାଇଁ ପରିଶାଧେ ରେ ମୁଁ ଏହା ଲବେୀୟମାନଙ୍କୁ ଦଲେି।

ଆଦି ପୁସ୍ତକ 14:20
ସର୍ବୋପରିସ୍ଥ ପରମେଶ୍ବର ଧନ୍ଯ ହୁଅନ୍ତୁ ୟିଏ ତୁମ୍ଭର ଶତୃଗଣଙ୍କୁ ତୁମ୍ଭ ହସ୍ତ ରେ ଦେଲେ।