ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:2 in Oriya

ଓଡିଆ ଓଡିଆ ବାଇବେଲ ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1 ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:2

Philemon 1:2
ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।

Philemon 1:1Philemon 1Philemon 1:3

Philemon 1:2 in Other Translations

King James Version (KJV)
And to our beloved Apphia, and Archippus our fellowsoldier, and to the church in thy house:

American Standard Version (ASV)
and to Apphia our sister, and to Archippus our fellow-soldier, and to the church in thy house:

Bible in Basic English (BBE)
And to Apphia, our sister, and to Archippus, our brother in God's army, and to the church in your house:

Darby English Bible (DBY)
and to the sister Apphia and to Archippus our fellow-soldier, and to the assembly which [is] in thine house.

World English Bible (WEB)
to the beloved Apphia, to Archippus, our fellow soldier, and to the assembly in your house:

Young's Literal Translation (YLT)
and Apphia the beloved, and Archippus our fellow-soldier, and the assembly in thy house:

And
καὶkaikay
to
our

Ἀπφίᾳapphiaap-FEE-ah
beloved
τῇtay
Apphia,
ἀγαπητῇ,agapētēah-ga-pay-TAY
and
καὶkaikay
Archippus
Ἀρχίππῳarchippōar-HEEP-poh
our
τῷtoh

συστρατιώτῃsystratiōtēsyoo-stra-tee-OH-tay
fellowsoldier,
ἡμῶνhēmōnay-MONE
and
καὶkaikay
to
the
τῇtay
church
κατ'katkaht
in
οἶκόνoikonOO-KONE
thy
σουsousoo
house:
ἐκκλησίᾳekklēsiaake-klay-SEE-ah

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:5
ତାଙ୍କ ଘ ରେ ହେଉଥିବା ମଣ୍ତଳୀକୁ ମଧ୍ଯ ନମସ୍କାର।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:25
ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠା ରେ ମାରେ ଭାଇ। ସେ ମାେ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସବେକ ଓ କାର୍ୟ୍ଯକାରୀ। ମାେ ଦରକାର ବେଳେ ତୁମ୍ଭମାନେେ ତାହାଙ୍କୁ ମାେ ସାହାୟ୍ଯ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫରୋଇ ଦବେି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ଆର୍ଖିପ୍ପଙ୍କୁ କୁହ : ପ୍ରଭୁ ଯେଉଁ କାମ ତୁମ୍ଭକୁ ଦଇେଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହାଇେ କର।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:15
ଲାଅଦିକୀଆର ଭାଇ ଓ ଭଉଣୀମାନଙ୍କୁ ନମସ୍କାର ଜଣାଅ। ନୁମ୍ଫା ଓ ତାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:19
ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ବିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମ ରେ ଅନକେ ଅଭିବାଦନ ପଠାନ୍ତି। ତାହାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ଯ ଅଭିବାଦନ ଜଣାଏ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:3
ଆମ୍ଭ ସମସ୍ତଙ୍କ କଷ୍ଟ ରେ ଭାଗୀ ହୁଅ। ଖ୍ରୀଷ୍ଟଯୀଶୁଙ୍କ ଜଣେ ଅନୁଗତ ଓ ପ୍ରକୃତ ସୈନିକ ଭାବରେ ସହେି କଷ୍ଟଗୁଡ଼ିକ ସହିଯାଅ।