ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:13 in Oriya

ଓଡିଆ ଓଡିଆ ବାଇବେଲ ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:13

Philippians 2:13
ପରମେଶ୍ବର ତୁମ୍ଭ ମଧିଅରେ କାର୍ୟ୍ଯ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ୟ୍ଯ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ଯ ଦିଅନ୍ତି।

Philippians 2:12Philippians 2Philippians 2:14

Philippians 2:13 in Other Translations

King James Version (KJV)
For it is God which worketh in you both to will and to do of his good pleasure.

American Standard Version (ASV)
for it is God who worketh in you both to will and to work, for his good pleasure.

Bible in Basic English (BBE)
For it is God who is the cause of your desires and of your acts, for his good pleasure.

Darby English Bible (DBY)
for it is God who works in you both the willing and the working according to [his] good pleasure.

World English Bible (WEB)
For it is God who works in you both to will and to work, for his good pleasure.

Young's Literal Translation (YLT)
for God it is who is working in you both to will and to work for His good pleasure.

For
hooh
it
is
θεὸςtheosthay-OSE

γάρgargahr
God
ἐστινestinay-steen
which
hooh
worketh
ἐνεργῶνenergōnane-are-GONE
in
ἐνenane
you
ὑμῖνhyminyoo-MEEN
both
καὶkaikay

τὸtotoh
will
to
θέλεινtheleinTHAY-leen
and
καὶkaikay

τὸtotoh
to
do
ἐνεργεῖνenergeinane-are-GEEN
of
ὑπὲρhyperyoo-PARE
his

τῆςtēstase
good
pleasure.
εὐδοκίαςeudokiasave-thoh-KEE-as

Cross Reference

ଏବ୍ରୀମାନଙ୍କ ନିକଟକୁ ପତ୍ର 13:21
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:5
ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

ଯୋହନଲିଖିତ ସୁସମାଚାର 3:27
ଯୋହନ ଉତ୍ତର ଦେଲେ, ପରମେଶ୍ବର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କବଳେ ସତେିକି ପାଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:6
ପରମେଶ୍ବର ଆମ୍ଭମାନଙ୍କ ଜୀବନର ଅନକେ ପ୍ରକାର କାର୍ୟ୍ଯ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସହେି ପରମେଶ୍ବର ଏକ ଅଟନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8
ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।

ଯାକୁବଙ୍କ ପତ୍ 1:16
ମାେ ଭାଇ ଓ ଭଉଣୀମାନେ ! ଏହି ବିଷୟ ରେ କୌଣସି ପ୍ରକାର ମୂର୍ଖାମୀ ରେ ପଡ଼ ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:16
ଅତଏବ, ପରମେଶ୍ବରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ ।

ଯୋହନଲିଖିତ ସୁସମାଚାର 6:65
ଯୀଶୁ କହିଲେ, ସେଥିପାଇଁ ମୁଁ କହିଥିଲି, 'ଯଦି ପରମପିତା କୌଣସି ଲୋକକୁ ମାେ ନିକଟକୁ ଆସିବାକୁ ଅନୁମତି ଦିଅନ୍ତି ନାହିଁ, ତବେେ ସେ ଲୋକ ମାେ ନିକଟକୁ ଆସିପାରିବ ନାହିଁ।'

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:11
ଦୁଇଟି ପୁତ୍ର ଜନ୍ମ ହବୋ ପୂର୍ବରୁ ଓ ସମାନେେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ବର ରିବିକାକୁ କହିଥୀଲେ, ବଡ ପୁତ୍ରଟି ସାନଟିର ସବୋକରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:10
କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ମୁଁ ଆଜି ଏହା ହାଇପୋରିଛି। ମାେ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହାଇେ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ ରରେିତଙ୍କ ତୁଳନା ରେ କଠାେର ପରିଶ୍ରମ କରିଛି। ମୁଁ ପ୍ରକୃତ ରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଏହା କରିପାରିଛି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:11
ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:4
କିନ୍ତୁ ପରମେଶ୍ବର ଆମ୍ଭକୁ ଅତିଶୟ ପ୍ ରମେ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:4
କିନ୍ତୁ ଯେତବେେଳେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କ ଦୟା ଓ ପ୍ ରମେ ପ୍ରକାଶିତ ହେଲା, େସତବେଳେ ସେ ନିଜ କୃପା ଦ୍ବାରା ଆମ୍ଭକୁ ରକ୍ଷା କଲେ।

ଯିରିମିୟ 32:38
ପୁଣି ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ଆମ୍ଭର ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:21
ପ୍ରଭୁ ସହେି ବିଶ୍ବାସୀମାନଙ୍କୁ ସାହାୟ୍ଯ କରୁଥିଲେ। ତେଣୁ ଅନକେ ଲୋକ ବିଶ୍ବାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ।

ପ୍ରଥମ ବଂଶାବଳୀ 29:14
ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।

ଦିତୀୟ ବଂଶାବଳୀ 30:12
ଆହୁରି ମଧ୍ଯ ଯିହୁଦା ରେ ପରମେଶ୍ବରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରୀତ କଲା, ଯେପରି ସମାନେେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ଯ ହାଇପୋରନ୍ତି। ଏହି ପ୍ରକା ରେ, ସମାନେେ ସଦାପ୍ରଭୁଙ୍କ ବାକ୍ଯର ବାଧ୍ଯ ହେଲେ।

ଏଜ୍ରା 1:1
ପ୍ରଥମ ବର୍ଷ ରେ କୋରସ ପାରସ୍ଯର ରାଜା ଥିଲେ। ସଦାପ୍ରଭୁ ତାଙ୍କୁ ଏକ ଘାଷେଣା ପତ୍ର ଲେଖିବା ପାଇଁ ଉତ୍ସାହିତ କରିଥିଲେ ଓ ଉକ୍ତ ଘାଷେଣାନାମାକୁ ତାଙ୍କ ରାଜ୍ଯର ଗ୍ଭରିଆଡେ ପଢି ଶୁଣାଇ ଥିଲେ। ଯିରିମିୟଙ୍କ ଦ୍ବାରା କୁହାୟାଇଥିବା ସଦାପ୍ରଭୁଙ୍କର ବାକ୍ଯ ପୂରଣ କରିବାକୁ ଏହା ଥିଲା। ସହେି ଘାଷେଣା ନାମାଟି ଏହିପରି ଥିଲା।

ଏଜ୍ରା 1:5
ଯିହୁଦା ଏବଂ ବିନ୍ଯାମୀନ ପରିବାରବର୍ଗର ମୁଖିଆମାନେ, ଯାଜକଗଣ ଓ ଲବେୀୟମାନେ ୟିରୁଶାଲମକୁ ୟିବାପାଇଁ ପ୍ରସ୍ତୁତ ହେଲ। ସମାନେେ ସଠାେକୁ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବା ପାଇଁ ଗଲେ। ପରମେଶ୍ବର ଯେଉଁମାନଙ୍କ ମନ ରେ ପ୍ରବୃତ୍ତ ଦଇେଥିଲେ, ସମାନଙ୍କେ ସହିତ ପ୍ରେତ୍ୟକକ ଲୋକ ୟିବାପାଇଁ ପ୍ରସ୍ତୁତ ହେଲେ।

ଗୀତସଂହିତା 119:36
ମାେତେ ଧନୀ ହବୋ ପରିବର୍ତେ ମାେତେ ବାକ୍ଯ ବିଷଯରେ ବୁଝିବା ପାଇଁ ସାହାୟ୍ଯ କର।

ଗୀତସଂହିତା 141:4
ମାେତେ ମନ୍ଦକାର୍ୟ୍ଯ କରିବାର ଇଚ୍ଛା ଦିଅ ନାହିଁ। ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦ କାର୍ୟ୍ଯରେ ମାେତେ ମିଶିବା ପାଇଁ ବନ୍ଦ କର। ଏପରି ସମାନଙ୍କେର ଭୋଜିଠାରୁ ଦୂରରେ ରହିବାକୁ ମାେତେ ସାହାୟ୍ଯ କର।

ହିତୋପଦେଶ 21:1
କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।

ଯିଶାଇୟ 26:12
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ୟ୍ଯ ସାଧନ କରିଅଛ। ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।

ଯିରିମିୟ 31:33
ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

ଲୂକଲିଖିତ ସୁସମାଚାର 12:32
ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।

ଏଜ୍ରା 7:27
ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ପ୍ରଶଂସା କର। ୟିରୁଶାଲମସ୍ଥ ସଦାପ୍ରଭୁ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ମନୋଭାବ ଦଇେଅଛନ୍ତି। ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ପ୍ରବୃତ୍ତି ଦଇେଅଛନ୍ତି।

ଯୋହନଲିଖିତ ସୁସମାଚାର 6:45
ଭାବବାଣୀ ରେ ଏହିପରି ଲଖାେ ଅଛି: 'ପରମେଶ୍ବର ଲୋକମାନଙ୍କୁ ଶିକ୍ଷା ଦବେେ।' ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମାେ ପାଖକୁ ସେ ଲୋକମାନେ ଆସନ୍ତି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:11
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ବାନର ଯୋଗ୍ଯ ବୋଲି ଭାବିବେ, ସଭେଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାୟ୍ଯ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠା ରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ ପରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠା ରେ ଥିବା ବିଶ୍ବାସ ଦ୍ବାରା ତୁମ୍ଭମାନେେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ବର ନିଜ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତୁ ବୋଲି ଆମ୍ଭେ ପ୍ରାଥର୍ନା କରୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:13
ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।

ପ୍ରଥମ ରାଜାବଳୀ 8:58
ମୁଁ ପ୍ରାର୍ଥନା କରୁଛି ଯେ, ଆମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ପ୍ରତି ଆନୁଗତ୍ଯ ରହିବୁ। ବିଶ୍ବସ୍ତଭାବରେ ସଦାପ୍ରଭୁଙ୍କର ନିଯମ, ଆଦେଶ ଓ ବ୍ଯବସ୍ଥା ଯାହା ଆମ୍ଭର ପୂର୍ବପୁରୁଷଗଣଙ୍କୁ ଦିଆୟାଇଥିଲା, ସଗେୁଡିକ ପାଳନ କରି ଆମ୍ଭେ ପରମେଶ୍ବରଙ୍କୁ ଅନୁସରଣ କରିବୁ।