ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3 in Oriya

ଓଡିଆ ଓଡିଆ ବାଇବେଲ ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3

Philippians 3:3
କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।

Philippians 3:2Philippians 3Philippians 3:4

Philippians 3:3 in Other Translations

King James Version (KJV)
For we are the circumcision, which worship God in the spirit, and rejoice in Christ Jesus, and have no confidence in the flesh.

American Standard Version (ASV)
for we are the circumcision, who worship by the Spirit of God, and glory in Christ Jesus, and have no confidence in the flesh:

Bible in Basic English (BBE)
For we are the circumcision, who give worship to God and have glory in Jesus Christ, and have no faith in the flesh:

Darby English Bible (DBY)
For *we* are the circumcision, who worship by [the] Spirit of God, and boast in Christ Jesus, and do not trust in flesh.

World English Bible (WEB)
For we are the circumcision, who worship God in the Spirit, and rejoice in Christ Jesus, and have no confidence in the flesh;

Young's Literal Translation (YLT)
for we are the circumcision, who by the Spirit are serving God, and glorying in Christ Jesus, and in flesh having no trust,

For
ἡμεῖςhēmeisay-MEES
we
γάρgargahr
are
ἐσμενesmenay-smane
the
ay
circumcision,
περιτομήperitomēpay-ree-toh-MAY
worship
which
οἱhoioo
God
πνεύματιpneumatiPNAVE-ma-tee
in
the
Θεῷtheōthay-OH
spirit,
λατρεύοντεςlatreuontesla-TRAVE-one-tase
and
καὶkaikay
rejoice
καυχώμενοιkauchōmenoikaf-HOH-may-noo
in
ἐνenane
Christ
Χριστῷchristōhree-STOH
Jesus,
Ἰησοῦiēsouee-ay-SOO
and
καὶkaikay
no
have
οὐκoukook
confidence
ἐνenane
in
σαρκὶsarkisahr-KEE
the
flesh.
πεποιθότεςpepoithotespay-poo-THOH-tase

Cross Reference

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:11
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:13
ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସମାନେେ ନିଜେ ବ୍ଯବସ୍ଥା ପାଳନ କରୁ ନାହାଁନ୍ତି। କିନ୍ତୁ ସମାନେେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ଯ କରି, ସମାନେେ ଗର୍ବ କରି ପାରିବେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:11
ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:25
ଯଦି ତୁମ୍ଭେ ବ୍ଯବସ୍ଥା ପାଳନ କରୁଛ, ତା ହେଲେ ତୁମ୍ଭର ସୁନ୍ନତ ହବୋର ମୂଲ୍ଯ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ଯବସ୍ଥା ଭଙ୍ଗ କରୁଛ ତା ହେଲେ ତୁମ୍ଭେ ସୁନ୍ନତ ନ ହବୋ ସହିତ ସମାନ।

ଦିତୀୟ ବିବରଣ 30:6
ତୁମ୍ଭମାନେେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦଯ ସହିତ ପରମେଶଓରଙ୍କୁ ପ୍ ରମେ କରିବ। ଏଥିପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ହୃଦଯ ଓ ତକ୍ସ୍ଟମ୍ଭ ବଂଶର ହୃଦଯ ସକ୍ସ୍ଟନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:6
ଅତୀତର ବ୍ଯବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ଯକ୍ତିତ୍ବ ଏବେ ମରି ଯାଇଛି ଓ ଆମ୍ଭେ ବ୍ଯବସ୍ଥାରୁ ମୁକ୍ତ ହାଇେ ସାରିଛୁ। ଅତଏବ ଆମ୍ଭେ ପ୍ରାଚ଼ୀନ ପଦ୍ଧତି ଲିଖିତ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସବୋ କରୁନାହୁଁ। ଆମ୍ଭେ ପରମେଶ୍ବରଙ୍କ ନୂତନ ପଦ୍ଧତି ରେ ଆତ୍ମା ରେ ସବୋ କରୁଅଛୁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:25
ସହେି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:18
ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:4
ଯଦିଓ ମୁଁ ନିଜ ଶକ୍ତି ରେ ବିଶ୍ବାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ବାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ବାସ କରିବାର ତା'ର କାରଣ ଅଛି, ତା ହେଲେ ମୁଁ କହିବି ଯେ ତା' ଅପେକ୍ଷା ମାରେ ନିଜ ଉପରେ ବିଶ୍ବାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍।

ପିତରଙ୍କ ପ୍ରଥମ ପତ୍ 1:23
ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହା କିଛି କବେେ ମ ରେ ନାହିଁ, ସଠାରୁେ ଆସିଛି। ଯାହା ସବୁଦିନ ପାଇଁ ରୁ ହେ, ପରମେଶ୍ବରଙ୍କ ସହେି ଜୀବନ୍ତ ସୁସମାଚାର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।

ଯିହୂଦାଙ୍କ ପତ୍ର 1:20
କିନ୍ତୁ ମାରେ ପ୍ରିୟ ବନ୍ଧୁଗଣ, ତୁମ୍ଭମାନେେ ନିଜର ପବିତ୍ର ବିଶ୍ବାସ ଉପରେ ନିଜନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ ପ୍ରାର୍ଥନା କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:29
ପରମେଶ୍ବରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗ ରେ ଗର୍ବ କରିପାରିବ ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:17
ମୁଁ ଗର୍ବକରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠା ରେ ରହି ମୁଁ ପରମେଶ୍ବରଙ୍କ ସବୋ କରିଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:26
ଆତ୍ମା ମଧ୍ଯ ଆମକୁ ସାହାୟ୍ଯ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତା ରେ ଆମ୍ଭକୁ ସାହାୟ୍ଯ କରୁଛନ୍ତି। କଣ ଓ କିପରି ପାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ବରଙ୍କୁ ଆମ୍ଭ ପାଇଁ ପାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ବଙ୍କ ଠା ରେ ନିବଦନେ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ବରଙ୍କୁ କୁହନ୍ତି ତାହା ଶବ୍ଦ ରେ ବର୍ଣନା କରା ଯାଇ ପାରିବ ନାହିଁ।

ଦିତୀୟ ବିବରଣ 10:16
ଏଥିପାଇଁ ତୁମ୍ଭମାନେେ ହୃଦଯର ସକ୍ସ୍ଟନ୍ନତ ହବୋ ଉଚିତ୍ ଏବଂ ଆଉ ଅଧିକ ଜୀଦ୍ଖୋର ହବୋ ଉଚିତ୍ ନକ୍ସ୍ଟହଁ।

ଗୀତସଂହିତା 105:3
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର। ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।

ଯିଶାଇୟ 45:25
ଇଶ୍ରାୟେଲର ସମୁଦାଯ ବଂଶ ସଦାପ୍ରଭୁଙ୍କଠା ରେ ଧର୍ମପ୍ରାପ୍ତ ହବେେ ଓ ଦର୍ପ କରିବେ।

ଯିରିମିୟ 4:4
ହେ ଯିହୁଦା ଓ ୟିରୁଶାଲମର ନିବାସୀଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର। ତୁମ୍ଭମାନଙ୍କର ହୃଦଯରୁ ଆବିଳତାକୁ ଦୂର କର। ତା' ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ ଆମ୍ଭର କୋରଧ ଅଗ୍ନିତୁଲ୍ଯ ପ୍ରଜ୍ବଳିତ ହବେ। ଓ ସହେି କୋର୍ଧାଗ୍ନି ରେ ତୁମ୍ଭମାନେେ ଭସ୍ମୀଭୂତ ହବେ। କହେି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହବେ ନାହିଁ।

ଯିରିମିୟ 9:23
ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

ଯିରିମିୟ 9:26
ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମାନେ ଓ ମାୟୋବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦବୋ, କାରଣ ସମାନେେ ଶରୀର ରେ ଅସୁନ୍ନତ ମାତ୍ର ସମଗ୍ର ଇଶ୍ରାୟେଲ ଅନ୍ତଃକରଣ ରେ ଅସୁନ୍ନତ ଅଟନ୍ତି।

ମଲାଖୀ 1:11
ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।

ଯୋହନଲିଖିତ ସୁସମାଚାର 4:23
ଏପରି ସମୟ ଆସୁଛି, ଯେତବେେଳେ ପ୍ରକୃତ ଉପାସକ ମାନେ ପରମପିତାଙ୍କୁ ଆତ୍ମା ଓ ସତ୍ଯ ରେ ଉପାସନା କରିବେ। ସହେି ସମୟ ବର୍ତ୍ତମାନ ଉପସ୍ଥିତ। ସହେିଭଳି ଲୋକମାନଙ୍କୁ ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଚାହାଁନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ପ୍ରତିଥର ମୁଁ ପ୍ରାର୍ଥନା କଲା ବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:15
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'

ଆଦି ପୁସ୍ତକ 17:5
ମୁଁ ତୁମ୍ଭର ନାମ ପରିବର୍ତ୍ତନ କରି ଦବେି। ତୁମ୍ଭର ନାମ ଅବ୍ରାମ ରହିବ ନାହିଁ। ତୁମ୍ଭର ନାମ ଅବ୍ରହାମ ରହିବ। ମୁଁ ତୁମ୍ଭକୁ ଏପରି ନାମ ଦବେି କାରଣ ମୁଁ ତୁମ୍ଭକୁ ଅନକେ ଜାତିଗଣର ଜନକ କରିବି।