ହିତୋପଦେଶ 10:2 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 10 ହିତୋପଦେଶ 10:2

Proverbs 10:2
ଯଦି ଜଣେ କୁକର୍ମ କରି ଧନ ଅର୍ଜନ କରେ, ତବେେ ତାହା କାର୍ୟ୍ଯ ରେ ଲାଗେ ନାହିଁ। ଧାର୍ମିକତା ମୃତ୍ଯୁରୁ ରକ୍ଷା କରେ।

Proverbs 10:1Proverbs 10Proverbs 10:3

Proverbs 10:2 in Other Translations

King James Version (KJV)
Treasures of wickedness profit nothing: but righteousness delivereth from death.

American Standard Version (ASV)
Treasures of wickedness profit nothing; But righteousness delivereth from death.

Bible in Basic English (BBE)
Wealth which comes from sin is of no profit, but righteousness gives salvation from death.

Darby English Bible (DBY)
Treasures of wickedness profit nothing; but righteousness delivereth from death.

World English Bible (WEB)
Treasures of wickedness profit nothing, But righteousness delivers from death.

Young's Literal Translation (YLT)
Treasures of wickedness profit not, And righteousness delivereth from death.

Treasures
לֹאlōʾloh
of
wickedness
י֭וֹעִילוּyôʿîlûYOH-ee-loo
profit
אוֹצְר֣וֹתʾôṣĕrôtoh-tseh-ROTE
nothing:
רֶ֑שַׁעrešaʿREH-sha
righteousness
but
וּ֝צְדָקָ֗הûṣĕdāqâOO-tseh-da-KA
delivereth
תַּצִּ֥ילtaṣṣîlta-TSEEL
from
death.
מִמָּֽוֶת׃mimmāwetmee-MA-vet

Cross Reference

ହିତୋପଦେଶ 11:4
ପ୍ରଭୁଙ୍କ କୋରଧର ଦିନ ରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ଯୁରୁ ରକ୍ଷା ପାଇବ।

ହିତୋପଦେଶ 21:6
ଯଦି ତୁମ୍ଭେ ଠକିକରି ଧନ ଅର୍ଜନ କରିଥାଅ, ସହେି ଧନ ଶୀଘ୍ର ଚାଲିୟିବ, ଠିକ୍ ବାଷ୍ଫପରି। ସହେି ଧନ ମୃତ୍ଯୁ ଆଡ଼କୁ ପରିଚାଳିତ ହବେ।

ଯାକୁବଙ୍କ ପତ୍ 5:1
ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:9
ଏହା ମାେତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠା ରେ ରହିବାକୁ ସାହାୟ୍ଯ କରେ। ଖ୍ରୀଷ୍ଟଙ୍କ ସହଭାଗିତା ରେ ମୁଁ ପରମେଶ୍ବରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ଯବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ପରମେଶ୍ବରଙ୍କଠାରୁ ଆ ସେ। ପରମେଶ୍ବର ତାହାଙ୍କ ପ୍ରତି ମାେତେ ସିଦ୍ଧ କରିବାରୁ ଖ୍ରୀଷ୍ଟଙ୍କଠା ରେ ମାରେ ବିଶ୍ବାସକୁ ବ୍ଯବହାର କରନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:21
ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

ଲୂକଲିଖିତ ସୁସମାଚାର 16:22
ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।

ଲୂକଲିଖିତ ସୁସମାଚାର 12:15
ଯୀଶୁ କହିଲେ, ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂର ରେ ରଖ। ନିଜର ଅଧିକାର ରେ ଥିବା ବିପୁଳ ସଂପତ୍ତରୁ କହେି କବେେ ଜୀବନ ପାଇ ପା ରନୋହିଁ।

ସିଫନିୟ 1:18
ସମାନଙ୍କେର ସୁନାରୂପା ସମାନଙ୍କେୁ ରକ୍ଷା କରିପାରିବ ନାହିଁ। ସହେି ସମୟରେ ସଦାପ୍ରଭୁ ଅତ୍ଯନ୍ତ ବିବ୍ରତ ଓ କ୍ରୋଧୀ ହାଇେ ପଡିବେ। ସଦାପ୍ରଭୁ ସମଗ୍ର ବିଶ୍ବକୁ ଧ୍ବଂସ କରିବେ। ସଦାପ୍ରଭୁ ସମ୍ପୂର୍ଣ୍ଣ ଭାବରେ ବିଶ୍ବ ରେ ସମସ୍ତଙ୍କୁ ବିନାଶ କରିବେ।

ଦାନିଏଲ 4:27
ତେଣୁ ହେ ମହାରାଜ, ଆପଣ ମାରେ ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳ ରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦଖାଇେ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହା ହେଲେ ଆପଣଙ୍କର ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।

ଯିହିଜିକଲ 7:19
ସମାନେେ ନିଜ ନିଜର ରୂପାକୁ ଦାଣ୍ଡ ରେ ପକାଇ ଦବେେ ଓ ସମାନଙ୍କେର ସୁନା ଅଶୁଚି ବସ୍ତୁ ତୁଲ୍ଯ ହବେ। ସେ ସବୁ କିନ୍ତୁ ସମାନଙ୍କେୁ ସଦାପ୍ରଭୁ ଯେତବେେଳେ ତାଙ୍କର କୋରଧ ରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସମାନେେ ସମାନଙ୍କେର କ୍ଷୁଧାକୁ ସନ୍ତୁଷ୍ଟ କରିପାରିବେ ନାହିଁ। କିଅବା ସମାନଙ୍କେର ଉଦର ପୂର୍ଣ୍ଣ କରିପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସମାନଙ୍କେର କାରଣ ଥିଲା।

ଯିଶାଇୟ 10:2
ସହେି ବ୍ଯବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ଯାଯ ବିଚାର କରନ୍ତି ନାହିଁ। ସମାନେେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସମାନେେ ମଧ୍ଯ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।

ହିତୋପଦେଶ 12:28
ଧାର୍ମିକତା ରୂପ ପଥରେ ଜୀବନ ଥାଏ। ପୁଣି ତହିଁର ଗମନ ମାର୍ଗ ରେ ମୃତ୍ଯୁ ନ ଥାଏ।

ଗୀତସଂହିତା 49:6
ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।