ହିତୋପଦେଶ 13:5 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 13 ହିତୋପଦେଶ 13:5

Proverbs 13:5
ଧାର୍ମିକ ଲୋକ ମିଥ୍ଯାକୁ ଘୃଣା କରେ। ମାତ୍ର ଦୁଷ୍ଟ ଲୋକ ଲଜ୍ଜା ଭୋଗ କରେ।

Proverbs 13:4Proverbs 13Proverbs 13:6

Proverbs 13:5 in Other Translations

King James Version (KJV)
A righteous man hateth lying: but a wicked man is loathsome, and cometh to shame.

American Standard Version (ASV)
A righteous man hateth lying; But a wicked man is loathsome, and cometh to shame.

Bible in Basic English (BBE)
The upright man is a hater of false words: the evil-doer gets a bad name and is put to shame.

Darby English Bible (DBY)
A righteous [man] hateth lying; but the wicked maketh himself odious and cometh to shame.

World English Bible (WEB)
A righteous man hates lies, But a wicked man brings shame and disgrace.

Young's Literal Translation (YLT)
A false word the righteous hateth, And the wicked causeth abhorrence, and is confounded.

A
righteous
דְּבַרdĕbardeh-VAHR
man
hateth
שֶׁ֭קֶרšeqerSHEH-ker
lying:
יִשְׂנָ֣אyiśnāʾyees-NA

צַדִּ֑יקṣaddîqtsa-DEEK
wicked
a
but
וְ֝רָשָׁ֗עwĕrāšāʿVEH-ra-SHA
man
is
loathsome,
יַבְאִ֥ישׁyabʾîšyahv-EESH
and
cometh
to
shame.
וְיַחְפִּֽיר׃wĕyaḥpîrveh-yahk-PEER

Cross Reference

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭମାନେେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦଇେଛ।

ହିତୋପଦେଶ 3:35
ଜ୍ଞାନବାନ୍ଙ୍କର ଜୀବନ ସମାନଙ୍କେୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସମାନଙ୍କେୁ ଲଜ୍ଯା ଦିଏ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:8
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:25
ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।

ଯିଖରିୟ 11:8
ଆମ୍ଭେ ଏକମାସ ମଧିଅରେ ତିନିଜଣ ମଷେପାଳକଙ୍କୁ ଧ୍ବଂସ କଲୁ। ଆମ୍ଭେ ସମାନଙ୍କେ ଉପ ରେ ଅର୍ଧୈୟ୍ଯ ଥିଲୁ ଏବଂ ସମାନେେ ଆମ୍ଭକୁ ଘୃଣା କଲେ।

ଦାନିଏଲ 12:2
ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।

ଯିହିଜିକଲ 36:31
ଏବଂ ସେ ସମୟରେ ତୁମ୍ଭମାନେେ ନିଜ ନିଜ ମନ୍ଦ ଆଚରଣ ଓ ମନ୍ଦ କ୍ରିଯାସବୁ ସ୍ମରଣ କରିବ। ପୁଣି ତୁମ୍ଭମାନେେ ନିଜର ପାପ ଓ ନିଜର ଘୃଣ୍ଯ କ୍ରିଯା ଯୋଗୁଁ ନିଜେ ନିଜକୁ ନମ୍ର କରିବ।

ଯିହିଜିକଲ 20:43
ଆଉ ସହେି ସ୍ଥାନ ରେ ତୁମ୍ଭମାନେେ ନିଜକୁ ଅଶୁଚି କରିଅଛ ଓ ନିଜର ଆଚାର ବ୍ଯବହାର, କ୍ରିଯାସକଳସବୁ ସ୍ମରଣ କରି ନିଜର କୃତ ସମସ୍ତ କୁକ୍ରିଯା ହତେୁ ତୁମ୍ଭମାନେେ ଲଜ୍ଜିତ ହବେ।

ଯିହିଜିକଲ 6:9
ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀଯମାନଙ୍କୁ ବନ୍ଦୀରୂପେ ନିଆୟିବ, ସମାନେେ ମାେତେ ମନେ ରଖିବେ ଏବଂ ଆମ୍ଭେ ସମାନଙ୍କେର ବ୍ଯଭିଚାରୀ ହୃଦଯକୁ କିପରି ଦୁଃଖ ରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂ ରଇେ ଗଲା ଏବଂ ସମାନଙ୍କେର ବ୍ଯଭିଚାରୀ ଆଖି ଯାହା ସମାନଙ୍କେର ମୂର୍ତ୍ତିସବୁକୁ ଅନୁସରଣ କଲା। ସମାନେେ ନିଜେ କରିଥିବା କୁକର୍ମ ପାଇଁ ଓ ସମାନଙ୍କେର ଘୃଣ୍ଯ ବ୍ଯବହାର ପାଇଁ ନିଜକୁ ଘୃଣା କରିବେ।

ହିତୋପଦେଶ 30:8
ମାେତେ ସହାୟ ହୁଅ, ମୁଁ ଯେପରି ମିଥ୍ଯା ନ କ ହେ, ମାେତେ ଅତ୍ଯଧିକ ଧନୀ କି ଅତ୍ଯଧିକ ଗରିବ କର ନାହିଁ। ମାରେ ପ୍ରେତ୍ୟକକ ଦିନର ଆବଶ୍ଯକତା କବଳେ ପୂରଣ କର।

ହିତୋପଦେଶ 6:17
ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।

ଗୀତସଂହିତା 119:163
ମୁଁ ମିଥ୍ଯାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ। ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନହେ କରେ।