Proverbs 14:24
ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।
Proverbs 14:24 in Other Translations
King James Version (KJV)
The crown of the wise is their riches: but the foolishness of fools is folly.
American Standard Version (ASV)
The crown of the wise is their riches; `But' the folly of fools is `only' folly.
Bible in Basic English (BBE)
Their wisdom is a crown to the wise, but their foolish behaviour is round the head of the unwise.
Darby English Bible (DBY)
The crown of the wise is their riches; the folly of the foolish is folly.
World English Bible (WEB)
The crown of the wise is their riches, But the folly of fools crowns them with folly.
Young's Literal Translation (YLT)
The crown of the wise is their wealth, The folly of fools `is' folly.
| The crown | עֲטֶ֣רֶת | ʿăṭeret | uh-TEH-ret |
| of the wise | חֲכָמִ֣ים | ḥăkāmîm | huh-ha-MEEM |
| riches: their is | עָשְׁרָ֑ם | ʿošrām | ohsh-RAHM |
| but the foolishness | אִוֶּ֖לֶת | ʾiwwelet | ee-WEH-let |
| of fools | כְּסִילִ֣ים | kĕsîlîm | keh-see-LEEM |
| is folly. | אִוֶּֽלֶת׃ | ʾiwwelet | ee-WEH-let |
Cross Reference
ଗୀତସଂହିତା 49:10
ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।
ଗୀତସଂହିତା 112:9
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।
ହିତୋପଦେଶ 27:22
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢ଼ିଙ୍କି ରେ କୁଟିଲେ ହେଁ ତା'ର ଅଜ୍ଞାନତା ଛାଡ଼ିବ ନାହିଁ।
ଉପଦେଶକ 7:11
ଜ୍ଞାନ ଉତ୍ତମ ଅଟେ, ଯଦି ଏହା ବଂଶାନୁଗତ ଭାବରେ ଆସିଥାଏ, ଏହା ଜୀବନଧାରଣ ରେ ଲାଭ ଦଇେଥାଏ।
ଯିଶାଇୟ 33:6
ହେ ୟିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନ ରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷଯକ, ତାହା ସେ ଦିଅନ୍ତି।
ଲୂକଲିଖିତ ସୁସମାଚାର 12:19
ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନକେ ଉତ୍ତମ ପଦାର୍ଥ ଅନକେ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।'
ଲୂକଲିଖିତ ସୁସମାଚାର 16:9
ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥି ରେ ପରମେଶ୍ବରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତବେେଳେ ଏ ଜାଗତିକ ଧନ ସରିୟିବ, ସେତବେେଳେ ଚିରନ୍ତନ ନିବାସ ରେ ତୁମ୍ଭମାନଙ୍କୁ ସ୍ବାଗତ କରାୟିବ।
ଲୂକଲିଖିତ ସୁସମାଚାର 16:19
ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।