ହିତୋପଦେଶ 14:29 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 14 ହିତୋପଦେଶ 14:29

Proverbs 14:29
ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।

Proverbs 14:28Proverbs 14Proverbs 14:30

Proverbs 14:29 in Other Translations

King James Version (KJV)
He that is slow to wrath is of great understanding: but he that is hasty of spirit exalteth folly.

American Standard Version (ASV)
He that is slow to anger is of great understanding; But he that is hasty of spirit exalteth folly.

Bible in Basic English (BBE)
He who is slow to be angry has great good sense; but he whose spirit is over-quick gives support to what is foolish.

Darby English Bible (DBY)
He that is slow to anger is of great understanding; but he that is hasty of spirit exalteth folly.

World English Bible (WEB)
He who is slow to anger has great understanding, But he who has a quick temper displays folly.

Young's Literal Translation (YLT)
Whoso is slow to anger `is' of great understanding, And whoso is short in temper is exalting folly.

He
that
is
slow
אֶ֣רֶךְʾerekEH-rek
to
wrath
אַ֭פַּיִםʾappayimAH-pa-yeem
is
of
great
רַבrabrahv
understanding:
תְּבוּנָ֑הtĕbûnâteh-voo-NA
but
he
that
is
hasty
וּקְצַרûqĕṣaroo-keh-TSAHR
of
spirit
ר֝֗וּחַrûaḥROO-ak
exalteth
מֵרִ֥יםmērîmmay-REEM
folly.
אִוֶּֽלֶת׃ʾiwweletee-WEH-let

Cross Reference

ଯାକୁବଙ୍କ ପତ୍ 1:19
ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।

ଉପଦେଶକ 7:9
ଶୀଘ୍ର କୋରଧିତ ହୁଅ ନାହିଁ। କାରଣ ମୂର୍ଖମାନଙ୍କ ହୃଦଯ ହରେ କୋରଧ ବାସ କରେ।

ହିତୋପଦେଶ 16:32
ଯେ କୋରଧ ରେ ଧୀର, ସେ ବୀର ଅପେକ୍ଷା ଶ୍ ରେଷ୍ଠ। ପୁଣି ଯେ ଆପଣା ଆତ୍ମା ଉପ ରେ କତ୍ତୃର୍ତ୍ବ କରେ, ସେ ନଗର ବିଜଯୀଠାରୁ ଭଲ।

ହିତୋପଦେଶ 14:17
ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।

ହିତୋପଦେଶ 19:11
ମନୁଷ୍ଯର ସୁବୁଦ୍ଧି ତାହାକୁ କୋର୍ଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ୟ୍ଯ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।

ହିତୋପଦେଶ 15:18
କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ର୍ଧୈୟ୍ଯ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।

ଗଣନା ପୁସ୍ତକ 12:3
ମାଶାେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧିଅରେ ଅତି ନମ୍ର ଥିଲେ।

ହିତୋପଦେଶ 25:28
ଜଣେ ୟିଏ ନିଜକୁ ଆଯତ୍ତ କରିବାକୁ ଅସମର୍ଥ, ସେ ବିନା ପ୍ରାଚୀରର ନଗର ତୁଲ୍ଯ ଅଟେ।

ହିତୋପଦେଶ 22:24
ରାଗୀ ଲୋକ ସଙ୍ଗ ରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।

ହିତୋପଦେଶ 4:8
ଜ୍ଞାନକୁ ସମ୍ମାନ କର, ଏବଂ ସେ ତୁମ୍ଭକୁ ପ୍ରତିଷ୍ଠିତ କରିବ। ତୁମ୍ଭେ ଯଦି ତାହାକୁ ଆଲିଙ୍ଗନ କର, ତବେେ ସେ ତୁମ୍ଭ ନିକଟକୁ ସମ୍ମାନ ଆଣିଦବେ।

ଯାକୁବଙ୍କ ପତ୍ 3:17
କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା ଜ୍ଞାନ ଏହିପରି : ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:4
ପ୍ ରମେ ଦୀର୍ଘ ସହିଷ୍ଣୁ। ପ୍ ରମେ ଦୟାବାନ। ପ୍ ରମେ ରେ ଇର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ।

ମାଥିଉଲିଖିତ ସୁସମାଚାର 11:29
ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।

ମାଥିଉଲିଖିତ ସୁସମାଚାର 2:16
ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନଇେ ଦଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କ ଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇବର୍ଷ ତଳର କଥା ହାଇେଥିବାରୁ ସେ ବେଥ୍ଲହେିମ ଓ ତା' ଆଖପାଖ ଅଞ୍ଚଳର ଦୁଇବର୍ଷ ବା ତାଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ଯା କରିବାକୁ ଆଦେଶ ଦେଲେ।

ଉପଦେଶକ 10:6
ମୂର୍ଖମାନଙ୍କୁ ମହତ୍ତ୍ବ ପୂର୍ଣ୍ଣ ସ୍ଥାନ ଦିଆୟାଏ, ଯେତବେେଳେ ଧନୀ ମାନଙ୍କୁ ଗୁରୁତ୍ବହୀନ କାର୍ୟ୍ଯ ଦିଆୟାଏ।

ହିତୋପଦେଶ 25:8
ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।