Proverbs 15:7
ଜ୍ଞାନୀମାନଙ୍କର ବାକ୍ଯ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସପରେି କରେ ନାହିଁ।
Proverbs 15:7 in Other Translations
King James Version (KJV)
The lips of the wise disperse knowledge: but the heart of the foolish doeth not so.
American Standard Version (ASV)
The lips of the wise disperse knowledge; But the heart of the foolish `doeth' not so.
Bible in Basic English (BBE)
The lips of the wise keep knowledge, but the heart of the foolish man is not right.
Darby English Bible (DBY)
The lips of the wise disperse knowledge, but not so the heart of the foolish.
World English Bible (WEB)
The lips of the wise spread knowledge; Not so with the heart of fools.
Young's Literal Translation (YLT)
The lips of the wise scatter knowledge, And the heart of fools `is' not right.
| The lips | שִׂפְתֵ֣י | śiptê | seef-TAY |
| of the wise | חֲ֭כָמִים | ḥăkāmîm | HUH-ha-meem |
| disperse | יְזָ֣רוּ | yĕzārû | yeh-ZA-roo |
| knowledge: | דָ֑עַת | dāʿat | DA-at |
| heart the but | וְלֵ֖ב | wĕlēb | veh-LAVE |
| of the foolish | כְּסִילִ֣ים | kĕsîlîm | keh-see-LEEM |
| doeth not | לֹא | lōʾ | loh |
| so. | כֵֽן׃ | kēn | hane |
Cross Reference
ମାଥିଉଲିଖିତ ସୁସମାଚାର 12:34
ହେ କାଳସର୍ପର ସନ୍ତାନଗଣ, ତୁମ୍ଭମାନେେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତ ରେ ଯାହା ଭାବୁଥାଏ, ତାକୁ କଥା ରେ ପ୍ରକାଶ କରିଥାଏ।
ଯାକୁବଙ୍କ ପତ୍ 3:6
ଜିହ୍ବା ହେଉଛି ଏକ େଛାଟ ଅଗ୍ନିଶିଖା ଭଳି। ଯେଉଁ େଛାଟ ଅଗ୍ନି ଶିଖାଟି ଗୋଟିଏ ବଡ଼ ଜଙ୍ଗଲ ରେ ନିଆଁ ଲଗଇେ ଦଇପୋରିବ। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତ ରେ ଜିହ୍ବା ହେଉଛି ସବୁଠାରୁ ମନ୍ଦ। କିପରି ? ଜିହ୍ବା ଆମ୍ଭ ଶରୀର ମାଧ୍ଯମ ରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:2
ମୁଁ ଶିକ୍ଷା ଦଇେଥିବା କଥାସବୁ ତୁମ୍ଭେ ଶୁଣିଛ। ଅନକେ ଅନ୍ୟ ଲୋକ ମଧ୍ଯ ସହେି କଥା ଶୁଣିଛନ୍ତି। ତୁମ୍ଭେ ସହେି ବିଷୟଗୁଡ଼ିକ ଶିକ୍ଷାଦବୋ ଉଚିତ। ଯେଉଁ କେତକଙ୍କେୁ ତୁମ୍ଭେ ବିଶ୍ବାସ କରିପାରିବ, ସମାନଙ୍କେୁ ସହେି ଉପଦେଶଗୁଡ଼ିକ ଦିଅ। ତା' ହେଲେ ସମାନେେ ଅନ୍ଯଲୋକମାନଙ୍କୁ ସହେି ଉପଦେଶଗୁଡ଼ିକ ଦଇପୋରିବେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:29
ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:18
ମୁଁ ନିଜେ କରିଥିବା କାର୍ୟ୍ଯ ବିଷୟ ରେ କିଛି କହିବି ନାହିଁ। ମୁଁ କବଳେ ସହେି କଥା ଗୁଡିକ କହିବି, ଯାହା ଖ୍ରୀଷ୍ଟୟିଶୁ ମାେ ଦ୍ବାରା କରିଛନ୍ତି ୟବ୍ଦ୍ବାରା ଅଣଯିହୂଦୀମାନେ ପରମେଶ୍ବରଙ୍କ ବାଧ୍ଯ ହବେେ। ସମାନେେ ମାେ କଥା ଓ କାର୍ୟ୍ଯ ପାଇଁ ପରମେଶ୍ବରଙ୍କୁ ମାନିଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:14
କିନ୍ତ ଲୋକେ ବିଶ୍ବାସ କଲା ପରେ ହିଁ ପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡାକି ପାରିବେ। ତାହାଙ୍କ ବିଷୟ ରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟ ରେ ବଶ୍ବାସ କରି ପାରିବେ। କିଏ ଜଣେ ସମାନଙ୍କେୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟ ରେ ଶୁଣି ପାରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:9
ଦିନେ ରାତି ରେ ପ୍ରଭୁ ପାଉଲଙ୍କୁ ସ୍ବପ୍ନ ରେ କହିଲେ, ଭୟ କରନାହିଁ। ନୀରବ ରୁହ ନାହିଁ। କଥା କୁହ।
ମାର୍କଲିଖିତ ସୁସମାଚାର 16:15
ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।
ମାଥିଉଲିଖିତ ସୁସମାଚାର 28:18
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
ମାଥିଉଲିଖିତ ସୁସମାଚାର 10:27
ମୁଁ ଗୋପନ ରେ ତୁମ୍ଭକୁ ଯାହା ସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ଯ ଦିବା ଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।
ପରମଗୀତ 4:11
ଆଗୋ ମାରେ ପ୍ରିୟେ, ମହୁଫଣୋରୁ ମହୁ ଝରିବା ପରି ତୁମ୍ଭ ଓଷ୍ଠଧାର ମହୁ ଝ ରେ। ଦୁଗ୍ଧମଧୁ ତୁମ୍ଭ ଜିହ୍ବା ତଳେ ଥାଏ। ତୁମ୍ଭ୍ ବସ୍ତ୍ରର ସୁଗନ୍ଧି ଲିବା ନୋନର ସୁଗନ୍ଧ ତୁଲ୍ଯ।
ଉପଦେଶକ 12:9
ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।
ହିତୋପଦେଶ 10:20
ଧାର୍ମିକ ପୁରୁଷମାନଙ୍କର ବାକ୍ଯଗୁଡ଼ିକ ମନୋନୀତ ରୂପାତୁଲ୍ଯ, କିନ୍ତୁ ଦୁଷ୍ଟଲୋକମାନଙ୍କର ଚିନ୍ତାର ମୂଲ୍ଯ ନ ଥାଏ।
ଗୀତସଂହିତା 119:13
ମାେ ଓଷ୍ଠସହ ତୁମ୍ଭର ନ୍ଯାଯପରାଯଣତାକୁ ବାରମ୍ବାର କହିଅଛି।
ଗୀତସଂହିତା 78:2
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ୟାହାକି ବୁଝିବା ପାଇଁ କଷ୍ଟକର।
ଗୀତସଂହିତା 71:15
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।
ଗୀତସଂହିତା 51:13
ମୁଁ ଅପରାଧିମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି ଏବଂ ସମାନେେ ତୁମ୍ଭ ପାଖକୁ ଫରେିବେ।
ଗୀତସଂହିତା 45:2
ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
ଗୀତସଂହିତା 37:30
ଧାର୍ମିକ ବ୍ଯକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ଯାଯ ପ୍ରଦାନ କରେ।