Proverbs 19:28
ପାଷାଣ୍ଡ ସାକ୍ଷୀ ନ୍ଯାଯ ବିଚାରକୁ ନିନ୍ଦା କରେ ଏବଂ ଦୁଷ୍ଟ ଲୋକର ମୁଖମଣ୍ଡଳ ଅନିଷ୍ଟ ରେ ପରିପୂର୍ଣ୍ଣ।
Proverbs 19:28 in Other Translations
King James Version (KJV)
An ungodly witness scorneth judgment: and the mouth of the wicked devoureth iniquity.
American Standard Version (ASV)
A worthless witness mocketh at justice; And the mouth of the wicked swalloweth iniquity.
Bible in Basic English (BBE)
A good-for-nothing witness makes sport of the judge's decision: and the mouth of evil-doers sends out evil like a stream.
Darby English Bible (DBY)
A witness of Belial scorneth judgment, and the mouth of the wicked swalloweth down iniquity.
World English Bible (WEB)
A corrupt witness mocks justice, And the mouth of the wicked gulps down iniquity.
Young's Literal Translation (YLT)
A worthless witness scorneth judgment, And the mouth of the wicked swalloweth iniquity.
| An ungodly | עֵ֣ד | ʿēd | ade |
| witness | בְּ֭לִיַּעַל | bĕliyyaʿal | BEH-lee-ya-al |
| scorneth | יָלִ֣יץ | yālîṣ | ya-LEETS |
| judgment: | מִשְׁפָּ֑ט | mišpāṭ | meesh-PAHT |
| mouth the and | וּפִ֥י | ûpî | oo-FEE |
| of the wicked | רְ֝שָׁעִ֗ים | rĕšāʿîm | REH-sha-EEM |
| devoureth | יְבַלַּע | yĕballaʿ | yeh-va-LA |
| iniquity. | אָֽוֶן׃ | ʾāwen | AH-ven |
Cross Reference
ଆୟୁବ ପୁସ୍ତକ 15:16
ମନୁଷ୍ଯମାନେ ଆହୁରି ତା'ଠାରୁ ଖରାପ। ମନୁଷ୍ଯ ଅତି ଅପରିଷ୍କାର ଓ ଭ୍ରଷ୍ଟ ମଧ୍ଯ। ସେ ଅଧର୍ମକୁ ଜଳପରି ପାନ କରେ।
ଆୟୁବ ପୁସ୍ତକ 34:7
ଆୟୁବ ଭଳି ଆଉ କହେି ବ୍ଯକ୍ତି ଅଛନ୍ତି କି ? ଆୟୁବ ଖାତିର କରେ ନାହିଁ, ଯଦି ତୁମ୍ଭେ ତାକୁ ଅପମାନିତ କର।
ଆୟୁବ ପୁସ୍ତକ 20:12
ଦୁଷ୍ଟତା ତା' ପାଟିକୁ ମିଠା ଲାଗେ, ସେ ସମ୍ପୂର୍ଣ୍ଣ ଆନନ୍ଦ ପାଇବାକୁ ତାକୁ ତା' ଜିଭତଳେ ରେଖ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6:11
ତା'ପରେ ସମାନେେ କେତକେ ଲୋକଙ୍କୁ ଲାଞ୍ଚ ଦଇେ ଏହା କୁହାଇଲେ, ଆମ୍ଭେ ତାହାଙ୍କୁ ପରମେଶ୍ବର ଓ ମାଶାଙ୍କେର ବିରୁଦ୍ଧ ରେ ଖରାପ କଥା କହୁଥିବାର ଶୁଣିଲୁ।
ଲୂକଲିଖିତ ସୁସମାଚାର 18:2
ଥରେ ଗୋଟିଏ ନଗର ରେ ଜଣେ ବିଚାରପତି ଥିଲା। ପରମେଶ୍ବରଙ୍କୁ ତାହାଙ୍କର ଡର ନଥିଲା କି ଲୋକମାନେ ତାହାଙ୍କ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର କରୁ ନଥିଲେ।
ହୋଶେୟ 4:8
ଆମ୍ଭର ଲୋକମାନଙ୍କ ପାପଗୁଡିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସମାନେେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବା ରେ ଲୋଭୀ।
ଯିଶାଇୟ 28:14
ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।
ହିତୋପଦେଶ 15:14
ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।
ଗୀତସଂହିତା 10:11
ତଣେୁ ସହେି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, ପରମେଶ୍ବର ଆମ୍ଭମାନଙ୍କୁ ଭୁଲି ୟାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଚାଲି ୟାଇଛନ୍ତି। ଆମ୍ଭମାନଙ୍କ ଉପରେ ୟାହା ଘଟୁଛି ସେ ବୋଧହୁଏ ଦେଖୁ ନାହାଁନ୍ତି।
ଗୀତସଂହିତା 10:5
ମନ୍ଦ ଲୋକମାନେ ସବୁବେଳେ ମନ୍ଦ କାର୍ୟ୍ଯ କରିବାକୁ ମନ ବଳାନ୍ତି। ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ। ପରମେଶ୍ବରଙ୍କର ଶତ୍ରୁମାନେ ତାଙ୍କର ଉପଦେଶକୁ ଅବଜ୍ଞା କରନ୍ତି।
ପ୍ରଥମ ରାଜାବଳୀ 21:13
ତା'ପରେ ଦୁଇଟି ପାପାଧମ ଲୋକ ଆସି ସମାନଙ୍କେ ସମ୍ମୁଖ ରେ ସାକ୍ଷୀ ଦବୋକୁ ବସିଲେ। ସମାନେେ ମିଥ୍ଯା ସାକ୍ଷ୍ଯ ଦଇେ କହିଲେ ଯେ, ନାବୋତ ପରମେଶ୍ବରଙ୍କୁ ଓ ରାଜାଙ୍କୁ ଅଭିଶାପ ଦଇେଛି। ତହୁଁ ସମାନେେ ନାବୋତକୁ ନଗର ବାହାରକୁ ନଇେ ପଥର ମାରି ବଧ କଲେ।
ପ୍ରଥମ ରାଜାବଳୀ 21:10
ଦୁଇଜଣ ପାପଧମ ଲୋକଙ୍କୁ ଖାଜେ ଓ ସମାନଙ୍କେୁ ନାବୋତ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବୋକୁ କୁହ। ସମାନେେ କହିବେ ଯେ, ସମାନେେ ଶୁଣିଲେ, ନାବୋତ ପରମେଶ୍ବର ଓ ରାଜାଙ୍କୁ ଅଭିଶାପ ଦଇେଛନ୍ତି। ତା'ପରେ ତାକୁ ନଗର ବାହାରକୁ ନଇେ ପଥରମାରି ବଧ କର।