ହିତୋପଦେଶ 20:27 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 20 ହିତୋପଦେଶ 20:27

Proverbs 20:27
ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।

Proverbs 20:26Proverbs 20Proverbs 20:28

Proverbs 20:27 in Other Translations

King James Version (KJV)
The spirit of man is the candle of the LORD, searching all the inward parts of the belly.

American Standard Version (ASV)
The spirit of man is the lamp of Jehovah, Searching all his innermost parts.

Bible in Basic English (BBE)
The Lord keeps watch over the spirit of man, searching all the deepest parts of the body.

Darby English Bible (DBY)
Man's spirit is the lamp of Jehovah, searching all the inner parts of the belly.

World English Bible (WEB)
The spirit of man is Yahweh's lamp, Searching all his innermost parts.

Young's Literal Translation (YLT)
The breath of man `is' a lamp of Jehovah, Searching all the inner parts of the heart.

The
spirit
נֵ֣רnērnare
of
man
יְ֭הוָהyĕhwâYEH-va
is
the
candle
נִשְׁמַ֣תnišmatneesh-MAHT
Lord,
the
of
אָדָ֑םʾādāmah-DAHM
searching
חֹ֝פֵ֗שׂḥōpēśHOH-FASE
all
כָּלkālkahl
the
inward
parts
חַדְרֵיḥadrêhahd-RAY
of
the
belly.
בָֽטֶן׃bāṭenVA-ten

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:11
କୌଣସି ମନୁଷ୍ଯ ଏକ ମନୁଷ୍ଯର ମନକଥା ଜାଣିପା ରେ ନାହିଁ। କବଳେ ମଣିଷ ଭିତ ରେ ଥିବା ଆତ୍ମା ତା'ର ମନକଥା ଜାଣିପାରନ୍ତି। ସହେିଭଳି ପରମେଶ୍ବରଙ୍କ ମନକଥା ତାଙ୍କରି ଆତ୍ମା ବ୍ଯତୀତ କିଏ ଜାଣି ପାରିବ ?

ହିତୋପଦେଶ 20:30
ଅସତ ମାର୍ଗ କ୍ଷତିଜନକ ପ୍ରହାର ରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳଯକୁ ପ୍ରଭାବିତ କରେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:2
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 4:12
ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।

ଆଦି ପୁସ୍ତକ 2:7
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।

ଆୟୁବ ପୁସ୍ତକ 32:8
କିନ୍ତୁ ମଣିଷ ଭିତ ରେ ଏକ ଆତ୍ମା ଅଛି ଏବଂ ଏହା ସର୍ବଶକ୍ତିମାନଙ୍କର ନିଶ୍ବାସ ଯାହା ସମାନଙ୍କେୁ ସମସ୍ତ ବୁଝାମଣା ଦଇେଥାଏ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:15
ସମାନେେ ହୃଦୟ ରେ ଜାଣି ପାରନ୍ତି ଯେ କଣ ଠିକ୍ ଓ କଣ ଭୁଲ୍। ଯାହା ଠିକ୍ ତାହା ବ୍ଯବସ୍ଥା ଚ଼ା ହେଁ। ସମାନେେ ଠିକ୍ ଓ ଭୁଲ୍ ବିଷୟ ରେ ଯାହା ଅନୁଭବ କରନ୍ତି, ତାହା ଦଖାଇେ ମଧ୍ଯ ଦିଅନ୍ତି। େ ବେଳବେଳେ ସମାନଙ୍କେ ବିଚ଼ାର ସମାନଙ୍କେୁ କୁ ହେ ଯେ, ସମାନେେ ମନ୍ଦ କାମ କଲେ, ସମାନେେ ଦୋଷୀ ହୁଅନ୍ତି ଓ େ ବେଳବେଳେ ସମାନଙ୍କେର ବିଗ୍ଭର ସମାନଙ୍କେୁ କୁ ହେ ଯେ, ସମାନେେ ଉତ୍ତମ କାମ କଲେ, ସମାନେେ ନିଜକୁ ଦୋଷୀ ବିବଚେିତ କରନ୍ତି ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 3:19
ମାତ୍ର ଏହା ସତ୍ଯପ୍ ରମେ ହବୋ ଆବଶ୍ଯକ ଓ ଆଚରଣ ରେ ଆମ୍ଭେ ଏହା ଦଖାଇବୋ ଉଚିତ।