Proverbs 21:24
ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦୁକ ନାମ ରେ ବିଖ୍ଯାତ। ସେ ଆତ୍ମଗର୍ବ ଦଖାେଏ।
Proverbs 21:24 in Other Translations
King James Version (KJV)
Proud and haughty scorner is his name, who dealeth in proud wrath.
American Standard Version (ASV)
The proud and haughty man, scoffer is his name; He worketh in the arrogance of pride.
Bible in Basic English (BBE)
The man of pride, lifted up in soul, is named high-hearted; he is acting in an outburst of pride.
Darby English Bible (DBY)
Proud, arrogant, scorner is his name who dealeth in proud wrath.
World English Bible (WEB)
The proud and haughty man, "scoffer" is his name; He works in the arrogance of pride.
Young's Literal Translation (YLT)
Proud, haughty, scorner `is' his name, Who is working in the wrath of pride.
| Proud | זֵ֣ד | zēd | zade |
| and haughty | יָ֭הִיר | yāhîr | YA-heer |
| scorner | לֵ֣ץ | lēṣ | layts |
| name, his is | שְׁמ֑וֹ | šĕmô | sheh-MOH |
| who dealeth | ע֝וֹשֶׂ֗ה | ʿôśe | OH-SEH |
| in proud | בְּעֶבְרַ֥ת | bĕʿebrat | beh-ev-RAHT |
| wrath. | זָדֽוֹן׃ | zādôn | za-DONE |
Cross Reference
ହିତୋପଦେଶ 1:22
ହେ ନିର୍ବୋଧଗଣ। କେତକୋଳ ପର୍ୟ୍ଯନ୍ତ ତୁମ୍ଭେ ନିରର୍ଥକ କାର୍ୟ୍ଯ କରିବାକୁ ଭଲ ପାଇବ ? କେତକୋଳ ପର୍ୟ୍ଯନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ ? ହେ ମୂର୍ଖମାନେ ଆଉ କେତକୋଳ ବିଦ୍ଯାକୁ ଘୃଣା କରିବ ?
ଗୀତସଂହିତା 1:1
ଜଣେ ବ୍ଯକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ୟଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନ ୟାପନ କରେ ନାହିଁ, ଯେଉଁମାନେ କି ପରମେଶ୍ବରଙ୍କୁ ସମ୍ମାନ ଦଖାେନ୍ତି ନାହିଁ, ସହେି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ,
ମାଥିଉଲିଖିତ ସୁସମାଚାର 2:16
ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନଇେ ଦଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କ ଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇବର୍ଷ ତଳର କଥା ହାଇେଥିବାରୁ ସେ ବେଥ୍ଲହେିମ ଓ ତା' ଆଖପାଖ ଅଞ୍ଚଳର ଦୁଇବର୍ଷ ବା ତାଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ଯା କରିବାକୁ ଆଦେଶ ଦେଲେ।
ଯିରିମିୟ 48:29
ମାଯାେବ ବଡ଼ ଅହଙ୍କାରୀ, ଆମ୍ଭମାନେେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।
ଯିଶାଇୟ 16:6
ଏହା ଶୁଣା ଯାଉଛି ଯେ, ମାୟୋବ ଅତ୍ଯନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କୋର୍ଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।
ଉପଦେଶକ 7:8
ବିଷଯର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ। ଗୋଟିଏ ଜରାଗ୍ରସ୍ଥ ଆତ୍ମା ଏକ ଗର୍ବୀ ଆତ୍ମାଠାରୁ ଭଲ।
ହିତୋପଦେଶ 19:29
ନିନ୍ଦୁକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।
ହିତୋପଦେଶ 18:12
ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
ହିତୋପଦେଶ 16:18
ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।
ହିତୋପଦେଶ 6:17
ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
ଏଷ୍ଟର ବିବରଣ 3:5
ଯେତବେେଳେ ହାମନ ଦେଖିଲା ମର୍ଦ୍ଦଖଯ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲାନାହିଁ। ସେତବେେଳେ ସେ ଅତି କୋର୍ଧାନ୍ନିତ ହେଲା।