Proverbs 22

fullscreen24 ରାଗୀ ଲୋକ ସଙ୍ଗ ରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।

fullscreen25 ଏପରି କଲେ ତୁମ୍ଭେ ତାହାର ବାଟ ଶିକ୍ଷାକରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।

24 Make no friendship with an angry man; and with a furious man thou shalt not go:

25 Lest thou learn his ways, and get a snare to thy soul.

Proverbs 22 in Tamil and English

24 ରାଗୀ ଲୋକ ସଙ୍ଗ ରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
Make no friendship with an angry man; and with a furious man thou shalt not go:

25 ଏପରି କଲେ ତୁମ୍ଭେ ତାହାର ବାଟ ଶିକ୍ଷାକରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
Lest thou learn his ways, and get a snare to thy soul.