Proverbs 7:1
ହେ ମାରେ ପୁତ୍ର, ମାରେବାକ୍ଯକୁ ମନେ ରଖ, ମାରେ ଆଦେଶକୁ ଭୁଲ ନାହିଁ।
Proverbs 7:1 in Other Translations
King James Version (KJV)
My son, keep my words, and lay up my commandments with thee.
American Standard Version (ASV)
My son, keep my words, And lay up my commandments with thee.
Bible in Basic English (BBE)
My son, keep my sayings, and let my rules be stored up with you.
Darby English Bible (DBY)
My son, keep my words, and lay up my commandments with thee.
World English Bible (WEB)
My son, keep my words. Lay up my commandments within you.
Young's Literal Translation (YLT)
My son! keep my sayings, And my commands lay up with thee.
| My son, | בְּ֭נִי | bĕnî | BEH-nee |
| keep | שְׁמֹ֣ר | šĕmōr | sheh-MORE |
| my words, | אֲמָרָ֑י | ʾămārāy | uh-ma-RAI |
| up lay and | וּ֝מִצְוֹתַ֗י | ûmiṣwōtay | OO-mee-ts-oh-TAI |
| my commandments | תִּצְפֹּ֥ן | tiṣpōn | teets-PONE |
| with | אִתָּֽךְ׃ | ʾittāk | ee-TAHK |
Cross Reference
ହିତୋପଦେଶ 1:8
ହେ ମାରେ ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତବେେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ଯାଗ କର ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:9
କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:3
ଯେଉଁ ଲୋକମାନେ ପରମେଶ୍ବରଙ୍କ ଏହି ବାକ୍ଯ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥି ରେ ଲଖାେଥିବା ବିଷୟଗୁଡ଼ିକୁ ପାଳନ କରନ୍ତି, ସମାନେେ ଧନ୍ଯ। କାରଣ ସମୟ ନିକଟବର୍ତ୍ତୀ।
ଯୋହନଲିଖିତ ସୁସମାଚାର 15:20
ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନରେଖ: ଜଣେ ଚାକର ତାର ମୁନିବଠାରୁ ବଡ ନୁହେଁ। ଯଦି ଲୋକମାନେ ମାେତେ ତାଡନା କରିଛନ୍ତି, ତବେେ ସମାନେେ ତୁମ୍ଭକୁ ମଧ୍ଯ ତାଡନା କରିବେ। ସମାନେେ ମାରେ ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ଯ ମାନିବେ।
ଯୋହନଲିଖିତ ସୁସମାଚାର 14:23
ଯୀଶୁ ଉତ୍ତର ଦେଲେ, ଯଦି କହେି ମାେତେ ପ୍ ରମେ କରେ ତବେେ ସେ ମାହେର ଉପଦେଶ ପାଳନ କରିବ। ମାରେ ପରମପିତା ତାକୁ ପ୍ ରମେ କରିବେ। ମାରେ ପରମପିତା ଓ ମୁଁ ସହେି ଲୋକ ପାଖକୁ ଆସିବୁ ଓ ତା' ସହିତ ରହିବୁ।
ଲୂକଲିଖିତ ସୁସମାଚାର 11:28
କିନ୍ତୁ ଯୀଶୁ କହିଲେ, ପରମେଶ୍ବରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତ ରେ ସହେିମାନେ ହିଁ ଧନ୍ଯ।
ଲୂକଲିଖିତ ସୁସମାଚାର 8:15
ଏବଂ ଯେଉଁ ବୀଜ ଭଲ ମାଟି ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ସ୍ବଚ୍ଛ ଓ ପବିତ୍ର ହୃଦୟ ରେ ଶୁଣନ୍ତି, ତାହା ହୃଦୟ ରେ ଗ୍ରହଣ କରନ୍ତି, କାର୍ୟ୍ଯ ରେ ପାଳନ କରନ୍ତି ଓ ର୍ଧୈୟ୍ଯ ପୂର୍ବକ ଉତ୍ତମ ଫଳ ଫଳନ୍ତି।
ହିତୋପଦେଶ 10:14
ଜ୍ଞାନୀମାନେ ଜ୍ଞାନ ସଞ୍ଚଯ କରନ୍ତି। କିନ୍ତୁ ନିର୍ବୋଧର ମୁଖ ବିନାଶକୁ ନିମନ୍ତ୍ରଣ କରେ।
ହିତୋପଦେଶ 3:1
ହେ ମାରେ ପୁତ୍ର, ମାରେଶିକ୍ଷା ପାଶୋର ନାହିଁ। ମାରେ ଆଜ୍ଞାମାନ ମନେପକାଅ।
ହିତୋପଦେଶ 2:1
ହେ ମାରେ ପୁତ୍ର, ମାରେବାକ୍ଯ ଗ୍ରହଣ କର। ମାରେ ନିର୍ଦ୍ଦେଶ ମନେ କର।
ଆୟୁବ ପୁସ୍ତକ 22:22
ତାହାଙ୍କ ଶିକ୍ଷା ଗ୍ରହଣ କର। ସେ ଯାହା କହୁଛନ୍ତି ତା' ପ୍ରତି ଧ୍ଯାନ ଦିଅ।
ଦିତୀୟ ବିବରଣ 11:28
ଯଦି ତୁମ୍ଭମାନେେ ତାହାସବୁ ପାଳନ ନକର ତବେେ ତୁମ୍ଭମାନେେ ଅଭିଶାପ ପାଇବ। ଯଦି ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଆଜ୍ଞା ପାଳନ ନକର ଓ ଅନ୍ୟଦେଶୀଯ ଦବଗେଣଙ୍କର ପଶ୍ଚାତ ଗମନକର, ତବେେ ଅଭିଶାପ ପାଇବ।