ଗୀତସଂହିତା 102:23 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 102 ଗୀତସଂହିତା 102:23

Psalm 102:23
ମାରେ ଜୀବନର ମଝିରେ ସଦାପ୍ରଭୁ ମାରେ ବଳକୁ ହ୍ରାସ କରି, ସେ ମାରେ ଆଯୁ ଊଣା କରିଛନ୍ତି।

Psalm 102:22Psalm 102Psalm 102:24

Psalm 102:23 in Other Translations

King James Version (KJV)
He weakened my strength in the way; he shortened my days.

American Standard Version (ASV)
He weakened my strength in the way; He shortened my days.

Bible in Basic English (BBE)
He has taken my strength from me in the way; he has made short my days.

Darby English Bible (DBY)
He weakened my strength in the way, he shortened my days.

World English Bible (WEB)
He weakened my strength along the course. He shortened my days.

Young's Literal Translation (YLT)
He hath humbled in the way my power, He hath shortened my days.

He
weakened
עִנָּ֖הʿinnâee-NA
my
strength
בַדֶּ֥רֶךְbadderekva-DEH-rek
way;
the
in
כֹּחִ֗וkōḥiwkoh-HEEV
he
shortened
קִצַּ֥רqiṣṣarkee-TSAHR
my
days.
יָמָֽי׃yāmāyya-MAI

Cross Reference

ଆୟୁବ ପୁସ୍ତକ 21:21
ଯେତବେେଳେ ତାକୁ ଦିଆ ୟାଇଥିବା ସମୟ ଶଷେ ହୁଏ ଓ ସେତବେେଳେ ସେ ମରିୟାଏ। ସେ ତା'ର ପଛ ରେ ଛାଡ଼ି ୟାଇଥିବା ପରିବାର ବିଷଯ ରେ କାହିଁକି ଭାବିବ ?

ଗୀତସଂହିତା 89:38
କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କୋର୍ଧ ହାଇେଅଛି, ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ଯାଗ କରିଅଛ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:3
ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକା ରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ବରଙ୍କ ବିରୁଦ୍ଧ ରେ ବିଦ୍ରୋହ ସଂଘଟିତ ନ ହେଲା ପର୍ୟ୍ଯନ୍ତ ପ୍ରଭୁଙ୍କର ସହେି ଦିନଟି ଆସିବ ନାହିଁ। ମନ୍ଦ ବ୍ଯକ୍ତିର ଦଖାେ ନ ଦବୋ ପର୍ୟ୍ଯନ୍ତ ସହେି ଦିନଟି ଆସିବ ନାହିଁ। ସହେି ମନ୍ଦ ବ୍ଯକ୍ତି ନରକର ଅଟେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ପବିତ୍ର ଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ପରିତ୍ଯାଗ କରିବେ। ସମାନେେ ସମାନଙ୍କେୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:1
ଏହା ମନରେଖ ଯେ ଶଷେ ଦିନଗୁଡ଼ିକରେ ଅନକେ କଷ୍ଟକର ପରିସ୍ଥିତି ଆସିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:2
କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:13
ବିଶାଳ ସାପ ନିଜକୁ ପୃଥିବୀ ରେ ନିକ୍ଷପେ ହବୋର ଦେଖିଲା। ତେଣୁ ସେ ପୁତ୍ର ସନ୍ତାନ ଜାତ କରିଥିବା ନାରୀ ପେଛ ପେଛ ଦୌଡ଼ିଲା।