Psalm 109:22
ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ଯକ୍ତି ଅଟେ। ମୁଁ ବାସ୍ତବରେ ଦୁଃଖିତ। ମାରେ ହୃଦଯ ଭାଙ୍ଗିପଡ଼ିଛି।
Psalm 109:22 in Other Translations
King James Version (KJV)
For I am poor and needy, and my heart is wounded within me.
American Standard Version (ASV)
For I am poor and needy, And my heart is wounded within me.
Bible in Basic English (BBE)
For I am poor and in need, and my heart is wounded in me.
Darby English Bible (DBY)
For I am afflicted and needy, and my heart is wounded within me.
World English Bible (WEB)
For I am poor and needy. My heart is wounded within me.
Young's Literal Translation (YLT)
For I `am' poor and needy, And my heart hath been pierced in my midst.
| For | כִּֽי | kî | kee |
| I | עָנִ֣י | ʿānî | ah-NEE |
| am poor | וְאֶבְי֣וֹן | wĕʾebyôn | veh-ev-YONE |
| and needy, | אָנֹ֑כִי | ʾānōkî | ah-NOH-hee |
| heart my and | וְ֝לִבִּ֗י | wĕlibbî | VEH-lee-BEE |
| is wounded | חָלַ֥ל | ḥālal | ha-LAHL |
| within | בְּקִרְבִּֽי׃ | bĕqirbî | beh-keer-BEE |
Cross Reference
ଗୀତସଂହିତା 86:1
ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏବଂ ମାେ ପ୍ରାର୍ଥନାର ଉତ୍ତର ଦିଅ। କାରଣ ମୁଁ ଜଣେ ଦିନହୀନ ନିଃସହାୟ ମଣିଷ।
ଗୀତସଂହିତା 40:17
ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ। ହେ ମାରେ ପରମେଶ୍ବର ଆଉ ବିଳମ୍ବ କର ନାହିଁ। ମାେତେ ସାହାୟ୍ଯ କର ଓ ମାେତେ ଉଦ୍ଧାର କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:9
ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।
ଯୋହନଲିଖିତ ସୁସମାଚାର 12:27
ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ'ଣ କହିବି? ' ହେ ପରମପିତା, ମାେତେ ଏ ୟନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର', ଏଭଳି କହି କ'ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ ୟନ୍ତ୍ରଣା ଭୋଗିବି ବୋଲି ଆସିଛି।
ଲୂକଲିଖିତ ସୁସମାଚାର 22:44
ଯୀଶୁ ମର୍ମାନ୍ତକ ପୀଡା ରେ ବୁଡି ରହି ଆହୁରି ଦୃଢ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁ ରେ ପଡିଲା।
ମାଥିଉଲିଖିତ ସୁସମାଚାର 8:20
ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।
ଯିଶାଇୟ 53:3
ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।
ଗୀତସଂହିତା 109:16
କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ। ସେ ଅତ୍ଯାଚାର ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ। ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।
ଗୀତସଂହିତା 102:17
ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ବର ସମାନଙ୍କେର ପ୍ରାର୍ଥନା ଶୁଣିବେ। ସେ ସମାନଙ୍କେର ବୀନତିକୁ ଉପେକ୍ଷା କରିବେ ନାହିଁ।
ଗୀତସଂହିତା 102:4
ମାରେ ଶକ୍ତିସବୁ ଶଷେ ହାଇୟୋଇଛି। ମୁଁ ୟପରେି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରଇେଅଛି।
ଗୀତସଂହିତା 88:15
ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।
ଗୀତସଂହିତା 22:6
କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।
ଆୟୁବ ପୁସ୍ତକ 6:4
ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।
ଦିତୀୟ ରାଜାବଳୀ 4:27
ଅନନ୍ତର ସେ ପରମେଶ୍ବରଙ୍କ ଲୋକ ନିକଟକୁ ଆସି ତାଙ୍କର ଚରଣ ତଳେ ପଡିଲା। ଏଥି ରେ ଗି ହଜେୀ ତାକୁ ଟାଣିବାରୁ ପରମେଶ୍ବରଙ୍କ ଲୋକ କହିଲେ, ତାହାକୁ ଛାଡିଦିଅ। କାରଣ ତା'ର ପ୍ରାଣ ଶାେକାକୁଳ। ମାତ୍ର ସଦାପ୍ରଭୁ ମାେତେ ଜାଣାଇଲେ ନାହିଁ କ'ଣ ବାଳକ ପ୍ରତି ଘଟିଅଛି। ସେ ଏହା ମାଠାରୁେ ଗୋପନ ରଖିଲେ।