ଗୀତସଂହିତା 116:4 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 116 ଗୀତସଂହିତା 116:4

Psalm 116:4
ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!

Psalm 116:3Psalm 116Psalm 116:5

Psalm 116:4 in Other Translations

King James Version (KJV)
Then called I upon the name of the LORD; O LORD, I beseech thee, deliver my soul.

American Standard Version (ASV)
Then called I upon the name of Jehovah: O Jehovah, I beseech thee, deliver my soul.

Bible in Basic English (BBE)
Then I made my prayer to the Lord, saying, O Lord, take my soul out of trouble.

Darby English Bible (DBY)
Then called I upon the name of Jehovah: I beseech thee, Jehovah, deliver my soul.

World English Bible (WEB)
Then called I on the name of Yahweh: "Yahweh, I beg you, deliver my soul."

Young's Literal Translation (YLT)
And in the name of Jehovah I call: I pray Thee, O Jehovah, deliver my soul,

Then
called
וּבְשֵֽׁםûbĕšēmoo-veh-SHAME
I
upon
the
name
יְהוָ֥הyĕhwâyeh-VA
Lord;
the
of
אֶקְרָ֑אʾeqrāʾek-RA
O
Lord,
אָנָּ֥הʾonnâoh-NA
I
beseech
יְ֝הוָ֗הyĕhwâYEH-VA
thee,
deliver
מַלְּטָ֥הmallĕṭâma-leh-TA
my
soul.
נַפְשִֽׁי׃napšînahf-SHEE

Cross Reference

ଗୀତସଂହିତା 118:5
ମୁଁ ସଙ୍କଟରେ ଥିଲି, ତଣେୁ ସଦାପ୍ରଭୁଙ୍କର ସାହାୟ୍ଯ ପାଇଁ ଡ଼ାକିଲି। ସଦାପ୍ରଭୁ ଉତ୍ତର ଦେଲେ ଏବଂ ମାେତେ ସେଥିରୁ ମୁକ୍ତ କଲେ।

ଗୀତସଂହିତା 22:20
ହେ ସଦାପ୍ରଭୁ, ମାରେ ପ୍ରାଣକୁ ସହେି ଖଡ୍ଗରୁ ରକ୍ଷା କର। ସହେି କୁକୁରମାନଙ୍କ କବଳରୁ ମାରେ ମୂଲ୍ଯବାନ ଆତ୍ମାକୁ ରକ୍ଷା କର।

ଲୂକଲିଖିତ ସୁସମାଚାର 23:42
ତା'ପରେ ସହେି ଅପରାଧୀଟି ଯୀଶୁଙ୍କୁ କହିଲା, ଯୀଶୁ, ଆପଣ ଯେତବେେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତବେେଳେ ମାେତେ ମନେ ପକାଇବେ।

ଲୂକଲିଖିତ ସୁସମାଚାର 18:13
କରଆଦାୟକାରୀ ମଧ୍ଯ ଅଲଗା ଏକାକୀ ଠିଆ ହାଇେଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ବର୍ଗ ଆଡକୁ ମଧ୍ଯ ଚାହିଁଲନୋହିଁ। କରଆଦାୟକାରୀ ପରମେଶ୍ବରଙ୍କ ପାଖ ରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, ହେ ପରମେଶ୍ବର, ମାେ ଉପରେ ଦୟା କର। ମୁଁ ଜଣେ ପାପୀ।

ଯିଶାଇୟ 38:1
ସହେି ସମୟରେ ହିଜକିଯ ସାଂଘାତିକ ରୋଗ ରେ ପୀଡ଼ିତ ହେଲେ। ତେଣୁ ଆମାେସଙ୍କ ପୁତ୍ର ଭବିଷ୍ଯତ୍ ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ,

ଯିଶାଇୟ 37:15
ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା,

ଗୀତସଂହିତା 143:6
ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାୟ୍ଯ ଅପେକ୍ଷାରେ ଅଛି, ୟପରେି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।

ଗୀତସଂହିତା 142:4
ମାରେ ଚତୁଃପାଶର୍‌ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।

ଗୀତସଂହିତା 130:1
ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।

ଗୀତସଂହିତା 50:15
ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।

ଗୀତସଂହିତା 40:12
ଦୁଷ୍ଟ ଲୋକମାନେ ମାେ ଚାରିକଡ଼ରେ ଘରେି ରହିଛନ୍ତି। ସମାନେେ ଅନକେ ୟାହାକି ଗଣିବା କଷ୍ଟକର। ମାେ ପାପ ମାେତେ ଧରାଇ ଦଇେଛି, ତଣେୁ ମୁଁ ମାରେ ପାପରୁ ଉଦ୍ଧାର ପାଇପାରିବି ନାହିଁ। ମାରେ ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ଯାଠାରୁ ଅଧିକ ଓ ମାରେ ହୃଦଯ ମାେତେ ପରିତ୍ଯାଗ କରିଅଛି।

ଗୀତସଂହିତା 34:6
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।

ଗୀତସଂହିତା 30:7
ହଁ ସଦାପ୍ରଭୁ, ଯେ ତବେଳେ ତୁମ୍ଭେ ମାେ ପ୍ରତି ଦୟା କଲେ, ମୁଁ ସେତବେେଳେ ଭାବିଲି, କହେି ମାେତେ ପରାସ୍ତ କରିପାରିବେ ନାହିଁ। କିନ୍ତୁ ତୁମ୍ଭେ ଯେତବେେଳେ ମାେ ପାଖରୁ ଦୂରଇେ ଗଲ, ମୁଁ ସେତବେେଳେ ବ୍ଯାକୁଳ ହାଇେ ଭୟରେ ଥରି ଉଠିଲି।

ଗୀତସଂହିତା 25:17
ମାେତେ ବିପଦରୁ ମୁକ୍ତ କର। ମାରେ ସମସ୍ଯାର ସମାଧାନରେ ସହାୟକ ହୁଅ।

ଗୀତସଂହିତା 22:1
ହେ ମାରେ ପରମେଶ୍ବର, ହେ ମାରେ ସଦାପ୍ରଭୁ, କାହିଁକି ତୁମ୍ଭେ ମାେତେ ପରିତ୍ଯାଗ କଲ ? ତୁମ୍ଭେ ମାେ ନିକଟରୁ ବହୁତ ଦୂରରେ ଥାଇ କିପରି ମାେତେ ସାହାୟ୍ଯ କରିବ। ତୁମ୍ଭେ ମାରେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ ?

ଗୀତସଂହିତା 18:6
ସହେି ୟନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡ଼ାକିବାକୁ ଲାଗିଲି। ହଁ, ମୁଁ ମାରେ ପରମେଶ୍ବରଙ୍କୁ ଡ଼ାକିଲି, ସେ ଆପଣା ମନ୍ଦିରରେ ଥାଇ ମାେ ଡ଼ାକ ଶୁଣିଲେ। ସେ ମାରେ ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।

ଗୀତସଂହିତା 6:4
ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର।

ଦିତୀୟ ବଂଶାବଳୀ 33:12
ତାଙ୍କ ଉପରକୁ ଯେତବେେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କଠାରୁ ସାହାୟ୍ଯ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ସମ୍ମୁଖ ରେ ନମ୍ର କଲେ।

ଯୋହନଲିଖିତ ସୁସମାଚାର 2:2
ହି ବିବାହ ଉତ୍ସବକୁ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ମଧ୍ଯ ନିମନ୍ତ୍ରିତ ହାଇେଥିଲେ।