ଗୀତସଂହିତା 116:6 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 116 ଗୀତସଂହିତା 116:6

Psalm 116:6
ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି। ମୁଁ ଯେତବେେଳେ ଦିନହୀନ ଥିଲି ସଦାପ୍ରଭୁ ମାେତେ ରକ୍ଷା କଲେ।

Psalm 116:5Psalm 116Psalm 116:7

Psalm 116:6 in Other Translations

King James Version (KJV)
The LORD preserveth the simple: I was brought low, and he helped me.

American Standard Version (ASV)
Jehovah preserveth the simple: I was brought low, and he saved me.

Bible in Basic English (BBE)
The Lord keeps the simple; I was made low, and he was my saviour.

Darby English Bible (DBY)
Jehovah keepeth the simple: I was brought low, and he saved me.

World English Bible (WEB)
Yahweh preserves the simple. I was brought low, and he saved me.

Young's Literal Translation (YLT)
A preserver of the simple `is' Jehovah, I was low, and to me He giveth salvation.

The
Lord
שֹׁמֵ֣רšōmērshoh-MARE
preserveth
פְּתָאיִ֣םpĕtāʾyimpeh-ta-YEEM
the
simple:
יְהוָֹ֑הyĕhôâyeh-hoh-AH
low,
brought
was
I
דַּ֝לֹּתִ֗יdallōtîDA-loh-TEE
and
he
helped
וְלִ֣יwĕlîveh-LEE
me.
יְהוֹשִֽׁיעַ׃yĕhôšîaʿyeh-hoh-SHEE-ah

Cross Reference

ଗୀତସଂହିତା 79:8
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ !ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।

ଗୀତସଂହିତା 19:7
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।

ଗୀତସଂହିତା 142:6
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:22
ସବେକଗଣ ! ଏହି ପୃଥିବୀ ରେ ପ୍ରେତ୍ୟକକ କଥା ରେ ନିଜର ମାଲିକମାନଙ୍କ ଆଜ୍ଞା ପାଳନ କର। ଯେତବେେଳେ ମାଲିକ ଦେଖୁ ନାହାଁନ୍ତି, ସେତବେେଳେ ମଧ୍ଯ ଓ ସର୍ବଦା ତାହାଙ୍କ ଆଜ୍ଞା ପାଳନ କର। ଏପରି କରିବା ଦ୍ବାରା ତୁମ୍ଭମାନେେ ପ୍ରକୃତ ରେ ମନୁଷ୍ଯକୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁ ନାହଁ, ବରଂ ପ୍ରଭୁଙ୍କୁ ସମ୍ମାନ ଦେଉଥିବାରୁ, ତୁମ୍ଭମାନେେ ନିଷ୍ଠାପର ସହିତ ଆଜ୍ଞା ପାଳନ କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:3
ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:12
ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:19
ତୁମ୍ଭମାନେେ ବାଧ୍ଯ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସି। କିନ୍ତୁ ମୁଁ ଇଛା କରେ ଯେ ତୁମ୍ଭମାନେେ ଭଲ ପାଇଁ ବୁଦ୍ଧିମାନ ହାଇେ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।

ମାଥିଉଲିଖିତ ସୁସମାଚାର 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

ଯିଶାଇୟ 35:8
ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।

ଗୀତସଂହିତା 106:43
ଅନକେ ଥର ପରମେଶ୍ବର ସମାନଙ୍କେୁ ଉଦ୍ଧାର କଲେ। ମାତ୍ର ସମାନେେ କ୍ରମାଗତ ପରମେଶ୍ବରଙ୍କ ବିଦ୍ରୋହୀ ହେଲେ ଏବଂ ଆପଣା ଇଚ୍ଛାନୁସାରେ କାର୍ୟ୍ଯରେ ବହୁତ ଗଭୀର ପର୍ୟ୍ଯନ୍ତ ବୁଡ଼ିଗଲେ।

ଗୀତସଂହିତା 25:21
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ୍। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।