ଗୀତସଂହିତା 119:15 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 119 ଗୀତସଂହିତା 119:15

Psalm 119:15
ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ଯସ୍ଥି ହବୋକୁ ଚାହୁଁଛି ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।

Psalm 119:14Psalm 119Psalm 119:16

Psalm 119:15 in Other Translations

King James Version (KJV)
I will meditate in thy precepts, and have respect unto thy ways.

American Standard Version (ASV)
I will meditate on thy precepts, And have respect unto thy ways.

Bible in Basic English (BBE)
I will give thought to your orders, and have respect for your ways.

Darby English Bible (DBY)
I will meditate upon thy precepts, and have respect unto thy paths.

World English Bible (WEB)
I will meditate on your precepts, And consider your ways.

Young's Literal Translation (YLT)
In Thy precepts I meditate, And I behold attentively Thy paths.

I
will
meditate
בְּפִקּוּדֶ֥יךָbĕpiqqûdêkābeh-fee-koo-DAY-ha
in
thy
precepts,
אָשִׂ֑יחָהʾāśîḥâah-SEE-ha
respect
have
and
וְ֝אַבִּ֗יטָהwĕʾabbîṭâVEH-ah-BEE-ta
unto
thy
ways.
אֹרְחֹתֶֽיךָ׃ʾōrĕḥōtêkāoh-reh-hoh-TAY-ha

Cross Reference

ଗୀତସଂହିତା 1:2
ଉତ୍ତମ ବ୍ଯକ୍ତି ସଦାପ୍ରଭୁଙ୍କ ପ୍ରେତ୍ୟକକ ବ୍ଯବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ ଓ ଦିନ ରାତି ସଦାପ୍ରଭୁଙ୍କ ବ୍ଯବସ୍ଥା ଧ୍ଯାନ କରୁଥାଏ।

ଗୀତସଂହିତା 119:148
ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ଯାନ କରିବା ପାଇଁ ରାତ୍ରି ଉଜାଗର ରହିଲି।

ଗୀତସଂହିତା 119:97
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।

ଗୀତସଂହିତା 119:78
ଯେଉଁ ଲୋକମାନେ ନିଜକୁ ମାଠାରୁେ ଧାର୍ମିକ ଭାବନ୍ତି, ମାେ ବିଷଯରେ ମିଥ୍ଯା କହନ୍ତି। ମୁଁ ଆଶାକରେ ସମାନେେ ଲଜ୍ଜିତ ହୁଅନ୍ତୁ। ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ଯାନ କରେ।

ଗୀତସଂହିତା 119:48
ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ। ଏବଂ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଧ୍ଯାନ କରିବି।

ଗୀତସଂହିତା 119:23
ଏପରିକି ଅଧିପତିମାନେ ଶିଖନ୍ତି ଏବଂ ମାେ ବିରୁଦ୍ଧରେ ମନ୍ଦ ଉପାଯ କରନ୍ତି। ମୁଁ ତୁମ୍ଭର ଦାସ, ତୁମ୍ଭର ନିଯମର ମଧ୍ଯସ୍ଥି ହାଇେଛି।

ଯାକୁବଙ୍କ ପତ୍ 1:25
କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।

ଗୀତସଂହିତା 119:131
ହେ ସଦାପ୍ରଭୁ, ମୁଁ ତୁମ୍ଭର ସମସ୍ତ ନିର୍ଦ୍ଦେଶ ଶିକ୍ଷା କରିବାକୁ ଚା ହେଁ। ମୁଁ ସେସବୁ ପାଇଁ ର୍ଧୈୟ୍ଯଶୀଳ ହାଇେ ଅପେକ୍ଷା କରୁଅଛି, ମୁଁ ପ୍ରାଯ ନିଶ୍ବାସ ଅପ୍ରଚଳିତ।

ଗୀତସଂହିତା 119:117
ମାେତେ ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହବେି। ମୁଁ ସର୍ବଦା ତୁମ୍ଭର ନିଯମ ମାନିବି।

ଗୀତସଂହିତା 119:6
ୟଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି, ତବେେ ମୁଁ ଲଜ୍ଜିତ ହବେି ନାହିଁ।