ଗୀତସଂହିତା 119:73 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 119 ଗୀତସଂହିତା 119:73

Psalm 119:73
ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମାେତେ ନିର୍ମାଣ କଲା ଏବଂ ମୁଁ କ'ଣ ତିଆରି କଲି ? ମାେତେ ବୁଝିବା ଶକ୍ତି ପ୍ରଦାନ କର, ୟପରେିକି ମୁଁ ତୁମ୍ଭର ନିର୍ଦ୍ଦଶସବେୁ ଶିକ୍ଷା କରିପାରେ।

Psalm 119:72Psalm 119Psalm 119:74

Psalm 119:73 in Other Translations

King James Version (KJV)
Thy hands have made me and fashioned me: give me understanding, that I may learn thy commandments.

American Standard Version (ASV)
YODH. Thy hands have made me and fashioned me: Give me understanding, that I may learn thy commandments.

Bible in Basic English (BBE)
<JOD> Your hands have made me, and given me form: give me wisdom, so that I may have knowledge of your teaching.

Darby English Bible (DBY)
YOD. Thy hands have made me and fashioned me: give me understanding, and I will learn thy commandments.

World English Bible (WEB)
Your hands have made me and formed me. Give me understanding, that I may learn your commandments.

Young's Literal Translation (YLT)
`Yod.' Thy hands made me and establish me, Cause me to understand, and I learn Thy commands.

Thy
hands
יָדֶ֣יךָyādêkāya-DAY-ha
have
made
עָ֭שׂוּנִיʿāśûnîAH-soo-nee
me
and
fashioned
וַֽיְכוֹנְנ֑וּנִיwaykônĕnûnîva-hoh-neh-NOO-nee
understanding,
me
give
me:
הֲ֝בִינֵ֗נִיhăbînēnîHUH-vee-NAY-nee
that
I
may
learn
וְאֶלְמְדָ֥הwĕʾelmĕdâveh-el-meh-DA
thy
commandments.
מִצְוֹתֶֽיךָ׃miṣwōtêkāmee-ts-oh-TAY-ha

Cross Reference

ଗୀତସଂହିତା 139:14
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ଯବାଦ ଦିଏ କାରଣ ତୁମ୍ଭେ ମାେତେ ଏଭଳି ଏକ ଆଶ୍ଚର୍ୟ୍ଯଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ୟେ, ତୁମ୍ଭର କାମ ଅଦ୍ଭୁତ ଅଟେ।

ଗୀତସଂହିତା 138:8
ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମାେତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତଣେୁ ଆମ୍ଭକୁ ପରିତ୍ଯାଗ କର ନାହିଁ।

ଗୀତସଂହିତା 111:10
ଜ୍ଞାନ ପରମେଶ୍ବରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସମାନେେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାୟିବ।

ଗୀତସଂହିତା 119:169
ହେ ସଦାପ୍ରଭୁ, ମାରେ ସାହାୟ୍ଯ ପାଇଁ କାକୂକ୍ତି ଶୁଣ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ବୁଦ୍ଧିମାନ କର।

ଗୀତସଂହିତା 119:144
ସଦାପ୍ରଭୁ, ତୁମ୍ଭର ପ୍ରମାଣ ବାକ୍ଯଗୁଡ଼ିକ ଚିରକାଳ ଉତ୍ତମ। ତାହାସବୁ ବୁଝିବାରେ ସହାୟ ହୁଅ, ୟପରେିକି ମୁଁ ବଞ୍ଚିପାରିବି।

ଗୀତସଂହିତା 119:125
ମୁଁ ତୁମ୍ଭର ଦାସ, ତୁମ୍ଭର ବ୍ଯବସ୍ଥାସବୁ ବୁଝିବାରେ ମାେତେ ସାହାୟ୍ଯ କର।

ଗୀତସଂହିତା 100:3
ତୁମ୍ଭମାନେେ ଜାଣ ସଦାପ୍ରଭୁ ହିଁ ପରମେଶ୍ବର ଅଟନ୍ତି। ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମଷେ।

ଆୟୁବ ପୁସ୍ତକ 31:15
ପରମେଶ୍ବର ମାରେ ମା'ର ଶରୀର ଭିତ ରେ ମାେତେ ସୃଷ୍ଟି କରିଛନ୍ତି। ସେ ମଧ୍ଯ ମାରେ ଦାସମାନଙ୍କୁ ସୃଷ୍ଟି କରିଛନ୍ତି। ପରମେଶ୍ବର ଆମ୍ଭକୁ ମା'ର ଗର୍ଭ ଭିତ ରେ ଗଢ଼ିଛନ୍ତି।

ଯୋହନଙ୍କ ପ୍ରଥମ ପତ୍ର 5:20
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।

ଯାକୁବଙ୍କ ପତ୍ 3:18
ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସମାନେେ ଧାର୍ମିକ ଜୀବନଯାପନ ଦ୍ବାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:7
ମୁଁ ଯେଉଁ କଥା କହୁଛି, ତାହା ବିଷୟ ରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦବେେ।

ଗୀତସଂହିତା 119:34
ସେସବୁକୁ ବୁଝିବା ପାଇଁ ମାେତେ ସାହାୟ୍ଯ କର। ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି। ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତାହାକୁ ପାଳନ କରିବି।

ଆୟୁବ ପୁସ୍ତକ 32:8
କିନ୍ତୁ ମଣିଷ ଭିତ ରେ ଏକ ଆତ୍ମା ଅଛି ଏବଂ ଏହା ସର୍ବଶକ୍ତିମାନଙ୍କର ନିଶ୍ବାସ ଯାହା ସମାନଙ୍କେୁ ସମସ୍ତ ବୁଝାମଣା ଦଇେଥାଏ।

ଆୟୁବ ପୁସ୍ତକ 10:8
ହେ ପରମେଶ୍ବର, ତୁମ୍ଭେ ମାେତେ ତୁମ୍ଭ ହାତ ରେ ଗଢ଼ିଛ। ମାରେ ଶରୀରକୁ ତୁମ୍ଭେ ନିର୍ମାଣ କରିଛ। କିନ୍ତୁ ବର୍ତ୍ତମାନ ତୁମ୍ଭେ ବଦଳିଛ ଏବଂ ମାେତେ ଧ୍ବଂସ କରିଛ।

ଦିତୀୟ ବଂଶାବଳୀ 2:12
ହୂରମ୍ ଆହୁରି ମଧ୍ଯ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ପ୍ରଶଂସା କର। ସେ ସ୍ବର୍ଗ ଓ ମର୍ତ୍ତ୍ଯ ସୃଷ୍ଟି କଲେ। ସେ ରାଜା ଦାଉଦଙ୍କୁ ଏକ ଜ୍ଞାନୀ ପୁତ୍ର ଦେଲେ, ଜଣେ ପୁତ୍ର ଯାହାର ଜ୍ଞାନ ଓ ବୁଝାମଣା ଶକ୍ତି ଅଛି। ସହେି ପୁତ୍ର ସଦାପ୍ରଭୁଙ୍କ ନିମନ୍ତେ ଏକ ମନ୍ଦିର ଏବଂ ନିଜ ନିମନ୍ତେ ଏକ ରାଜକୀଯ ପ୍ରାସାଦ ନିର୍ମାଣ କରୁଛନ୍ତି।

ପ୍ରଥମ ବଂଶାବଳୀ 22:12
ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା କରିବେ। ତୁମ୍ଭେ ଯେପରି ଲୋକମାନଙ୍କୁ ପରିଚାଳିତ କରିପାରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିଯମର ବାଧ୍ଯ ହାଇପୋରିବ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ପ୍ରଦାନ କରନ୍ତୁ।