Psalm 121:2
ମାରେ ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିବ ୟିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
Psalm 121:2 in Other Translations
King James Version (KJV)
My help cometh from the LORD, which made heaven and earth.
American Standard Version (ASV)
My help `cometh' from Jehovah, Who made heaven and earth.
Bible in Basic English (BBE)
Your help comes from the Lord, who made heaven and earth.
Darby English Bible (DBY)
My help [cometh] from Jehovah, who made the heavens and the earth.
World English Bible (WEB)
My help comes from Yahweh, Who made heaven and earth.
Young's Literal Translation (YLT)
My help `is' from Jehovah, maker of heaven and earth,
| My help | עֶ֭זְרִי | ʿezrî | EZ-ree |
| cometh from | מֵעִ֣ם | mēʿim | may-EEM |
| Lord, the | יְהוָ֑ה | yĕhwâ | yeh-VA |
| which made | עֹ֝שֵׂ֗ה | ʿōśē | OH-SAY |
| heaven | שָׁמַ֥יִם | šāmayim | sha-MA-yeem |
| and earth. | וָאָֽרֶץ׃ | wāʾāreṣ | va-AH-rets |
Cross Reference
ଗୀତସଂହିତା 124:8
ଆମ୍ଭମାନଙ୍କର ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିଲା, ୟିଏ ସ୍ବର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
ଗୀତସଂହିତା 115:15
ସ୍ବର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
ଯିଶାଇୟ 40:28
ତୁମ୍ଭେ କ'ଣ ଜାଣି ନାହଁ ? ତୁମ୍ଭେ କ'ଣ ଶୁଣି ନାହଁ ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ବର। ସଦାପ୍ରଭୁ କ୍ଲାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ଯ।
ଯିଶାଇୟ 41:13
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:6
ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା :
ଗୀତସଂହିତା 46:1
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ଗୀତସଂହିତା 146:5
କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ଯିରିମିୟ 20:11
କିନ୍ତୁ ସଦାପ୍ରଭୁ ମାେ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମାେତେ ଆଶ୍ରଯ ଦଇେଅଛନ୍ତି। ତେଣୁ ମାରେ ତାଡ଼ନାକାରୀମାନେ ବିଫଳ ହବେ ଓ ମାେତେ ପରାସ୍ତ କରିପାରିବେ ନାହିଁ। ସମାନେେ ଘାରେ ଅପମାନିତ ହବେ କାରଣ ସମାନେେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶଷେ କରିପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ଯସ୍ଥାଯୀ ହବେ ଓ ଲୋକେ ତାହା ଭୁଲିବେ ନାହିଁ।
ହୋଶେୟ 13:9
ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।