ଗୀତସଂହିତା 121:3 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 121 ଗୀତସଂହିତା 121:3

Psalm 121:3
ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।

Psalm 121:2Psalm 121Psalm 121:4

Psalm 121:3 in Other Translations

King James Version (KJV)
He will not suffer thy foot to be moved: he that keepeth thee will not slumber.

American Standard Version (ASV)
He will not suffer thy foot to be moved: He that keepeth thee will not slumber.

Bible in Basic English (BBE)
May he not let your foot be moved: no need of sleep has he who keeps you.

Darby English Bible (DBY)
He will not suffer thy foot to be moved; he that keepeth thee will not slumber.

World English Bible (WEB)
He will not allow your foot to be moved. He who keeps you will not slumber.

Young's Literal Translation (YLT)
He suffereth not thy foot to be moved, Thy preserver slumbereth not.

He
will
not
אַלʾalal
suffer
יִתֵּ֣ןyittēnyee-TANE
thy
foot
לַמּ֣וֹטlammôṭLA-mote
moved:
be
to
רַגְלֶ֑ךָraglekārahɡ-LEH-ha
he
that
keepeth
אַלʾalal
thee
will
not
יָ֝נ֗וּםyānûmYA-NOOM
slumber.
שֹֽׁמְרֶֽךָ׃šōmĕrekāSHOH-meh-REH-ha

Cross Reference

ହିତୋପଦେଶ 3:26
କାରଣ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ପାଦକୁ ଫାନ୍ଦରୁ ପଡ଼ିବା ପୂର୍ବରୁ ରକ୍ଷା କରିବେ।

ପ୍ରଥମ ଶାମୁୟେଲ 2:9
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।

ହିତୋପଦେଶ 3:23
ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।

ପିତରଙ୍କ ପ୍ରଥମ ପତ୍ 1:5
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।

ଯିଶାଇୟ 27:3
ମୁଁ, ସଦାପ୍ରଭୁ ସହେି ଉଦ୍ୟାନକୁ ରକ୍ଷା କରିବି। ଯଥା ସମୟରେ ସେଥି ରେ ଜଳ ସଚେନ କରିବି। ଦିବାରାତ୍ର ତାକୁ ଜଗି ରହିବି ଯେପରି କହେି ତା'ର କିଛି କ୍ଷତି କରିବେ ନାହିଁ।

ହିତୋପଦେଶ 2:8
ସେ ଯେଉଁ ଲୋକମାନେ ନ୍ଯାଯ ପଥରେ ଚାଲନ୍ତି, ସମାନଙ୍କେୁ ରକ୍ଷା କରନ୍ତି ଏବଂ ତାଙ୍କର ପବିତ୍ର ଲୋକମାନଙ୍କର ଗତି ସୁରକ୍ଷିତ କରନ୍ତି।

ଗୀତସଂହିତା 127:1
ସଦାପ୍ରଭୁ ୟବେେ ଗୃହ ନିର୍ମାଣ ନ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।

ଗୀତସଂହିତା 91:12
ତୁମ୍ଭଙ୍କୁ ଦୂତମାନେ ସାହାୟ୍ଯ କରିବେ, ୟପରେିକି ତୁମ୍ଭର ପାଦ ପଥରରେ ବାଡ଼ଇେ ନ ହୁଏ।

ଗୀତସଂହିତା 66:9
ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି।

ଗୀତସଂହିତା 41:2
ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସହେି ବ୍ଯକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ବର ତା'ର ଶତ୍ରୁମାନଙ୍କ ଦ୍ବାରା ତାକୁ ଧ୍ବଂସ ହବୋକୁ ଦବେେ ନାହିଁ।