ଗୀତସଂହିତା 126

1 ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।

2 ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।

3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ, ତହିଁରେ ଆମ୍ଭମାନେେ ଖୁସି ଅଟୁ।

4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ୟପରେି ମରୁଭୂମିରେ ଝରଣାରୁ ଜଳଷୋର୍ତ ବ ହେ।

5 ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।

6 ୟଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷତକେୁ ନଇୟୋଏ, ତଥାପି ସେ ଅମଳ ଘରକୁ ଆଣିବା ସମଯରେ ଖୁସି ହୁଏ।

1 A Song of degrees.

2 When the Lord turned again the captivity of Zion, we were like them that dream.

3 Then was our mouth filled with laughter, and our tongue with singing: then said they among the heathen, The Lord hath done great things for them.

4 The Lord hath done great things for us; whereof we are glad.

5 Turn again our captivity, O Lord, as the streams in the south.

6 They that sow in tears shall reap in joy.

7 He that goeth forth and weepeth, bearing precious seed, shall doubtless come again with rejoicing, bringing his sheaves with him.