ଗୀତସଂହିତା 132:9 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 132 ଗୀତସଂହିତା 132:9

Psalm 132:9
ସଦାପ୍ରଭୁ ତୁମ୍ଭର ୟାଜକମାନେ ବିଜଯ ପରିହିତ ହୁଅନ୍ତୁ ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।

Psalm 132:8Psalm 132Psalm 132:10

Psalm 132:9 in Other Translations

King James Version (KJV)
Let thy priests be clothed with righteousness; and let thy saints shout for joy.

American Standard Version (ASV)
Let thy priest be clothed with righteousness; And let thy saints shout for joy.

Bible in Basic English (BBE)
Let your priests be clothed with righteousness; and let your saints give cries of joy.

Darby English Bible (DBY)
Let thy priests be clothed with righteousness, and let thy saints shout for joy.

World English Bible (WEB)
Let your priest be clothed with righteousness. Let your saints shout for joy!"

Young's Literal Translation (YLT)
Thy priests do put on righteousness, And Thy pious ones cry aloud.

Let
thy
priests
כֹּהֲנֶ֥יךָkōhănêkākoh-huh-NAY-ha
be
clothed
יִלְבְּשׁוּyilbĕšûyeel-beh-SHOO
with
righteousness;
צֶ֑דֶקṣedeqTSEH-dek
saints
thy
let
and
וַחֲסִידֶ֥יךָwaḥăsîdêkāva-huh-see-DAY-ha
shout
for
joy.
יְרַנֵּֽנוּ׃yĕrannēnûyeh-ra-nay-NOO

Cross Reference

ଯିଶାଇୟ 61:10
ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।

ଗୀତସଂହିତା 132:16
ଆମ୍ଭେ ତାଙ୍କର ୟାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ବନି କରିବେ।

ଆୟୁବ ପୁସ୍ତକ 29:14
ଧାର୍ମିକତା ମାରେ ବସ୍ତ୍ର ନ୍ଯାଯ ମାରେ ଚୋଗା ଓ ମାରେ ପଗଡ଼ି ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:8
କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।

ପିତରଙ୍କ ପ୍ରଥମ ପତ୍ 5:5
ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:14
ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

ଯିଖରିୟ 9:9
ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।

ସିଫନିୟ 3:14
ହେ ୟିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇଶ୍ରାୟେଲ ମଧ୍ଯ ଆନନ୍ଦ କରିବ। ୟିରୁଶାଲମ ମଧ୍ଯ ସୁଖୀ ହବେ।

ଯିଶାଇୟ 65:14
ଆମ୍ଭର ଦାସମାନେ ଆନନ୍ଦ ରେ ଗାନ କରିବେ କାରଣ ସମାନଙ୍କେ ହୃଦଯ ସୁଖ ରେ ପରିପୂର୍ଣ୍ଣ । ମାତ୍ର ତୁମ୍ଭେ ମନ୍ଦାଚାରୀଗଣ ହୃଦଯର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ଯ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।

ଗୀତସଂହିତା 149:5
ପରମେଶ୍ବରଙ୍କ ଅନୁସରଣକାରୀ ତୁମ୍ଭମାନେେ ଗୌରବରେ ଆନନ୍ଦ କର !ଆପଣା ଶୟ୍ଯା ଉପରେ ମଧ୍ଯ ଆନନ୍ଦର ସହ ଗାନ କର।

ଗୀତସଂହିତା 104:1
ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭେ ମହାନ୍। ତୁମ୍ଭେ ସମ୍ଭ୍ରମ ଓ ଐଶ୍ଚର୍ୟ୍ଯରେ ବିଭୂଷିତ।

ଗୀତସଂହିତା 93:1
ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ନ ୟାଏ।

ଗୀତସଂହିତା 70:4
ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ବଷେଣ କରନ୍ତି, ସମାନେେ ବହୁତ ଉଲ୍ଲସିତ ଓ ଖୁସି ହୁଅନ୍ତି। ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି, ସର୍ବଦା କହିବେ, ପରମେଶ୍ବର ମହାନ ଅଟନ୍ତି।

ଗୀତସଂହିତା 68:3
ପରମେଶ୍ବରଙ୍କ ସହିତ ଧାର୍ମିକ ଲୋକମାନେ ଖୁସି ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ବରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସମାନେେ ଆନନ୍ଦର ସହିତ ପାଳନ କରନ୍ତି।

ଗୀତସଂହିତା 47:1
ହେ ସର୍ବଗୋଷ୍ଠୀଯମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।

ଗୀତସଂହିତା 35:26
ମୁଁ ଆଶା କରୁଛି ମାରେ ଶତ୍ରୁମାନେ ଲଜ୍ଜିତ ହବେେ ଓ ନିରାଶ ହବେେ। ଯେତବେେଳେ ମାେ ଉପରେ ବିପଦ ପଡ଼େ ସହେି ଲୋକମାନେ ଖୁସି ହୁଅନ୍ତି। ସମାନେେ ଭାବନ୍ତି ସମାନେେ ମାଠାରୁେ ଭଲ। ତଣେୁ ସହେି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘାଡ଼ୋଇ ହାଇଯୋଉ।

ଏଜ୍ରା 3:11
ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।

ବିଚାରକର୍ତାମାନଙ୍କ ବିବରଣ 5:31
ହେ ସଦାପ୍ରଭୁ ତୁମ୍ଭର ସମସ୍ତ ଶତୃ ଏହିପରି ବିନଷ୍ଠ ହକ୍ସ୍ଟଅନ୍ତକ୍ସ୍ଟ। ମାତ୍ର, ତାଙ୍କର ପ୍ ରମେକାରୀମାନେ ସ୍ବପରାକ୍ରମ ରେ ଗତିକାରି ସୂର୍ୟ୍ଯ ତକ୍ସ୍ଟଲ୍ଯ ହକ୍ସ୍ଟଅନ୍ତକ୍ସ୍ଟ।