Psalm 135:3
ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି। ତାଙ୍କ ନାମର ପ୍ରଶଂସାଗାନ କର, କାରଣ ଏହା ଆନନ୍ଦ ଆଣେ।
Psalm 135:3 in Other Translations
King James Version (KJV)
Praise the LORD; for the LORD is good: sing praises unto his name; for it is pleasant.
American Standard Version (ASV)
Praise ye Jehovah; for Jehovah is good: Sing praises unto his name; for it is pleasant.
Bible in Basic English (BBE)
Give praise to Jah, for he is good: make melody to his name, for it is pleasing.
Darby English Bible (DBY)
Praise ye Jah; for Jehovah is good: sing psalms unto his name; for it is pleasant.
World English Bible (WEB)
Praise Yah, for Yahweh is good. Sing praises to his name, for that is pleasant.
Young's Literal Translation (YLT)
Praise ye Jah! for Jehovah `is' good, Sing praise to His name, for `it is' pleasant.
| Praise | הַֽ֭לְלוּ | hallû | HAHL-loo |
| the Lord; | יָהּ | yāh | ya |
| for | כִּי | kî | kee |
| the Lord | ט֣וֹב | ṭôb | tove |
| is good: | יְהוָ֑ה | yĕhwâ | yeh-VA |
| praises sing | זַמְּר֥וּ | zammĕrû | za-meh-ROO |
| unto his name; | לִ֝שְׁמ֗וֹ | lišmô | LEESH-MOH |
| for | כִּ֣י | kî | kee |
| it is pleasant. | נָעִֽים׃ | nāʿîm | na-EEM |
Cross Reference
ଗୀତସଂହିତା 147:1
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !କାରଣ ଆମ୍ଭର ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ପ୍ରଶଂସା ଗାନ କରିବା ଉତ୍ତମ !ପରମେଶ୍ବରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମ ନୋହର ଅଟେ।
ଗୀତସଂହିତା 119:68
ହେ ପରମେଶ୍ବର, ତୁମ୍ଭେ ମଙ୍ଗଳମଯ, ତୁମ୍ଭେ ମଙ୍ଗଳ କର। ମାେତେ ତୁମ୍ଭର ନିଯମସବୁ ଶିଖାଅ।
ମାଥିଉଲିଖିତ ସୁସମାଚାର 19:17
ଯୀଶୁ ସେ ଲୋକକୁ ପଚ଼ାରିଲେ, ଭଲ କାମ ବିଷୟ ରେ ମାେତେ କାହିଁକି ପଚ଼ାରୁଛ? ଭଲ ତ କବଳେ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ବର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଚ଼ାହୁଁଛ, ତବେେ ଆଦେଶଗୁଡ଼ିକ ପାଳନ କର।
ଗୀତସଂହିତା 145:7
ଲୋକମାନେ ତୁମ୍ଭର ମହାନ୍ ଉତ୍ତମତା ବିଷଯରେ କୁହନ୍ତୁ ଓ ସମାନେେ ତୁମ୍ଭ ଧାର୍ମିକତା ବିଷଯରେ ଗାନ କରନ୍ତୁ।
ଗୀତସଂହିତା 136:1
ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ଗୀତସଂହିତା 118:1
ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମଯ ପରମେଶ୍ବର ଅଟନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ଗୀତସଂହିତା 107:1
ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।
ଗୀତସଂହିତା 106:1
ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କର ଧନ୍ଯବାଦ କର, କାରଣ ସେ ଉତ୍ତମ !ତାଙ୍କର ପ୍ରମେ ଅନନ୍ତକାଳସ୍ଥାଯୀ !
ଗୀତସଂହିତା 100:5
ସଦାପ୍ରଭୁ ଉତ୍ତମ ଅଟନ୍ତି। ତାଙ୍କର ପ୍ରମେ ଚିରକାଳସ୍ଥାଯୀ। ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।
ଗୀତସଂହିତା 92:1
ସଦାପ୍ରଭୁଙ୍କର ଧନ୍ଯବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ବର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
ଗୀତସଂହିତା 63:5
ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।
ଗୀତସଂହିତା 33:1
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ବରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶାେଭନୀଯ।