ଗୀତସଂହିତା 136
1 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
2 ଦବେତାମାନଙ୍କର ଦବେତାର ପ୍ରଶଂସା କର। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
3 ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
4 ୟେ ଆଶ୍ଚର୍ୟ୍ଯକାର୍ୟ୍ଯମାନ କରନ୍ତି, ତାଙ୍କର ପ୍ରଶଂସା କର। ତାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
5 ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
6 ପରମେଶ୍ବର ୟେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
7 ପରମେଶ୍ବର ମହାନ୍ ଜ୍ଯୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
8 ପରମେଶ୍ବର ଦିବସରେ କତ୍ତୃର୍ତ୍ବ କରିବା ପାଇଁ ସୂର୍ୟ୍ଯକୁ ସୃଷ୍ଟି କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
9 ପରମେଶ୍ବର ରାତ୍ରିରେ କତ୍ତୃର୍ତ୍ବ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
10 ପରମେଶ୍ବର ମିଶରର ପ୍ରଥମଜାତ ମନୁଷ୍ଯ ଏବଂ ପଶୁମାନଙ୍କୁ ହତ୍ଯା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
11 ପରମେଶ୍ବର ମିଶର ମଧ୍ଯରୁ ଇଶ୍ରାୟେଲକୁ ବାହାର କରି ଆଣିଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
12 ପରମେଶ୍ବର ତାଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦଖାଇେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
13 ପରମେଶ୍ବର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାଙ୍କର ବିଶ୍ବସ୍ତ ପ୍ରମେ ଅନନ୍ତକାଳସ୍ଥାଯୀ।
14 ପରମେଶ୍ବର ଇଶ୍ରାୟେଲକୁ ଏଥି ମଧ୍ୟରେ ଗମନ କରାଇଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
15 ପରମେଶ୍ବର ଫାରୋ ସ ତାହାର ସୈନ୍ଯଗଣଙ୍କୁ ସୁଫ ସାଗରରେ ବୁଡ଼ାଇ ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
16 ପରମେଶ୍ବର ମରୁଭୂମି ଦଇେ ଆପଣା ଲୋକମାନଙ୍କୁ ଆଗଇେ ନଲେେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
17 ପରମେଶ୍ବର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
18 ପରମେଶ୍ବର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
19 ପରମେଶ୍ବର ଇ ମାରେୀଯମାନଙ୍କର ରାଜା ସୀହାନକେୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
20 ପରମେଶ୍ବର ବାଶନର ରାଜା ଓଗକୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
21 ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ତାଙ୍କ ଭୂମି ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
22 ପରମେଶ୍ବର ସହେି ଭୂମିକୁ ଇଶ୍ରାୟେଲଙ୍କୁ ଦାନ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
23 ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
24 ପରମେଶ୍ବର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
25 ପରମେଶ୍ବର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ୟୋଗାନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
26 ସ୍ବର୍ଗର ପରମେଶ୍ବରଙ୍କ ପ୍ରଶଂସା କର !ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
1 O give thanks unto the Lord; for he is good: for his mercy endureth for ever.
2 O give thanks unto the God of gods: for his mercy endureth for ever.
3 O give thanks to the Lord of lords: for his mercy endureth for ever.
4 To him who alone doeth great wonders: for his mercy endureth for ever.
5 To him that by wisdom made the heavens: for his mercy endureth for ever.
6 To him that stretched out the earth above the waters: for his mercy endureth for ever.
7 To him that made great lights: for his mercy endureth for ever:
8 The sun to rule by day: for his mercy endureth for ever:
9 The moon and stars to rule by night: for his mercy endureth for ever.
10 To him that smote Egypt in their firstborn: for his mercy endureth for ever:
11 And brought out Israel from among them: for his mercy endureth for ever:
12 With a strong hand, and with a stretched out arm: for his mercy endureth for ever.
13 To him which divided the Red sea into parts: for his mercy endureth for ever:
14 And made Israel to pass through the midst of it: for his mercy endureth for ever:
15 But overthrew Pharaoh and his host in the Red sea: for his mercy endureth for ever.
16 To him which led his people through the wilderness: for his mercy endureth for ever.
17 To him which smote great kings: for his mercy endureth for ever:
18 And slew famous kings: for his mercy endureth for ever:
19 Sihon king of the Amorites: for his mercy endureth for ever:
20 And Og the king of Bashan: for his mercy endureth for ever:
21 And gave their land for an heritage: for his mercy endureth for ever:
22 Even an heritage unto Israel his servant: for his mercy endureth for ever.
23 Who remembered us in our low estate: for his mercy endureth for ever:
24 And hath redeemed us from our enemies: for his mercy endureth for ever.
25 Who giveth food to all flesh: for his mercy endureth for ever.
26 O give thanks unto the God of heaven: for his mercy endureth for ever.
Psalm 136 in Tamil and English
1 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
O give thanks unto the Lord; for he is good: for his mercy endureth for ever.
2 ଦବେତାମାନଙ୍କର ଦବେତାର ପ୍ରଶଂସା କର। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
O give thanks unto the God of gods: for his mercy endureth for ever.
3 ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
O give thanks to the Lord of lords: for his mercy endureth for ever.
4 ୟେ ଆଶ୍ଚର୍ୟ୍ଯକାର୍ୟ୍ଯମାନ କରନ୍ତି, ତାଙ୍କର ପ୍ରଶଂସା କର। ତାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
To him who alone doeth great wonders: for his mercy endureth for ever.
5 ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
To him that by wisdom made the heavens: for his mercy endureth for ever.
6 ପରମେଶ୍ବର ୟେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
To him that stretched out the earth above the waters: for his mercy endureth for ever.
7 ପରମେଶ୍ବର ମହାନ୍ ଜ୍ଯୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
To him that made great lights: for his mercy endureth for ever:
8 ପରମେଶ୍ବର ଦିବସରେ କତ୍ତୃର୍ତ୍ବ କରିବା ପାଇଁ ସୂର୍ୟ୍ଯକୁ ସୃଷ୍ଟି କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
The sun to rule by day: for his mercy endureth for ever:
9 ପରମେଶ୍ବର ରାତ୍ରିରେ କତ୍ତୃର୍ତ୍ବ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
The moon and stars to rule by night: for his mercy endureth for ever.
10 ପରମେଶ୍ବର ମିଶରର ପ୍ରଥମଜାତ ମନୁଷ୍ଯ ଏବଂ ପଶୁମାନଙ୍କୁ ହତ୍ଯା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
To him that smote Egypt in their firstborn: for his mercy endureth for ever:
11 ପରମେଶ୍ବର ମିଶର ମଧ୍ଯରୁ ଇଶ୍ରାୟେଲକୁ ବାହାର କରି ଆଣିଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
And brought out Israel from among them: for his mercy endureth for ever:
12 ପରମେଶ୍ବର ତାଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦଖାଇେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
With a strong hand, and with a stretched out arm: for his mercy endureth for ever.
13 ପରମେଶ୍ବର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାଙ୍କର ବିଶ୍ବସ୍ତ ପ୍ରମେ ଅନନ୍ତକାଳସ୍ଥାଯୀ।
To him which divided the Red sea into parts: for his mercy endureth for ever:
14 ପରମେଶ୍ବର ଇଶ୍ରାୟେଲକୁ ଏଥି ମଧ୍ୟରେ ଗମନ କରାଇଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
And made Israel to pass through the midst of it: for his mercy endureth for ever:
15 ପରମେଶ୍ବର ଫାରୋ ସ ତାହାର ସୈନ୍ଯଗଣଙ୍କୁ ସୁଫ ସାଗରରେ ବୁଡ଼ାଇ ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
But overthrew Pharaoh and his host in the Red sea: for his mercy endureth for ever.
16 ପରମେଶ୍ବର ମରୁଭୂମି ଦଇେ ଆପଣା ଲୋକମାନଙ୍କୁ ଆଗଇେ ନଲେେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
To him which led his people through the wilderness: for his mercy endureth for ever.
17 ପରମେଶ୍ବର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
To him which smote great kings: for his mercy endureth for ever:
18 ପରମେଶ୍ବର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
And slew famous kings: for his mercy endureth for ever:
19 ପରମେଶ୍ବର ଇ ମାରେୀଯମାନଙ୍କର ରାଜା ସୀହାନକେୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
Sihon king of the Amorites: for his mercy endureth for ever:
20 ପରମେଶ୍ବର ବାଶନର ରାଜା ଓଗକୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
And Og the king of Bashan: for his mercy endureth for ever:
21 ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ତାଙ୍କ ଭୂମି ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
And gave their land for an heritage: for his mercy endureth for ever:
22 ପରମେଶ୍ବର ସହେି ଭୂମିକୁ ଇଶ୍ରାୟେଲଙ୍କୁ ଦାନ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
Even an heritage unto Israel his servant: for his mercy endureth for ever.
23 ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
Who remembered us in our low estate: for his mercy endureth for ever:
24 ପରମେଶ୍ବର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
And hath redeemed us from our enemies: for his mercy endureth for ever.
25 ପରମେଶ୍ବର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ୟୋଗାନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
Who giveth food to all flesh: for his mercy endureth for ever.
26 ସ୍ବର୍ଗର ପରମେଶ୍ବରଙ୍କ ପ୍ରଶଂସା କର !ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
O give thanks unto the God of heaven: for his mercy endureth for ever.