Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Psalm 146 KJV ASV BBE DBY WBT WEB YLT

Psalm 146 in Oriya WBT Compare Webster's Bible

Psalm 146

1 ସଦାପ୍ରଭୁଙ୍କର ପ୍ରଶଂସା କର !ମୁଁ ନିଜକୁ କ ହେ, ସଦାପ୍ରଭୁଙ୍କର ପ୍ରଶଂସା କର।

2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।

3 ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।

4 ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।

5 କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।

6 ସଦାପ୍ରଭୁ ସ୍ବର୍ଗ, ପୃଥିବୀ, ସମୁଦ୍ର ଏବଂ ଏଥିରେ ଥିବା ପ୍ରେତ୍ୟକକ ବସ୍ତୁ ମଧ୍ଯ ତିଆରି କଲେ। ସେ ସର୍ବଦା ବିଶ୍ବସ୍ତ ଅଟନ୍ତି।

7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।

8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।

9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।

10 ସଦାପ୍ରଭୁ ଚିରକାଳ ରାଜ୍ଯ କରିବେ। ହେ ସିୟୋନ, ତୁମ୍ଭର ପରମେଶ୍ବର ସଦାସର୍ବଦା ରାଜ୍ଯ କରିବେ। ସଦାପ୍ରଭୁଙ୍କର ପ୍ରଶଂସା କର।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close