ଗୀତସଂହିତା 15

1 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ ?

2 କବଳେ ଯେଉଁ ବ୍ଯକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ୟାପନ କରେ, ଭଲ କାର୍ୟ୍ଯ କରେ ଓ ଅନ୍ତରରୁ ସତ୍ଯକଥା ପ୍ରକାଶ କରେ ସେ କବଳେ ତୁମ୍ଭର ପବିତ୍ର ପର୍ବତରେ ବାସ କରିପାରିବ।

3 ସହେିଭଳି ମନୁଷ୍ଯ ୟିଏ କବେେ ଅନ୍ୟମାନଙ୍କ ବିଷଯରେ ମିଥ୍ଯା କଥା କ ହେ ନାହିଁ। ସହେି ବ୍ଯକ୍ତି ୟିଏ କବେେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ। ସହେି ବ୍ଯକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷଯରେ ମଧ୍ଯ କ ହେ ନାହିଁ।

4 ଯେଉଁ ବ୍ଯକ୍ତି ପରମେଶ୍ବରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସହେି ବ୍ଯକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସବୋ କରୁଥିବା ଲୋକମାନଙ୍କୁ ସମ୍ମାନ ଦଖାେଏ। ୟଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦଇେଥାଏ ତବେେ ସହେି ପ୍ରତିଶ୍ରୁତିକୁ ପାଳନ କରେ।

5 ୟଦି ଜଣେ ବ୍ଯକ୍ତି କିଛି ଧନ କରଜ ଦିଏ ଓ ସେ ସହେି ଜନଠାରୁ କୌଣସି ସୁଧ ଆଦାଯ କରେ ନାହିଁ କିଅବା ସହେି ବ୍ଯକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ଯକ୍ତି କରେ, ତବେେ ସହେି ଧାର୍ମିକ ସର୍ବଦା ପରମେଶ୍ବରଙ୍କ ନିକଟରେ ଅବସ୍ଥାନ କରିବ।

1 A Psalm of David.

2 Lord, who shall abide in thy tabernacle? who shall dwell in thy holy hill?

3 He that walketh uprightly, and worketh righteousness, and speaketh the truth in his heart.

4 He that backbiteth not with his tongue, nor doeth evil to his neighbour, nor taketh up a reproach against his neighbour.

5 In whose eyes a vile person is contemned; but he honoureth them that fear the Lord. He that sweareth to his own hurt, and changeth not.

6 He that putteth not out his money to usury, nor taketh reward against the innocent. He that doeth these things shall never be moved.