Psalm 2:2
ସମାନଙ୍କେ ରାଜା ଓ ନେତାମାନେ ଏକତ୍ରୀତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ବାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ୟୁଦ୍ଧ କରନ୍ତି।
Psalm 2:2 in Other Translations
King James Version (KJV)
The kings of the earth set themselves, and the rulers take counsel together, against the LORD, and against his anointed, saying,
American Standard Version (ASV)
The kings of the earth set themselves, And the rulers take counsel together, Against Jehovah, and against his anointed, `saying',
Bible in Basic English (BBE)
The kings of the earth have taken their place, and the rulers are fixed in their purpose, against the Lord, and against the king of his selection, saying,
Darby English Bible (DBY)
The kings of the earth set themselves, and the princes plot together, against Jehovah and against his anointed:
Webster's Bible (WBT)
The kings of the earth set themselves, and the rulers take counsel together, against the LORD, and against his anointed, saying,
World English Bible (WEB)
The kings of the earth take a stand, And the rulers take counsel together, Against Yahweh, and against his anointed,{The word "anointed" is the same as the word for "Messiah" or "Christ"} saying,
Young's Literal Translation (YLT)
Station themselves do kings of the earth, And princes have been united together, Against Jehovah, and against His Messiah:
| The kings | יִ֥תְיַצְּב֨וּ׀ | yityaṣṣĕbû | YEET-ya-tseh-VOO |
| of the earth | מַלְכֵי | malkê | mahl-HAY |
| themselves, set | אֶ֗רֶץ | ʾereṣ | EH-rets |
| and the rulers | וְרוֹזְנִ֥ים | wĕrôzĕnîm | veh-roh-zeh-NEEM |
| counsel take | נֽוֹסְדוּ | nôsĕdû | NOH-seh-doo |
| together, | יָ֑חַד | yāḥad | YA-hahd |
| against | עַל | ʿal | al |
| the Lord, | יְ֝הוָה | yĕhwâ | YEH-va |
| against and | וְעַל | wĕʿal | veh-AL |
| his anointed, | מְשִׁיחֽוֹ׃ | mĕšîḥô | meh-shee-HOH |
Cross Reference
ଯୋହନଲିଖିତ ସୁସମାଚାର 1:41
ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମାନଙ୍କେ ପାଖକୁ ଗଲେ। ସେ ଶିମାନଙ୍କେୁ କହିଲେ, ଆମ୍ଭେ ମଶୀହଙ୍କୁ ଭଟେିଛୁ। (ମଶୀହ ଅର୍ଥାତ୍ ଖ୍ରୀଷ୍ଟ।)
ଲୂକଲିଖିତ ସୁସମାଚାର 23:11
ତା'ପରେ େ ହରୋଦ ଓ ତାହାଙ୍କ ସୈନ୍ଯମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦଇେ ସମାନେେ ଉପହାସ କଲେ। ତାପରେ େ ହରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।
ମାଥିଉଲିଖିତ ସୁସମାଚାର 27:1
ତା'ପର ଦିନ ଅତି ସକାଳୁ ସମସ୍ତ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବ ପାଇଁ ଯୋଜନା କଲେ।
ଗୀତସଂହିତା 45:7
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।
ଗୀତସଂହିତା 48:4
ଗୋଟିଏ ସମଯରେ ଅନକେ ରାଜା ଏକତ୍ରୀତ ହାଇେ ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ। ସମାନେେ ସହେି ନଗର ଆଡ଼କୁ ଗମନ କଲେ।
ଯିଶାଇୟ 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ମାଥିଉଲିଖିତ ସୁସମାଚାର 26:59
ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:38
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:12
ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶଜଣ ରାଜା। ଏହି ଦଶଜଣ ରାଜା ଏ ପର୍ୟ୍ଯନ୍ତ ରାଜ ଭଳି ରାଜ୍ଯ ପାଇ ନାହାଁନ୍ତି। କିନ୍ତୁ ସମାନେେ ସହେି ପଶୁ ସହିତ ଗୋଟିଏ ଘଣ୍ଟା ପର୍ୟ୍ଯନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:9
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 12:1
ରାଜା ହରେୋଦ ସେ ସମୟରେ ମଣ୍ଡଳୀ ରେ କେତକେ ଲୋକଙ୍କ ଉପରେ ଅତ୍ଯାଚ଼ାର କରିବା ଆରମ୍ଭ କରି ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:4
ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ବର ଶୁଣିବାକୁ ପାଇଲେ, ଶାଉଲ, ତୁମ୍ଭେ ମାେତେ କାହିଁକି ତାଡ଼ନା ଦେଉଛ?
ରେରିତମାନଙ୍କ କାର୍ଯ୍ୟର ବିବରଣ 4:5
ତହିଁ ଆରଦିନ ସମାନଙ୍କେର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ୟିରୂଶାଲମ ରେ ଏକାଠି ହେଲେ।
ଯୋହନଲିଖିତ ସୁସମାଚାର 15:23
ମାେତେ ଘୃଣା କରୁଥିବା ବ୍ଯକ୍ତି ମାରେପରମପିତାଙ୍କୁ ମଧ୍ଯ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ସେ ଲୋକମାନଙ୍କ ମଧିଅରେ କରିଛି, ତାହା କୌଣସି ଲୋକ କବେେ କରିନାହିଁ।
ଯାତ୍ରା ପୁସ୍ତକ 16:7
ଆସନ୍ତାକାଲି ପ୍ରଭାତ ରେ ତୁମ୍ଭମାନେେ ପରମେଶ୍ବରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭମାନେେ କିଏ? ପ୍ରକୃତ ରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।
ଗୀତସଂହିତା 2:10
ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
ଗୀତସଂହିତା 74:18
ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ୟେ, କିପରି ସହେି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
ଗୀତସଂହିତା 74:23
ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କବେେ ଭୁଲିୟାଅ ନାହିଁ। ସମାନେେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
ଗୀତସଂହିତା 89:20
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ। ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
ଗୀତସଂହିତା 110:5
ମାରେ ପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍ବରେ ଅଛନ୍ତି। ଯେତବେେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।
ହିତୋପଦେଶ 21:30
ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।
ଲୂକଲିଖିତ ସୁସମାଚାର 13:31
ସହେି ସମୟରେ କେତକେ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ କହିଲେ, ଏଠାରୁ ଚାଲିଯାଇ ଲୁଚିଯାଆନ୍ତୁ। ହରେୋଦ ଆପଣଙ୍କୁ ମାରିଦବୋ ପାଇଁ ଚାହୁଁଛନ୍ତି।
ଯୋହନଲିଖିତ ସୁସମାଚାର 3:34
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।
ମାଥିଉଲିଖିତ ସୁସମାଚାର 26:3
ତା'ପରେ ପ୍ରଧାନ ଯାଜକ ଓ ଲୋକମାନଙ୍କ ପ୍ରାଚ଼ୀନ ନେତାମାନେ କଯାଫା ନାମକ ମହାୟାଜକଙ୍କ ଭବନର ଅଗଣା ରେ ଏକାଠି ହେଲେ।
ମାଥିଉଲିଖିତ ସୁସମାଚାର 2:16
ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନଇେ ଦଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କ ଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇବର୍ଷ ତଳର କଥା ହାଇେଥିବାରୁ ସେ ବେଥ୍ଲହେିମ ଓ ତା' ଆଖପାଖ ଅଞ୍ଚଳର ଦୁଇବର୍ଷ ବା ତାଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ଯା କରିବାକୁ ଆଦେଶ ଦେଲେ।