ଗୀତସଂହିତା 20

1 ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।

2 ପରମେଶ୍ବର ତାଙ୍କର ପବିତ୍ରସ୍ଥାନରୁ ତୁମ୍ଭକୁ ସାହାୟ୍ଯ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାୟ୍ଯ କରନ୍ତୁ।

3 ତୁମ୍ଭର ଉପହାର ସବୁ ୟାହା ତାଙ୍କ ଉଦ୍ଦେଶ୍ଯରେ ଅର୍ପିତ, ପରମେଶ୍ବର ତାକୁ ଗ୍ରହଣ କରନ୍ତୁ। ତୁମ୍ଭର ହାମବେଳୀକୁ ସେ ଗ୍ରହଣ କରନ୍ତୁ।

4 ତୁମ୍ଭେ ୟାହା ଚାହୁଁଛ, ପରମେଶ୍ବର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।

5 ଆମ୍ଭେ ସମସ୍ତେ ଖୁସି ହବେୁ ଯେତବେେଳେ ପରମେଶ୍ବର ତୁମ୍ଭକୁ ସାହାୟ୍ଯ କରିବେ। ଆସ ସମସ୍ତେ ପରମେଶ୍ବରଙ୍କ ନାମର ଜଯଗାନ କରିବା। ୟାହା ତୁମ୍ଭେ ଚାହୁଁଛ, ସଦାପ୍ରଭୁ ତୁମ୍ଭର ସହେି ସକଳ କାମନା ପୂରଣ କରନ୍ତୁ।

6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାୟ୍ଯ କରନ୍ତି। ପରମେଶ୍ବର ତାଙ୍କର ପବିତ୍ର ସ୍ବର୍ଗ ରାଜ୍ଯରେ ଥାଆନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।

7 କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।

8 ସହେି ଅନ୍ୟ ଲୋକମାନେ ପରାସ୍ତ ହାଇେ ୟୁଦ୍ଧ କ୍ଷେତ୍ରରେ ମୃତ୍ଯୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ। ଆମ୍ଭେ ବିଜଯୀ ଦଳ।

9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ। କାରଣ ପରମେଶ୍ବରଙ୍କ ମନୋନୀତ ରାଜା ତାଙ୍କୁ ସାହାୟ୍ଯ ପାଇଁ ନିବଦେିନ କଲେ ଓ ପରମେଶ୍ବର ତାକୁ ଉଦ୍ଧାର ଦେଲେ।

1 To the chief Musician, A Psalm of David.

2 The Lord hear thee in the day of trouble; the name of the God of Jacob defend thee;

3 Send thee help from the sanctuary, and strengthen thee out of Zion;

4 Remember all thy offerings, and accept thy burnt sacrifice; Selah.

5 Grant thee according to thine own heart, and fulfil all thy counsel.

6 We will rejoice in thy salvation, and in the name of our God we will set up our banners: the Lord fulfil all thy petitions.

7 Now know I that the Lord saveth his anointed; he will hear him from his holy heaven with the saving strength of his right hand.

8 Some trust in chariots, and some in horses: but we will remember the name of the Lord our God.

9 They are brought down and fallen: but we are risen, and stand upright.

10 Save, Lord: let the king hear us when we call.

Psalm 20 in Tamil and English

0
To the chief Musician, A Psalm of David.

1 ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।
The Lord hear thee in the day of trouble; the name of the God of Jacob defend thee;

2 ପରମେଶ୍ବର ତାଙ୍କର ପବିତ୍ରସ୍ଥାନରୁ ତୁମ୍ଭକୁ ସାହାୟ୍ଯ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାୟ୍ଯ କରନ୍ତୁ।
Send thee help from the sanctuary, and strengthen thee out of Zion;

3 ତୁମ୍ଭର ଉପହାର ସବୁ ୟାହା ତାଙ୍କ ଉଦ୍ଦେଶ୍ଯରେ ଅର୍ପିତ, ପରମେଶ୍ବର ତାକୁ ଗ୍ରହଣ କରନ୍ତୁ। ତୁମ୍ଭର ହାମବେଳୀକୁ ସେ ଗ୍ରହଣ କରନ୍ତୁ।
Remember all thy offerings, and accept thy burnt sacrifice; Selah.

4 ତୁମ୍ଭେ ୟାହା ଚାହୁଁଛ, ପରମେଶ୍ବର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
Grant thee according to thine own heart, and fulfil all thy counsel.

5 ଆମ୍ଭେ ସମସ୍ତେ ଖୁସି ହବେୁ ଯେତବେେଳେ ପରମେଶ୍ବର ତୁମ୍ଭକୁ ସାହାୟ୍ଯ କରିବେ। ଆସ ସମସ୍ତେ ପରମେଶ୍ବରଙ୍କ ନାମର ଜଯଗାନ କରିବା। ୟାହା ତୁମ୍ଭେ ଚାହୁଁଛ, ସଦାପ୍ରଭୁ ତୁମ୍ଭର ସହେି ସକଳ କାମନା ପୂରଣ କରନ୍ତୁ।
We will rejoice in thy salvation, and in the name of our God we will set up our banners: the Lord fulfil all thy petitions.

6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାୟ୍ଯ କରନ୍ତି। ପରମେଶ୍ବର ତାଙ୍କର ପବିତ୍ର ସ୍ବର୍ଗ ରାଜ୍ଯରେ ଥାଆନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
Now know I that the Lord saveth his anointed; he will hear him from his holy heaven with the saving strength of his right hand.

7 କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।
Some trust in chariots, and some in horses: but we will remember the name of the Lord our God.

8 ସହେି ଅନ୍ୟ ଲୋକମାନେ ପରାସ୍ତ ହାଇେ ୟୁଦ୍ଧ କ୍ଷେତ୍ରରେ ମୃତ୍ଯୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ। ଆମ୍ଭେ ବିଜଯୀ ଦଳ।
They are brought down and fallen: but we are risen, and stand upright.

9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ। କାରଣ ପରମେଶ୍ବରଙ୍କ ମନୋନୀତ ରାଜା ତାଙ୍କୁ ସାହାୟ୍ଯ ପାଇଁ ନିବଦେିନ କଲେ ଓ ପରମେଶ୍ବର ତାକୁ ଉଦ୍ଧାର ଦେଲେ।
Save, Lord: let the king hear us when we call.