Psalm 29:11
ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ। ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତି।
Psalm 29:11 in Other Translations
King James Version (KJV)
The LORD will give strength unto his people; the LORD will bless his people with peace.
American Standard Version (ASV)
Jehovah will give strength unto his people; Jehovah will bless his people with peace. Psalm 30 A Psalm; a Song at the Dedication of the House. `A Psalm' of David.
Bible in Basic English (BBE)
The Lord will give strength to his people; the Lord will give his people the blessing of peace.
Darby English Bible (DBY)
Jehovah will give strength unto his people; Jehovah will bless his people with peace.
Webster's Bible (WBT)
The LORD will give strength to his people; the LORD will bless his people with peace.
World English Bible (WEB)
Yahweh will give strength to his people. Yahweh will bless his people with peace.
Young's Literal Translation (YLT)
Jehovah strength to his people giveth, Jehovah blesseth His people with peace!
| The Lord | יְֽהוָ֗ה | yĕhwâ | yeh-VA |
| will give | עֹ֭ז | ʿōz | oze |
| strength | לְעַמּ֣וֹ | lĕʿammô | leh-AH-moh |
| unto his people; | יִתֵּ֑ן | yittēn | yee-TANE |
| Lord the | יְהוָ֓ה׀ | yĕhwâ | yeh-VA |
| will bless | יְבָרֵ֖ךְ | yĕbārēk | yeh-va-RAKE |
| אֶת | ʾet | et | |
| his people | עַמּ֣וֹ | ʿammô | AH-moh |
| with peace. | בַשָּׁלֽוֹם׃ | baššālôm | va-sha-LOME |
Cross Reference
ଗଣନା ପୁସ୍ତକ 6:24
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ନିରାପଦ ରେ ରଖନ୍ତୁ।
ଯିଶାଇୟ 40:31
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ଯିଶାଇୟ 40:29
ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
ଗୀତସଂହିତା 68:35
ପରମେଶ୍ବର ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇଶ୍ରାୟେଲର ପରମେଶ୍ବର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ଯ ପ୍ରଦାନ କରନ୍ତି। ପରମେଶ୍ବରଙ୍କର ପ୍ରଶଂସା ଗୁଣଗାନ କର।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:16
ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିୟୁକ୍ତ ହବୋ ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ତୁମ୍ଭମାନଙ୍କୁ ସହେି ଶକ୍ତି ପ୍ରଦାନ କରିବେ।
ଗୀତସଂହିତା 28:8
ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:16
ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:17
ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।
ଯିଖରିୟ 10:6
ଆମ୍ଭେ ଯିହୁଦାର ଗୃହକୁ ଶକ୍ତିଶାଳୀ କରାଇବା ଆଉ ମଧ୍ଯ ଆମ୍ଭେ ଯୋଷଫେର ଗୃହକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ପୁନଃସ୍ଥାପନ କରିବା କାରଣ ସମାନଙ୍କେ ପ୍ରତି ଆମ୍ଭର ଦୟା ଅଛି। ଏହା ଏପରି ହବେ ଯେପରିକି ଆମ୍ଭେ ସମାନଙ୍କେୁ କବେେ ପ୍ରତ୍ଯାଖ୍ଯାନ କରିନାହୁଁ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଏବଂ ଆମ୍ଭେ ସମାନଙ୍କେର ପାର୍ଥନା ଶୁଣିବା।
ଯିଖରିୟ 10:12
ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।
ଯୋହନଲିଖିତ ସୁସମାଚାର 16:33
ମାଠାେ ରେ ତୁମ୍ଭମାନେେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲିି। ଏହି ଜଗତ ରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହାସୀ ହୁଅ ମୁଁ ଜଗତକୁ ଜୟ କରିଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:3
ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବତ୍ତୁର୍। ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ।
ଗୀତସଂହିତା 138:3
ହେ ପରମେଶ୍ବର, ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକିଲି। ତୁମ୍ଭେ ମାେତେ ଉତ୍ତର ଦଲେ !ତୁମ୍ଭେ ମାେତେ ସାହାସୀ ଏବଂ ଶକ୍ତ କଲ।
ଯିଶାଇୟ 9:6
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:17
ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
ଯୋହନଲିଖିତ ସୁସମାଚାର 14:27
ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।
ଗୀତସଂହିତା 72:3
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି ଏବଂ ନ୍ଯାଯପୂର୍ଣ୍ଣ ବିଚାର କରନ୍ତୁ।
ଗୀତସଂହିତା 84:7
ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।
ଗୀତସଂହିତା 85:8
ସଦାପଭ୍ରୁ ପରମେଶ୍ବର ୟାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ୟେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସମାନେେ ପୁନର୍ବାର ମୂର୍ଖତା ଜୀବନୟାପନ କରିବା ପାଇଁ ଫରେି ନ ୟାଆନ୍ତୁ।
ଗୀତସଂହିତା 85:10
ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:17
ଖ୍ରୀଷ୍ଟ କ୍ରୁଶ ରେ ଆପଣା ମୃତ୍ଯୁ ଦ୍ବାରା ଏହା ସାଧନ କଲେ। ତୁମ୍ଭମାନେେ ଦୂର ରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:4
ଏସିଆ ପ୍ରଦେଶର ସାତାଟେି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି : ଯେଉଁ ଈଶ୍ବର ଅତୀତ ରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ଯତ୍ ରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖ ରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ।
ଗୀତସଂହିତା 37:11
ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।
ଗୀତସଂହିତା 72:7
ୟପେର୍ୟ୍ଯନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ। ଚନ୍ଦ୍ର ଲୁପ୍ତ ନ ହବୋ ପର୍ୟ୍ଯନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।