ଗୀତସଂହିତା 33:2 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 33 ଗୀତସଂହିତା 33:2

Psalm 33:2
ବୀଣା ବାଦ୍ଯ କରି ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। ଦଶ-ତାର ବାଦ୍ଯରେ ତାଙ୍କର ପ୍ରଶଂସା ଗାନ କର।

Psalm 33:1Psalm 33Psalm 33:3

Psalm 33:2 in Other Translations

King James Version (KJV)
Praise the LORD with harp: sing unto him with the psaltery and an instrument of ten strings.

American Standard Version (ASV)
Give thanks unto Jehovah with the harp: Sing praises unto him with the psaltery of ten strings.

Bible in Basic English (BBE)
Give praise to the Lord on the corded instrument; make melody to him with instruments of music.

Darby English Bible (DBY)
Give thanks unto Jehovah with the harp; sing psalms unto him with the ten-stringed lute.

Webster's Bible (WBT)
Praise the LORD with harp: sing to him with the psaltery and an instrument of ten strings.

World English Bible (WEB)
Give thanks to Yahweh with the lyre. Sing praises to him with the harp of ten strings.

Young's Literal Translation (YLT)
Give ye thanks to Jehovah with a harp, With psaltery of ten strings sing praise to Him,

Praise
הוֹד֣וּhôdûhoh-DOO
the
Lord
לַיהוָ֣הlayhwâlai-VA
with
harp:
בְּכִנּ֑וֹרbĕkinnôrbeh-HEE-nore
sing
בְּנֵ֥בֶלbĕnēbelbeh-NAY-vel
psaltery
the
with
him
unto
עָ֝שׂ֗וֹרʿāśôrAH-SORE
and
an
instrument
of
ten
strings.
זַמְּרוּzammĕrûza-meh-ROO
לֽוֹ׃loh

Cross Reference

ଗୀତସଂହିତା 150:3
ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !

ଗୀତସଂହିତା 144:9
ହେ ସଦାପ୍ରଭୁ, ତୁମ୍ଭ ବିଷଯରେ ମୁଁ ନୂତନ ଗୀତ ଗାନ କରିବି। ଦଶତାର ୟନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ଯରେ ମୁଁ ପ୍ରଶଂସାଗାନ କରିବି।

ଗୀତସଂହିତା 98:4
ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:2
ମୁଁ ସ୍ବର୍ଗରୁ ମହାଜଳପ୍ରପାତ ଓ ମହାବଜ୍ରନାଦ ଭଳି ଏକ ଏକ ସ୍ବର ଶୁଣିଲି। ଏହା ବୀଣାବାଦକମାନେ ସମାନଙ୍କେର ବୀଣାବାଦନ କରିବାପରି ମନେ ହେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:8
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।

ଗୀତସଂହିତା 149:3
ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।

ଗୀତସଂହିତା 92:3
ହେ ପରମେଶ୍ବର, ଦଶତାର ୟନ୍ତ୍ର ଓ ନବେଲରେ ବୀଣାର ଗମ୍ଭୀର ଧ୍ବନିରେ ସୂ-ଗୀତ ଗାନ କରିବା ଭଲ।

ଗୀତସଂହିତା 71:22
ତା'ପରେ ହେ ମାରେ ପରମେଶ୍ବର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି। ତୁମ୍ଭ ଉପରେ ଭରସା ରଖାୟାଇ ପାରିବ ବୋଲି ମୁଁ ଗୀତ ଗାଇବି। ତୁମେ ଇଶ୍ରାୟେଲର ପବିତ୍ର ସଦାପ୍ରଭୁ ବୋଲି ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।

ପ୍ରଥମ ବଂଶାବଳୀ 25:6
ହମେନ ସଦାପ୍ରଭୁଙ୍କ ମନ୍ଦିର ରେ ଗୀତଗାଯନ କରିବାକୁ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦଶେ ଦେଲେ। ସହେି ପୁତ୍ରମାନେ ଗିନି, ସାରଙ୍ଗ ଓ ବୀଣା ବଜାଉଥିଲେ। ସମାନେେ ଏହି ପ୍ରକା ରେ ପରମେଶ୍ବରଙ୍କ ମନ୍ଦିର ରେ ସବୋକାର୍ୟ୍ଯ କରୁଥିଲେ। ରାଜା ଦାଉଦ ଏହିସବୁ ବ୍ଯକ୍ତିମାନଙ୍କୁ ମନୋନୀତ କରିଥିଲେ : ଆସଫ, ୟିଦୁଥୂନ ଓ ହମେନ।

ପ୍ରଥମ ବଂଶାବଳୀ 25:3
ୟିହୂଥୂନଙ୍କ ପରିବାରରୁ : ଗଦଲିଯ, ସରୀ, ୟିଶାଯାହ, ହଶବିଯ ଓ ମତ୍ତଥିଯ। ସମାନେେ ସମୁଦାଯ ଛଅ ଜଣ ଥିଲେ ୟିଦୂଥୂନ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦଶେ ଦେଲେ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ଓ ସଦାପ୍ରଭୁଙ୍କର ଧନ୍ଯବାଦ, ପ୍ରଶଂସା କରିବା ନିମନ୍ତେ ୟିଦୂଥୂନ ବୀଣାୟନ୍ତ୍ରର ବ୍ଯବହାର କରୁଥିଲେ।

ପ୍ରଥମ ବଂଶାବଳୀ 15:28
ଏହିପରି, ଇଶ୍ରାୟେଲର ସମସ୍ତ ଲୋକ ନିଯମସିନ୍ଦୁକକୁ ନଇେଆସିଲେ। ସମାନେେ ଉଚ୍ଚସ୍ବର କଲେ, ସମାନେେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ଯ ଓ ତୂରୀ ବଜାଇଲେ, ଆହୁରି ମଧ୍ଯ ସମାନେେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।

ପ୍ରଥମ ବଂଶାବଳୀ 15:16
ଦାଉଦ, ଲବେୀୟ ନେତାମାନଙ୍କୁ ସମାନଙ୍କେ ଭ୍ରାତାଗଣ ଗାଯକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାଯକମାନେ ସମାନଙ୍କେର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦ ରେ ଗୀତଗାନ କରିବେ।

ଦିତୀୟ ଶାମୁୟେଲ 6:5
ଦାଉଦ ଓ ଇଶ୍ରାୟେଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗ ରେ ଦବଦୋରକ୍ସ୍ଟ କାଠ ରେ ତିଆରି ନାନା ପ୍ରକାର ବାଦ୍ଯୟନ୍ତ୍ର ବୀଣା ଓ ନବେଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନିଚକ୍ସ୍ଟ ଥିଲେ।

ଯାତ୍ରା ପୁସ୍ତକ 15:20
ଏହାପରେ ହାରୋଣର ଭଉଣୀ, ଭବିଷ୍ଯଦ୍ବକ୍ତୀ ମରିଯମ ଦ୍ବାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିଯମ ସମାନଙ୍କେୁ ଗାଇବା ରେ ଅନୁସରଣ କଲେ।

ଗୀତସଂହିତା 81:2
ଗୀତ ଆରମ୍ଭ କର ଓ ଦାରା ବଜାଅ, ନବେଲ ସହିତ ସୁମଧୁର ବୀଣାରେ ସ୍ବର ବାହାର କର।