ଗୀତସଂହିତା 37:27 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 37 ଗୀତସଂହିତା 37:27

Psalm 37:27
ତୁମ୍ଭେ ୟଦି ମନ୍ଦକାର୍ୟ୍ଯ କରିବାକୁ ମନା କର ଓ ୟଦି ତୁମ୍ଭେ ଭଲକାର୍ୟ୍ଯ କର, ତା' ହେଲେ ତୁମ୍ଭେ ନିଶ୍ଚଯ ଚିରଦିନ ପାଇଁ ବଞ୍ଚି ରହିବ।

Psalm 37:26Psalm 37Psalm 37:28

Psalm 37:27 in Other Translations

King James Version (KJV)
Depart from evil, and do good; and dwell for evermore.

American Standard Version (ASV)
Depart from evil, and do good; And dwell for evermore.

Bible in Basic English (BBE)
Be turned from evil, and do good; and your place will be for ever.

Darby English Bible (DBY)
Depart from evil, and do good, and dwell for evermore;

Webster's Bible (WBT)
Depart from evil, and do good; and dwell for evermore.

World English Bible (WEB)
Depart from evil, and do good; Live securely forever.

Young's Literal Translation (YLT)
Turn aside from evil, and do good, and dwell to the age.

Depart
ס֣וּרsûrsoor
from
evil,
מֵ֭רָעmēroʿMAY-roh
and
do
וַעֲשֵׂהwaʿăśēva-uh-SAY
good;
ט֗וֹבṭôbtove
and
dwell
וּשְׁכֹ֥ןûšĕkōnoo-sheh-HONE
for
evermore.
לְעוֹלָֽם׃lĕʿôlāmleh-oh-LAHM

Cross Reference

ଗୀତସଂହିତା 34:14
ମନ୍ଦ କାର୍ୟ୍ଯ କରିବା ବନ୍ଦ କର। କବଳେ ଉତ୍ତମ କାର୍ୟ୍ଯ କର। ଶାନ୍ତି ପାଇଁ କାର୍ୟ୍ଯ କର। ଶାନ୍ତି ପାଇଲା ପର୍ୟ୍ଯନ୍ତ ଶାନ୍ତି ପଛରେ ଦୌଡ଼।

ଯୋହନଙ୍କ ପ୍ରଥମ ପତ୍ର 2:16
ସଂସାରର ଏହି ବିଷୟଗୁଡ଼ିକ ମନ୍ଦ ଅଟେ। ଯଥା :

ଏବ୍ରୀମାନଙ୍କ ନିକଟକୁ ପତ୍ର 13:21
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !

ଏବ୍ରୀମାନଙ୍କ ନିକଟକୁ ପତ୍ର 13:16
ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:8
ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:11
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:19
ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:15
ଦେଖ, ଯେପରି କହେି ଅପକାର ବଦଳ ରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।

ଯିଶାଇୟ 1:16
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।

ହିତୋପଦେଶ 16:17
ଧାର୍ମିକ ଲୋକମାନଙ୍କର ଚଳଣି ଅଧର୍ମର ବହୁତ ଦୂର ରେ। ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।

ହିତୋପଦେଶ 16:6
ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।

ଗୀତସଂହିତା 102:28
ଆମ୍ଭମାନେେ ତୁମ୍ଭର ଦାସ ଅଟୁ ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ। ଏବଂ ସମାନଙ୍କେର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।

ଆୟୁବ ପୁସ୍ତକ 28:28
ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।