ଗୀତସଂହିତା 37:40 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 37 ଗୀତସଂହିତା 37:40

Psalm 37:40
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାୟ୍ଯ କରନ୍ତି ଓ ସମାନଙ୍କେୁ ରକ୍ଷା କରନ୍ତି। ସଦାପ୍ରଭୁ ସହେି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସମାନେେ ତାଙ୍କ ଉପରେ ନିର୍ଭରଶୀଳ।

Psalm 37:39Psalm 37

Psalm 37:40 in Other Translations

King James Version (KJV)
And the LORD shall help them, and deliver them: he shall deliver them from the wicked, and save them, because they trust in him.

American Standard Version (ASV)
And Jehovah helpeth them, and rescueth them; He rescueth them from the wicked, and saveth them, Because they have taken refuge in him. Psalm 38 A Psalm of David, to bring to remembrance.

Bible in Basic English (BBE)
And the Lord will be their help, and keep them safe: he will take them out of the hands of the evil-doers, and be their saviour, because they had faith in him.

Darby English Bible (DBY)
And Jehovah will help them and deliver them: he will deliver them from the wicked, and save them; for they trust in him.

Webster's Bible (WBT)
And the LORD will help them, and deliver them: he will deliver them from the wicked, and save them, because they trust in him.

World English Bible (WEB)
Yahweh helps them, and rescues them. He rescues them from the wicked, and saves them, Because they have taken refuge in him.

Young's Literal Translation (YLT)
And Jehovah doth help them and deliver them, He delivereth them from the wicked, And saveth them, Because they trusted in Him!

And
the
Lord
וַֽיַּעְזְרֵ֥םwayyaʿzĕrēmva-ya-zeh-RAME
shall
help
יְהוָ֗הyĕhwâyeh-VA
deliver
and
them,
וַֽיְפַ֫לְּטֵ֥םwaypallĕṭēmva-FA-leh-TAME
them:
he
shall
deliver
יְפַלְּטֵ֣םyĕpallĕṭēmyeh-fa-leh-TAME
wicked,
the
from
them
מֵ֭רְשָׁעִיםmērĕšāʿîmMAY-reh-sha-eem
and
save
וְיוֹשִׁיעֵ֑םwĕyôšîʿēmveh-yoh-shee-AME
because
them,
כִּיkee
they
trust
חָ֥סוּḥāsûHA-soo
in
him.
בֽוֹ׃voh

Cross Reference

ଯିଶାଇୟ 31:5
ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ବସାକୁ ରକ୍ଷା କରନ୍ତି। ସହେିପରି ସର୍ବଶକ୍ତିମାନ ସଦାପ୍ରଭୁ ୟିରୁଶାଲମକୁ ରକ୍ଷା କରିବେ। ସେ ତାକୁ ଉଦ୍ଧାର ଓ ନିସ୍ତାର' କରିବେ।

ପ୍ରଥମ ବଂଶାବଳୀ 5:20
ମନଃଶିର ରୂବନେ ଓ ଗାଦ୍ ଗୋଷ୍ଠୀଯର ଏହି ଲୋକମାନେ ୟୁଦ୍ଧ କ୍ଷେତ୍ର ରେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ବର ସମାନଙ୍କେୁ ଯେପରି ସାହାୟ୍ଯ କରନ୍ତି, ଏଥିନିମନ୍ତେ ସମାନେେ ତାଙ୍କ ନିକଟରେ ବୀନତି କଲେ। କାରଣ ସମାନେେ ତାଙ୍କ ଠା ରେ ବିଶ୍ବାସ କରୁଥିଲେ। ତେଣୁ ପରମେଶ୍ବର ସମାନଙ୍କେୁ ସାହାୟ୍ଯ କଲେ। ହାଗରୀଯ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ବର ସମାନଙ୍କେୁ ଅନୁମତି ଦେଲେ। ଆହୁରି ମଧ୍ଯ ସମାନେେ ହାଗରୀଯ ଲୋକମାନଙ୍କ ସହିତ ରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ପରାସ୍ତ କଲେ।

ଦାନିଏଲ 6:23
ରାଜା ଦାରିଯାବସ ଅତ୍ଯନ୍ତ ଆନନ୍ଦିତ ହାଇେ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଦେଶ ଦଲୋ। ଆଉ ଦାନିୟେଲ ସହେି ଗର୍ତ୍ତରୁ ଆସିଲେ, ତାଙ୍କ ଦହେ ରେ କୌଣସି କ୍ଷତ ଚିହ୍ନ ନଥିଲା। କାରଣ ସେ ଆପଣା ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥିଲେ।

ଦାନିଏଲ 3:17
ଯଦି ଆପଣ ଆମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନିକୁଣ୍ତ ରେ ନିକ୍ଷପେ କରନ୍ତି ତବେେ ଯାହାଙ୍କୁ ଆମ୍ଭମାନେେ ସବୋ କରୁଅଛୁ ସହେି ପରମେଶ୍ବର ଆମ୍ଭମାନଙ୍କୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି, ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

ଦାନିଏଲ 3:28
ତା'ପ ରେ ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ବର ଧନ୍ଯ, ଯେ ହତେୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନିଜଣ ଆପଣା ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦବେତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ଯ ରାଜବାକ୍ଯ ଅମାନ୍ଯ କରି ଆପଣା ପରମେଶ୍ବରଙ୍କ ସବୋ କଲେ।

ଯିଶାଇୟ 46:4
ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ଯ ପର୍ୟ୍ଯନ୍ତ ତୁମ୍ଭକୁ ବହନ କରିବୁ। ପକ୍ବକେଶ ହବୋ ପର୍ୟ୍ଯନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା।

ଯୋହନଙ୍କ ପ୍ରଥମ ପତ୍ର 5:18
ଆମ୍ଭେ ଜାଣୁ ଯେ, ପରମେଶ୍ବରଙ୍କର ସନ୍ତାନ ହାଇେଥିବା ବ୍ଯକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ବରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପା ରେ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 2:13
ପିତାମାନେ ! ଯେ ଆଦ୍ଯରୁ ଅଛନ୍ତି, ତୁମ୍ଭମାନେେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।

ଗୀତସଂହିତା 27:2
ଦୁଷ୍ଟ ଲୋକମାନେ ହୁଏତ ମାେତେ ଆକ୍ରମଣ କରିପାରନ୍ତି, ସମାନେେ ମାରେ ଶରୀରକୁ ଆଘାତ କରିବାକୁ ଚାହାଁନ୍ତି। ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ଧ୍ବଂସ କରିଦବୋକୁ ଚାହାଁନ୍ତି।

ଗୀତସଂହିତା 22:4
ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ବାସ କରିଥିଲେ। ହଁ ସମାନେେ ତୁମ୍ଭକୁ ବିଶ୍ବାସ କରୁଥିଲେ। ହେ ପରମେଶ୍ବର, ତୁମ୍ଭେ ହିଁ ସମାନଙ୍କେୁ ଉଦ୍ଧାର କରିଅଛ।

ଗୀତସଂହିତା 17:13
ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ୟାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ଯ କର। ତୁମ୍ଭେ ଆପଣା ଖଡ୍ଗ ପ୍ରଯୋଗ କରି ସହେି ଦୁଷ୍ଟ ଲୋକଙ୍କ କବଳରୁ ମାେତେ ଉଦ୍ଧାର କର।