ଗୀତସଂହିତା 37:6 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 37 ଗୀତସଂହିତା 37:6

Psalm 37:6
ତୁମ୍ଭର ସାଧୁତା ଓ ନ୍ଯାଯପ୍ରିଯତା ମଧ୍ଯାହ୍ନର ସୂର୍ୟ୍ଯ କିରଣ ଭଳି ଉଜ୍ଜ୍ବଳ ଆ ଲୋକ ପ୍ରଦାନ କରୁ।

Psalm 37:5Psalm 37Psalm 37:7

Psalm 37:6 in Other Translations

King James Version (KJV)
And he shall bring forth thy righteousness as the light, and thy judgment as the noonday.

American Standard Version (ASV)
And he will make thy righteousness to go forth as the light, And thy justice as the noon-day.

Bible in Basic English (BBE)
And he will make your righteousness be seen like the light, and your cause like the shining of the sun.

Darby English Bible (DBY)
and he will bring forth thy righteousness as the light, and thy judgment as the noonday.

Webster's Bible (WBT)
And he will bring forth thy righteousness as the light, and thy judgment as the noon-day.

World English Bible (WEB)
He will make your righteousness go forth as the light, And your justice as the noon day sun.

Young's Literal Translation (YLT)
And hath brought out as light thy righteousness, And thy judgment as noon-day.

And
he
shall
bring
forth
וְהוֹצִ֣יאwĕhôṣîʾveh-hoh-TSEE
thy
righteousness
כָא֣וֹרkāʾôrha-ORE
light,
the
as
צִדְקֶ֑ךָṣidqekātseed-KEH-ha
and
thy
judgment
וּ֝מִשְׁפָּטֶ֗ךָûmišpāṭekāOO-meesh-pa-TEH-ha
as
the
noonday.
כַּֽצָּהֳרָֽיִם׃kaṣṣāhŏrāyimKA-tsa-hoh-RA-yeem

Cross Reference

ଆୟୁବ ପୁସ୍ତକ 11:17
ତା'ପରେ ତୁମ୍ଭର ଜୀବନ ମଧ୍ଯାହ୍ନର ସୂର୍ୟ୍ଯ କିରଣଠାରୁ ଆହୁରି ନିର୍ମଳ ହବେ। ଜୀବନର ଅନ୍ଧକାରମଯ ସମୟଗୁଡ଼ିକ ପ୍ରଭାତର ସୂର୍ୟ୍ଯ ତୁଲ୍ଯ ଚକ୍ଚକ୍ ହବେ।

ଯିଶାଇୟ 54:17
ତୁମ୍ଭ ବିପକ୍ଷ ରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହବେ ନାହିଁ। ତୁମ୍ଭ ପ୍ରତିକୂଳ ରେ କହୁଥିବା ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ।'

ଯିଶାଇୟ 58:8
ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହବେ। ପୁଣି ତୁମ୍ଭର ଧର୍ମ' ତୁମ୍ଭର ସମ୍ମୁଖବର୍ତ୍ତୀ ହବେ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତବର୍ତ୍ତୀ ହବେ।

ଯିଶାଇୟ 58:10
ପୁଣି ଯଦି ତୁମ୍ଭେ କ୍ଷୁଧିତକୁ ତୁମ୍ଭର ଖାଦ୍ୟ ଦଇେଥିବ ଓ ଦୁଃଖିତର ପ୍ରାଣକୁ ତୃପ୍ତ କରିଥିବ ତବେେ ତୁମ୍ଭେ ଅନ୍ଧକାର ରେ ଦୀପ୍ତିମାନ ହବେ ଏବଂ ତୁମ୍ଭ ଚାରିଦିଗ ରେ ଥବା ଗାଢ଼ ଅନ୍ଧକାର ଦ୍ବିପହରର ସୂର୍ୟ୍ଯ ପରି ଦଖାୟିବେ।

ମୀଖା 7:8
ହେ ମାରେ ଶତୃ ମାରେ ପତନ ରେ ପରିହାସ କରନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାର ରେ ଥିଲେ ମଧ୍ଯ ସଦାପ୍ରଭୁ ମାେ ପାଇଁ ଆଲୋକ ହବେେ।

ଗୀତସଂହିତା 31:20
ଦୁଷ୍ଟ ଲୋକମାନେ ଏକତ୍ରୀତ ହାଇେ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଚାହାଁନ୍ତି। ସହେି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସହେି ଉତ୍ତମ ଲୋକଙ୍କୁ ଲୁଚାଇ ରଖି ସମାନଙ୍କେୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସମାନଙ୍କେୁ ଆପଣା ଆଶ୍ରଯ ସ୍ଥଳରେ ରକ୍ଷାକର।

ମଲାଖୀ 3:18
ତେଣୁ ତୁମ୍ଭମାନେେ ମାେ ନିକଟକୁ ଫରେିଆସିବ ଏବଂ ତୁମ୍ଭମାନେେ ଉତ୍ତମ ବ୍ଯକ୍ତି ଓ ମନ୍ଦ ବ୍ଯକ୍ତି ମଧିଅରେ ପ୍ରଭଦେ ଜାଣି ପାରିବ। ପରମେଶ୍ବରଙ୍କ ଅନୁସରଣକାରୀ ଓ ପରମେଶ୍ବରଙ୍କ ଅନୁସରଣ କରୁନଥିବା ବ୍ଯକ୍ତିମାନଙ୍କୁ ତୁମ୍ଭମାନେେ ବାରି ପାରିବ।

ମାଥିଉଲିଖିତ ସୁସମାଚାର 13:43
ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:5
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।