Psalm 37:7
ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।
Psalm 37:7 in Other Translations
King James Version (KJV)
Rest in the LORD, and wait patiently for him: fret not thyself because of him who prospereth in his way, because of the man who bringeth wicked devices to pass.
American Standard Version (ASV)
Rest in Jehovah, and wait patiently for him: Fret not thyself because of him who prospereth in his way, Because of the man who bringeth wicked devices to pass.
Bible in Basic English (BBE)
Take your rest in the Lord, waiting quietly for him; do not be angry because of the man who does well in his evil ways, and gives effect to his bad designs.
Darby English Bible (DBY)
Rest in Jehovah, and wait patiently for him: fret not thyself because of him that prospereth in his way, because of the man that bringeth mischievous devices to pass.
Webster's Bible (WBT)
Rest in the LORD, and wait patiently for him: fret not thyself because of him who prospereth in his way, because of the man who bringeth wicked devices to pass.
World English Bible (WEB)
Rest in Yahweh, and wait patiently for him. Don't fret because of him who prospers in his way, Because of the man who makes wicked plots happen.
Young's Literal Translation (YLT)
Be silent for Jehovah, and stay thyself for Him, Do not fret because of him Who is making prosperous his way, Because of a man doing wicked devices.
| Rest | דּ֤וֹם׀ | dôm | dome |
| in the Lord, | לַיהוָה֮ | layhwāh | lai-VA |
| and wait patiently | וְהִתְח֪וֹלֵ֫ל | wĕhitḥôlēl | veh-heet-HOH-LALE |
| fret him: for | ל֥וֹ | lô | loh |
| not thyself | אַל | ʾal | al |
| prospereth who him of because | תִּ֭תְחַר | titḥar | TEET-hahr |
| in his way, | בְּמַצְלִ֣יחַ | bĕmaṣlîaḥ | beh-mahts-LEE-ak |
| man the of because | דַּרְכּ֑וֹ | darkô | dahr-KOH |
| who bringeth | בְּ֝אִ֗ישׁ | bĕʾîš | BEH-EESH |
| wicked devices | עֹשֶׂ֥ה | ʿōśe | oh-SEH |
| to pass. | מְזִמּֽוֹת׃ | mĕzimmôt | meh-zee-mote |
Cross Reference
ଗୀତସଂହିତା 40:1
ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାରେ ଡ଼ାକ ଓ କ୍ରନ୍ଦନ ଧ୍ବନି ଶୁଣିଲେ।
ଗୀତସଂହିତା 27:14
ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସୀକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର।
ଗୀତସଂହିତା 62:1
ହଁ, ମାରେ ହୃଦଯ ଶାନ୍ତ ଭାବରେ ପରମେଶ୍ବରଙ୍କ ଅପେକ୍ଷା କରେ। ମାରେ ପରିତ୍ରାଣ ତାଙ୍କଠାରୁ ଅଲଗା।
ଗୀତସଂହିତା 62:5
ହେ ମାରେ ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ବରଙ୍କୁ ଅପେକ୍ଷା କର। କାରଣ ତାଙ୍କଠାରୁ ମାରେ ଆଶା ଆସେ।
ହିତୋପଦେଶ 20:22
ମୁଁ ତାଙ୍କୁ ଫରୋଇ ଦବେି ଏହିପରି ଚିନ୍ତା କର ନାହିଁ, ଯଦି କହେି କିଛି ତୁମ୍ଭ ବିରୁଦ୍ଧ ରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ।
ଯିରିମିୟ 12:1
ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି ? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି ?
ଯାକୁବଙ୍କ ପତ୍ 5:7
ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:36
ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:9
ଆମ୍ଭେ ଉତ୍ତମ କାର୍ୟ୍ଯ କରିବା ରେ ଥକିୟିବା ନାହିଁ। କାରଣ ଉପୟୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।
ହବକକୂକ 2:3
ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶଷେ ବାର୍ତ୍ତା ସମ୍ବନ୍ଧ ରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ଯା ହୁଏ ନାହିଁ। ଯେପରି ଜଣାୟିବ ଏହି ସମୟ କବେେ ଆସିବ ନାହିଁ। କିନ୍ତୁ ର୍ଧୈୟ୍ଯ ଧରି ଅପେକ୍ଷା କର, ସେ ସମୟ ନିଶ୍ଚଯ ଆସିବ। ଏହା ଅଧିକ ବିଳମ୍ବ ହବେନାହିଁ।
ଯିରିମିୟଙ୍କ ବିଳାପ 3:25
ଯେଉଁମାନେ ସଦାପ୍ରଭୁଙ୍କ ଉପ ରେ ସମାନଙ୍କେର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦଯ ତାଙ୍କୁ ଖୋଜେ, ସମାନଙ୍କେ ପ୍ରତି ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି।
ଯିଶାଇୟ 30:15
ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'
ଗୀତସଂହିତା 73:3
ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।
ଆୟୁବ ପୁସ୍ତକ 21:7
କାହିଁକି ଦୁଷ୍ଟ ଲୋକ ବେଶୀଦିନ ବଞ୍ଚନ୍ତି। କାହିଁକି ସମାନେେ ବଢ଼ନ୍ତି ଏବଂ ସଫଳତା ଅର୍ଜନ୍ତି।
ଗୀତସଂହିତା 50:8
ମୁଁ ତୁମ୍ଭର ବଳିଦାନ ବିଷଯରେ ଅଭିଯୋଗ କରୁ ନାହିଁ। ତୁମ୍ଭେ ଇଶ୍ରାୟେଲର ଅଧିବାସୀଗଣ ପ୍ରତିଦିନ ମାେ ପାଇଁ ହାମବେଳି ଆଣୁଅଛ। ତୁମ୍ଭେ ତାହାକୁ ମାେତେ ପ୍ରତିଦିନ ଅର୍ପଣ କରୁଅଛ।
ଉପଦେଶକ 5:8
କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।
ଯିଶାଇୟ 8:17
ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଅପେକ୍ଷା କରିବି। ଯେତବେେଳେ ଯାକୁବ ପରିବାରରୁ ସେ ଆପଣାର ମୁଖ ଲୁଚାନ୍ତି। ମୁଁ ସଦାପ୍ରଭୁଙ୍କ ଉପ ରେ ଆଶା ରଖିବି, ମୁଁ ଏଥିପାଇଁ ଅପେକ୍ଷା କରିବି।
ଯିଶାଇୟ 10:13
ଅଶୂରର ରାଜା କ ହେ, ମୁଁ ଅତି ଜ୍ଞାନୀ, ମାରେ ଜ୍ଞାନ ଓ ଶକ୍ତି ବଳ ରେ ମୁଁ ବହୁ ମହାନ୍ କାର୍ୟ୍ଯ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ଯ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।
ଦାନିଏଲ 11:36
ଉତ୍ତରର ରାଜା ନିଜ ଇଚ୍ଛା ଅନୁସାରେ କର୍ମ କରିବ। ସମସ୍ତ ଦବେତାଠାରୁ ନିଜକୁ ବଡ ବୋଲି ସେ ଗର୍ବ କରିବ। ପୁଣି ସେ ଇଶ୍ବରଗଣଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ଶକ୍ତିଶାଳୀ କଥା କହିବ। ତା'ର କୋରଧ ଫଳବତି ନ ହବୋ ପର୍ୟ୍ଯନ୍ତ ସେ ସଫଳ ହବେେ। କାରଣ ଯାହା ପରମେଶ୍ବରଙ୍କ ଯୋଜନା କରିଛନ୍ତି ତାହା ହବେ।
ଯୂନସ 1:11
ପବନ ଓ ଢେଉ ସମୁଦ୍ର ରେ ଅଧିକ ଶକ୍ତିଶାଳୀ ହାଇେ ବଢିବାକୁ ଲାଗିଲା। ତେଣୁ ଲୋକମାନେ ୟୂନସକୁ କହିଲେ, ଆମ୍ଭମାନେେ ଆମ୍ଭମାନଙ୍କୁ ରକ୍ଷା କରିବାକୁ କ'ଣ କରିବୁ? ତୁମ୍ଭ ପ୍ରତି କ'ଣ କଲେ ସମୁଦ୍ର ଶାନ୍ତ ହବେ?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:3
ତାହାର ମସ୍ତକଗୁଡ଼ିକ ମଧ୍ଯରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହାଇେଥିବା ପରି ଓ ମରାଯାଇଥିବା ପରି ଦଖାଗେଲା। କିନ୍ତୁ ତା'ର ମାରାତ୍ମକ କ୍ଷତି ଭଲ ହାଇଯୋଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ୟ୍ଯ ହେଲେ ଓ ସହେି ପଶୁର ଅନୁଗମନ କଲେ।
ଯିହୋଶୂୟ 10:12
ସହେିଦିନ ସଦାପ୍ରଭୁ ଇ ମାରେୀଯମାନଙ୍କୁ ଇଶ୍ରାୟେଲୀୟଗଣଙ୍କକ୍ସ୍ଟ ହସ୍ତାନ୍ତର କଲେ। ଯିହାଶୂେୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ତା'ପରେ ସେ ଇଶ୍ରାୟେଲୀୟମାନଙ୍କ ଉପସ୍ଥିତି ରେ ଆଜ୍ଞା ଦେଲେ।