Psalm 73:23
ମୁଁ ସର୍ବଦା ତୁମ୍ଭ ପାଖରେ ଅଛି। ହେ ପରମେଶ୍ବର, ତୁମ୍ଭେ ମାରେ ଦକ୍ଷିଣ ହସ୍ତ ଧରି ସାହାରା ଦଇେଅଛ।
Psalm 73:23 in Other Translations
King James Version (KJV)
Nevertheless I am continually with thee: thou hast holden me by my right hand.
American Standard Version (ASV)
Nevertheless I am continually with thee: Thou hast holden my right hand.
Bible in Basic English (BBE)
But still I am ever with you; you have taken me by my right hand.
Darby English Bible (DBY)
Nevertheless I am continually with thee: thou hast holden my right hand;
Webster's Bible (WBT)
Nevertheless I am continually with thee: thou hast held me by my right hand.
World English Bible (WEB)
Nevertheless, I am continually with you. You have held my right hand.
Young's Literal Translation (YLT)
And I `am' continually with Thee, Thou hast laid hold on my right hand.
| Nevertheless I | וַאֲנִ֣י | waʾănî | va-uh-NEE |
| am continually | תָמִ֣יד | tāmîd | ta-MEED |
| with | עִמָּ֑ךְ | ʿimmāk | ee-MAHK |
| holden hast thou thee: | אָ֝חַ֗זְתָּ | ʾāḥaztā | AH-HAHZ-ta |
| me by my right | בְּיַד | bĕyad | beh-YAHD |
| hand. | יְמִינִֽי׃ | yĕmînî | yeh-mee-NEE |
Cross Reference
ଯିଶାଇୟ 41:13
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା।
ଗୀତସଂହିତା 63:8
ମୁଁ ତୁମ୍ଭଠାରେ ଲାଗିରହେ। ତୁମ୍ଭର ଡ଼ାହାଣ ହସ୍ତ ମାେତେ ସମର୍ଥନ କରେ।
ଗୀତସଂହିତା 139:1
ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରୀକ୍ଷା କରିଅଛ। ତୁମ୍ଭେ ମାରେ ସମସ୍ତ ବିଷଯରେ ଜାଣିଅଛ।
ଗୀତସଂହିତା 23:4
ୟଦିଓ ମୁଁ ମୃତ୍ଯୁଛାଯାର ରୂପ ଉପତ୍ୟକାରେ ଏକା ବାଟ ଚାଲେ, ୟାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁ ଭୟଭୀତ ହବେି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମାେ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମାେତ ସୁରକ୍ଷା କରେ।
ଗୀତସଂହିତା 16:8
ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମାରେ ସମ୍ମୁଖରେ ରଖିଅଛି। ମୁଁ କବେେ ହେଲେ ତାଙ୍କର ଉପୟୁକ୍ତ ମାର୍ଗରୁ ବଞ୍ଚିତ ହବେି ନାହିଁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:5
ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :
ମାଥିଉଲିଖିତ ସୁସମାଚାର 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ଯିଶାଇୟ 42:1
ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ଗୀତସଂହିତା 139:18
ତୁମ୍ଭେ ୟାହା କିଛି ଜାଣ, ସେ ସବୁକୁ ୟଦି ମୁଁ ଗଣିପାରୁଥା'ନ୍ତି, ତା' ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହବେ, କିନ୍ତୁ ୟଦି ମୁଁ ତାହା ଗଣିପାରିବି, ତା' ହେଲେ ମୁଁ ତୁମ୍ଭକୁ ଏପର୍ୟ୍ଯନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା'ନ୍ତି।
ଗୀତସଂହିତା 37:24
ସମାନେେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ସମର୍ଥନ କରନ୍ତି।
ଗୀତସଂହିତା 37:17
କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରିବେ।
ଆଦି ପୁସ୍ତକ 17:1
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।